Latest Odisha News

BREAKING NEWS

Browsing Category

ସହର

City

ଜୟପୁରରେ ସାଧାରଣତନ୍ତ୍ର ଦିବସ ନେଇ ପ୍ରସ୍ତୁତି ବୈଠକ

କୋରାପୁଟ: ଜୟପୁରରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଉପଜିଲ୍ଲାପାଳ ଦେବବର ପ୍ରଧାନଙ୍କ ସଭାପତିତ୍ୱରେ ଏହି ବୈଠକ ଆୟୋଜିତ ହୋଇଥିଲା ।ଏହି ବୈଠକରେ ଆସନ୍ତା ସାଧାରଣତନ୍ତ୍ର ଦିବସ  ଦଶହରା ପଡିଆରେ କରବା ନେଇ ସ୍ଥିର ହୋଇଥିଲା । ସରକାରୀ ଏବଂ…

ଗଞ୍ଜାମରେ ନାମାଙ୍କନ ଦାଖଲ ବେଳେ ଗୋଷ୍ଠୀ ସଂଘର୍ଷ , ୪ ଆହତ

ଗଞ୍ଜାମ : ଗଞ୍ଜାମରେ ନାମାଙ୍କନ ଦାଖଲ ବେଳେ ଗୋଷ୍ଠୀ ସଂଘର୍ଷ ।ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଦ୍ୱିତୀୟ ଦିନ । ନାମାଙ୍କନ ଦାଖଲ ବେଳେ ଗଞ୍ଜାମ ଜିଲ୍ଲା ଧରାକୋଟ ଥାନାରେ ଗୋଷ୍ଠୀ ସଂଘର୍ଷ ହୋଇଛି ।ଦୁଇ ଗୋଷ୍ଠ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହେବା ଫଳରେ ୪ ରୁ ଅଧିକ ଲୋକ…

ନିର୍ବାଚନ ଡ୍ୟୁଟିରେ ଥିବା କର୍ମଚାରୀଙ୍କ ପାଇଁ ବଡ ଘୋଷଣା , ମୃତ୍ୟୁ ହେଲେ ମିଳିବ ୩୦ ଲକ୍ଷ ଅନୁକମ୍ପା ରାଶି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା । ପୂର୍ବରୁ ରହିଥିବା ମୃତ୍ୟୁଜନିତ ଅନୁକମ୍ପା ରାଶିକୁ ବଢ଼ାଯାଇଛି । ନିର୍ବାଚନ ଡ଼୍ୟୁଟିରେ ମୃତ୍ୟୁ ହେଲେ ଏଣିକି ମିଳିବ ୩୦ ଲକ୍ଷର ଅନୁକମ୍ପା ରାଶି । ହିଂସା, ଅସାମାଜିକ ଲୋକଙ୍କ ଆକ୍ରମଣ,…

ଆଜି ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକ

ଭୁବନେଶ୍ୱର : ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିବେ । । ମଙ୍ଗଳବାର ସନ୍ଧ୍ୟା ୫ ଟା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସ୍ଥିତିର ସମୀକ୍ଷା କରିବେ ବୋଲି ସୂଚନା ମିଳିଛି ।ରାଜ୍ୟରେ ସଂକ୍ରମଣ ହାର ୧୦ରୁ ୧୧ ହଜାର ଭିତରେ ରହୁଛି ।…

ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍ ସହ ଅକ୍ସିଜେନର ଆବଶ୍ୟକତା ମଧ୍ୟ କମ ରହିଛି : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର :ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ପୁଣି ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ ରହିଛି । ଜେନେରାଲ ବେଡ ୯ ପ୍ରତିଶତ, ଆଇସିୟୁ ବେଡ ୧୫ ପ୍ରତିଶତ , ଭେଣ୍ଟିଲେଟର ୫ ରୁ ୬ ପ୍ରତିଶତ ଥିବା ବେଳେ ପେଡିଆଟିକ…

ସରପଞ୍ଚ ପଦ ନିଲାମ ଘଟଣା : ସଂଧ୍ୟା ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର: ବଲାଙ୍ଗୀରରେ ସରପଞ୍ଚ ପଦ ପାଇଁ ନିଲାମ ଅଭିଯୋଗ ଘଟଣା । ଆଜି ତଦନ୍ତ ରିପୋର୍ଟ ଦେବେ ଜିଲ୍ଲାପାଳ । ଅଭିଯୋଗ ଆସିବା ପରେ ରାଜ୍ୟ ନିର୍ବାଚନ କମିଶନ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନୋଟିସ୍ କରିଛନ୍ତି । ଘଟଣାର ବିଧିବଦ୍ଧ ତଦନ୍ତ କରି ଆଜି ସଂଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ…

ସାହାରାପଡ଼ା ସେକ୍ସନ ଅଞ୍ଚଳରେ ହାତୀପଲ ପଶି ନଷ୍ଟ କଲେ ପନିପରିବା

କେନ୍ଦୁଝର: ବଢ଼ୁଛି ହାତୀପଲଙ୍କ ଉପଦ୍ରବ । କେନ୍ଦୁଝର ଜିଲ୍ଲା ସାହାରାପଡ଼ା ସେକ୍ସନ ଅଞ୍ଚଳରେ ୭ଟିକିଆ ହାତୀପଲ ପଶିଛନ୍ତି । ବିଳମ୍ବିତ ରାତିରେ ହାତୀପଲ ଠାକୁରମୁଣ୍ଡା ରେଞ୍ଜରୁ ଆସି ସାହାରପଡ଼ା ସେକ୍ସନର ହିଞ୍ଜିଲିଗଡ଼ିଆ, କଣ୍ଟିଡ଼ିହି, ଚୁଆ ପାଣିଗାଁରେ ବ୍ୟାପକ ପନିପରିବା ଚାଷ୍ଟ ନଷ୍ଟ କରିଛନ୍ତି…

ଭିମ୍‌ସାରରେ ପୁଣି ୪ ଡାକ୍ତରଙ୍କ ସହ ୬ ଜଣ କର୍ମଚାରୀ କରୋନା ପଜିଟିଭ

ସମ୍ବଲପୁର : ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ବୁର୍ଲା ଭିମ୍‌ସାର ମେଡିକାଲରେ ୪ ଜଣ ଡାକ୍ତର ଓ ୬ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ମେଡିକାଲ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ଅନ୍ୟପଟେ ୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରାଜ୍ୟରେ ଏବେ…

ଗଞ୍ଜେଇ ଚୋରା ଚାଲାଣବେଳେ ଧରିଲା ପୋଲିସ, ୨ଜଣ ଗିରଫ

କୋରାପୁଟ: ଗଞ୍ଜେଇ ଚୋରା ଚାଲାଣବେଳେ ଧରିଲା ପୋଲିସ । ମାଛକୁଣ୍ଡ ପୋଲିସକୁ ମିଳିଛି ସଫଳତା । ଛତିଶଗଡ଼କୁ ଗଞ୍ଜେଇ ଚୋରା ଚାଲାଣବେଳେ ପୋଲିସ ହାତରେ ଧରାପଡ଼ିଲା ବିପୁଳ ପରିମାଣର ଗଞ୍ଜେଇ । ଗଞ୍ଜେଇ ଭର୍ତ୍ତି ଏକ ପିକଅପ୍ ଭ୍ୟାନ ସହ ଦୁଇଜଣଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ,…

ମୂଲ୍ୟାୟନ ପାଇଁ ଆଜି ଯିବ ସମ୍ମେଟିଭ ଆସେସମେଣ୍ଟ-୧ର ଓଏମଆରସିଟ୍

କଟକ: ମାଟ୍ରିକ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସମ୍ମେଟିଭ ଆସେସମେଣ୍ଟ -୧ର ଓଏମଆରସିଟ୍ ମୂଲ୍ୟାୟନ ପାଇଁ ଆଜିଠୁ ଯିବ । ଗତ ୭ତାରିଖରେ ପରୀକ୍ଷା ଶେଷ ହୋଇଥିଲା । ପରେ ୯ତାରିଖରୁ ଓଏମଆର ସିଟଗୁଡ଼ିକ ସଂଗ୍ରହ କରାଯାଇ ବୋର୍ଡ଼ କାର୍ଯ୍ୟାଳୟକୁ ଆସିଥିଲା । ସୋମବାରଠାରୁ ଏହାକୁ କମ୍ପ୍ୟୁଟର ମୂଲ୍ୟାୟନ…