Latest Odisha News

BREAKING NEWS

Browsing Category

ସହର

City

ବଢ଼ୁଛି ବାଲି ମାଫିଆଙ୍କ ରାଜ୍, ରାଜ୍ୟପାଳଙ୍କୁ ଅଭିଯୋଗ ଜଣାଇ କାର୍ଯ୍ୟାନୁଷ୍ଠାନ ଦାବି: ବିଜେପି ନଦୀ ସୁରକ୍ଷା ସମିତି

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ବାଲି ମାଫିଆଙ୍କ ରାଜ୍ । ଅବାଧ ବାଲି ଚୋରୀ କାରଣରୁ ପ୍ରତିବର୍ଷ ୧୪ହଜାର କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି ସରକାର । ରାଜ୍ୟରେ ବେଧଡ଼କ ଚାଲିଛି ବେଆଇନ ବାଲି ଉଠାଣ । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଋଷିକୂଲ୍ୟା ପ୍ରମୁଖ ସହ ୧୧ଟି ନଦୀରେ ବଢ଼ି…

[ଭିଡ଼ିଓ] ମନେ ରହିବେ କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ

ଭୁବନେଶ୍ୱର: ଆଉ ନାହାନ୍ତି କଥକ ସମ୍ରାଟ , କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ । କୋଟି କୋଟି ଲୋକଙ୍କ ନିକଟରେ ପଣ୍ଡିତ ଓ ମହାରାଜ ନାମରେ ପରିଚିତ ବିର୍ଜୁ । ୮୩ ବର୍ଷ ବୟସରେ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ହୃଦଘାତରେ ପ୍ରାଣ ହରାଇଛନ୍ତି ମହାନ୍ ନୃତ୍ୟ ସମ୍ରାଟ । ଏକ ପ୍ରଖ୍ୟାତ କଥକ…

ବଞ୍ଚିଛି ମାନବିକତା, ବଳକା ଅର୍ଥ ଫେରାଇଲେ ମୃତ ଅଭିଷେକଙ୍କ ପତ୍ନୀ

ଭଦ୍ରକ: ଏବେ ବି ବଞ୍ଚିଛି ମାନବିକତା । ଦିନ ଥିଲା କରୋନା ଜନିତ ଚିକିତ୍ସା ପାଇଁ ସମସ୍ତଙ୍କର ସହାୟତା ମାଗିଥିଲେ । କିନ୍ତୁ ଚିକିତ୍ସା ପରେ ମଧ୍ୟ ସ୍ୱାମୀଙ୍କ ଜୀବନ ବଞ୍ଚାଇ ପାରିଲେ ନାହିଁ ଡାକ୍ତର । ଆଉ ସମସ୍ତଙ୍କ ସହାୟତା କିଛି କାମରେ ଲାଗିଲା । କିନ୍ତୁ ଏବେ ସ୍ୱାମୀଙ୍କ ଚିକିତ୍ସା…

ଅନୁଗୁଳ କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଅନୁଗୁଳ : ଅନୁଗୁଳରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଅନୁଗୁଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ସୂଚନା ଅନୁସାରେ ଅନୁଗୁଳ କୋର୍ଟରୁ ୧୨ ଜଣ ସଂକ୍ରମିତ ହୋଇଥିବା ନେଇ ଓକିଲ ସଂଘ ସଭାପତି କହିଛନ୍ତି ।…

ଥଣ୍ଡା, କାଶ ହେଲେ ନିଜକୁ ଆଇସୋଲେଟେଡ଼ କରି ରହିବାକୁ ପରାମର୍ଶ:ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଡ଼ବଲିଂ ଟାଇମ୍ କେସ୍ କମିଛି । ବର୍ତ୍ତମାନ ରାଜ୍ୟରେ ୭୫ହଜାର ଆକ୍ଟିଭ୍ କେସ୍ ଅଛନ୍ତି । ସେଥିମଧ୍ୟରୁ ୧୨ଶହ ଲୋକେ ହସ୍ପିଟାଲରେ ଅଛନ୍ତି । ହସ୍ପିଟାଲାଇଜେସନ ମଧ୍ୟ ଏତେ ଚାପରେ ନାହିଁ । ତେଣୁ ବର୍ତ୍ତମାନ ସ୍ଥିତି ଏତେ ଚିନ୍ତାଜନକ ଅବସ୍ଥାରେ ନାହିଁ । ସଂକ୍ରମଣ ଯେହେତୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀ ପେଟରେ ଛୁରୀ ଭୁସି ଦେଲା ସ୍ୱାମୀ

ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ଛୁରୀଭୁସି ହତ୍ୟା ଉଦ୍ୟମ କଲା ସ୍ୱାମୀ । ଲକ୍ଷ୍ମୀସାଗର ଥାନା ବୁଧେଶ୍ୱରୀ କଲୋନୀରେ ଏପରି ଅଘଟଣ ଘଟିଛି । ଗୁରୁତର ଅବସ୍ଥାରେ ସ୍ତ୍ରୀ କଳ୍ପନାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ସୂଚନା ଅନୁସାରେ ପତ୍ନୀ କଳ୍ପନା କଟକ ହସ୍ପିଟାଲ…

ସର୍ଭିସ ରାଇଫଲରୁ ଗୁଳି ଚଳାଇ ଯବାନଙ୍କ ଆତ୍ମହତ୍ୟା

ନୂଆପଡ଼ା: କ୍ୟାମ୍ପରେ ଯବାନଙ୍କ ଆତ୍ମହତ୍ୟା । ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ । ଏହିଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ନୂଆପଡ଼ା ଜିଲ୍ଲା କୋମନା ଥାନା ଅଞ୍ଚଳରୁ । ସୂଚନା ଅନୁସାରେ, କୋମନା ଥାନା ଅଞ୍ଚଳର ବରକୋଟରେ ରହିଛି ସିଆରପିଏଫ କ୍ୟାମ୍ପ । କ୍ୟାମ୍ପରେ ଆଜି ସକାଳୁ…

ଏମ୍‌ସର ୩୦୦ରୁ ଅଧିକ ଷ୍ଟାଫ୍‌ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ବଢୁଛି କରୋନା କାୟା। ରିପୋର୍ଟ ଅନୁଯାୟୀ ଜାନୁଆରୀ ୧ରୁ ଏପର୍ଯ୍ୟନ୍ତ ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏମ୍ସର ଓପିଡି ବନ୍ଦ…

ରାଜ୍ୟରେ ୩ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୩ଜଣଙ୍କ ଜୀବନ । ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟରେ ୧୦ ହଜାର ୪ଶହ ୮୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ୩ଜଣଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।…

ଜାଗାବାଡିକୁ କେନ୍ଦ୍ରକରି ବୋମାମାଡ, ପୋଲିସର ଛାନଭିନ ଜାରି

ଭୁବନେଶ୍ୱର : ଜାଗାବାଡିକୁ ନେଇ ତୁମୁଳକାଣ୍ଡ । ରାଜଧାନୀ ଉପକଣ୍ଠରେ ହେଲା ବୋମାମାଡ । ବାଲିଅନ୍ତା ଥାନା ସରକଣାରେ ବୋମାମାଡ ହୋଇଛି । ଜାଗାବାଡି ବିକ୍ରି ବାବଦରେ କମିଶନ ଟଙ୍କାକୁ ନେଇ ବୋମା ଫିଙ୍ଗା ଓ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି । ଫଳରେ ସ୍ଥାନୀୟ ଅଞ୍ଚଳର ଲୋକମାନେ ଭୟଭୀତ…