Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ଆଜି ୧୪୫ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଓମିକ୍ରନର ଗ୍ରାଫ ଦିନକୁ ଦିନ ଉପର ମୁହାଁ ହେବାରେ ଲାଗିଛି । କରୋନା ପରେ ଏବେ ଓମିକ୍ରନ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଆଜି ରାଜ୍ୟରେ ପୁଣି ୧୪୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ…

ମର୍ମନ୍ତୁଦ ଦୁର୍ଘଟଣା, ବାଇକ-ଟ୍ରକ ଧକ୍କାରେ ୨ ଯୁବକ ମୃତ

ଭଦ୍ରକ: ବାଇକକୁ ଧକ୍କା ଦେଲା ଟ୍ରକ । ଭଦ୍ରକ-ଚାନ୍ଦବାଲି ରାସ୍ତା ଇଚ୍ଛାପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ତିହିଡ଼ି ଥାନା ବୋଡ଼କ ଗାଁର ଦୁଇ ଯୁବକ । ସୂଚନା ଅନୁସାରେ, ଦୁଇ ଯୁବକ ଏକ ବାଇକ ଯୋଗେ ଘରକୁ ଯାଉଥିଲେ…

ମାତିଲେ ସାଇବର୍ ଠକ, ୧୦ ଦେଇ ଲୁଟିନେଲେ ୧୩ଲକ୍ଷ

ଭୁବନେଶ୍ୱର: ରାଜଧାନୀରେ ପୁଣି ମାତିଲେ ସାଇବର୍ ଠକ । ଲୁଟ କରିବାର ନିଆରା ଶୈଳୀ । ମୋବାଇଲ ନମ୍ବର ପୋଟାଲ୍ କରିବା ନାଁରେ ୧୦ ଦେଇ ଲୁଟିନେଲେ ୧୩ ଲକ୍ଷ ଟଙ୍କା । ଭୁବନେଶ୍ୱର ଶୈଳଶ୍ରୀବିହାର ଅଂଚଳରେ ବଡ଼ ଧରଣର ସାଇବର ଠକେଇ ହୋଇଥିବା ଅଭିଯୋଗ ହୋଇଛି ୧୦ଟଙ୍କା ଦେଇ ସାଇବର ଠକ ଲୁଟିନେଇଛନ୍ତି…

[ଭିଡ଼ିଓ] ଓଭରବ୍ରିଜ୍ ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍

କଟକ : ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା କାର୍ । ଓଭରବ୍ରିଜ୍ ଉପରେ ଯାଉଥିବା ବେଳେ ହଠାତ୍ ଲାଗିଲା ନିଆଁ ଆଉ ଆଖି ପିଛୁଳାକେ ଜଳିଗଲା ଚଳନ୍ତା କାର୍। ଏହି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଲିଙ୍କ୍ ରୋଡ ଓଭରବ୍ରିଜ୍ ଉପରେ। କଟକ ମଙ୍ଗଳାବାଗରୁ ଭୁବନେଶ୍ୱର ଯାଉଥିବା ସମୟରେ ଏହି ଚଳନ୍ତା କାରରେ…

କଟକରେ ହନିଟ୍ରାପ୍‌ ! ୩ ଅଭିଯୁକ୍ତ ଗିରଫ, ଯୁବତୀ ଫେରାର

କଟକ: କଟକରେ ହନିଟ୍ରାପ୍‌ । ଦେହ ବ୍ୟବସାୟ ଲୋଭ ଦେଖାଇ ଲୁଟ୍‌ ଓ ବ୍ଲାକ୍‌ମେଲିଂ । କଟକ, ଲାଲବାଗ ଥାନା ପୋଲିସ ଦ୍ୱାରା ହନିଟ୍ରାପ ରାକେଟର ପର୍ଦ୍ଦାଫାସ୍ । ଜଣେ ଯୁବ ଇଞ୍ଜିନିୟରଙ୍କୁ ହନି ଟ୍ରାପର ଶୀକାର କରିବା ଅଭିଯୋଗରେ ଲାଲବାଗ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ…

ଆଖଣ୍ଡଳମଣୀ-କୁଆଖିଆ ରାସ୍ତା: ଧସିଲା ବନ୍ଧ, ଦବିଲା ରାସ୍ତା

ଭଦ୍ରକ: ବୈତରଣୀ ନଦୀକୁ ଧସିଲା ସୁରକ୍ଷାବନ୍ଧ । ଯାତାୟତରେ ସୃଷ୍ଟି ହେଉଛି ସମସ୍ୟା । ଭଦ୍ରକ ଜିଲ୍ଲା ଆରଡ଼ି ନିକଟସ୍ଥ ବୋଡ଼କ ନିକଟରେ ପ୍ରବାହିତ ହେଉଥିବା ବୈତରଣୀ ନଦୀର ସୁରକ୍ଷାବନ୍ଧରେ ଫାଟ ସୃଷ୍ଟି ହୋଇଛି । ଏହାର କିଛି ଅଂଶ ନଦୀକୁ ଧସିଯାଇଛି । ଆଖଣ୍ଡଳମଣୀ କୁଆଖିଆ ଜାତୀୟ ରାଜପଥର ଦୁଇଶହ…

ଚୋରା ଚାଲାଣ ବେଳେ ଉଦ୍ଧାର ହେଲା ବଜ୍ରକାପ୍ତା

ଭୁବନେଶ୍ବର : ଚୋରା ଚାଲାଣ ବେଳେ ଉଦ୍ଧାର ହେଲା ବଜ୍ରକାପ୍ତା । ପୁଣି ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ବ୍ୟବସାୟୀ । ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ବରଗାଁ ନିକଟରୁ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ବଜ୍ରକାପ୍ତା ବ୍ୟବସାୟୀକୁ ଧରିଛି ଏସଟିଏଫ । ବଜ୍ରକାପ୍ତା ଚାଲାଣ ଅଭିଯୋଗରେ ଅଜିତ କୁମାର…

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ମଧ୍ୟ ବଢ଼ୁଛି । ୨୪ଘଣ୍ଟାରେ ୧୧,୬୦୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ,…

ଓଡ଼ିଶାରେ ପହଞ୍ଚିଲା ଓମିସିଓର ଟେଷ୍ଟିଂ କିଟ୍, ଓମିକ୍ରନ ଟେଷ୍ଟ ହେବ ସହଜ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ଓମିସିଓର ଟେଷ୍ଟିଂ କିଟ୍ । ଏଣିକି ଓମିକ୍ରନ ଟେଷ୍ଟ କରିବା ସହଜ ହେବ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟକୁ ଆସିଛି କିଛି ପରିମାଣର କିଟ୍ । କିଟ୍ ଆସିବା ପରେ ଏହାର ଡ୍ରାଏ ରନ୍ ଚାଲିଛି । କିଟ୍ ଠିକ ଅଛି କି ନାହିଁ ଟେଷ୍ଟ କରାଯାଉଛି । ଇଣ୍ଟରନାଲ ଷ୍ଟଡ଼ି ପାଇଁ…

ଗାଁକୁ ନାହିଁ ଭଲ ରାସ୍ତା ନଥିବାରୁ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଚାଲିଗଲା ରୋଗୀଙ୍କ ଜୀବନ

କେନ୍ଦୁଝର: ପୁଣି ଆସିଲା ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର । କେନ୍ଦୁଝର ଜିଲ୍ଲାର ସିଲିପଦା ଗାଁରୁ ଆସିଛି ଏହିଭଳି ଚିତ୍ର । ଗାଁକୁ ଭଲ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ଫଳରେ ଷ୍ଟ୍ରେଚରରେ ବୁହା ହେଲେ ରୋଗୀ । ହେଲେ ଭାଗ୍ୟର ବିଡ଼ମ୍ବନା ମେଡ଼ିକାଲରେ ଠିକ ସମୟରେ ପହଞ୍ଚି…