Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ବଢୁଛି କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ନୟାପଲ୍ଲୀ ଓ ଭୀମପୁରର ଗୋଟିଏ ଲେଖାଏ ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ସେହିପରି ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ଅଞ୍ଚଳକୁ…

ସଡ଼କ ଦୁର୍ଘଟଣାରେ ଦୁଇ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ସୋନପୁର: ସୁବର୍ଣ୍ଣପୁର ସଦର ବୁଢ଼ାରଜା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଦୁଇ ଗୁରୁତର ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି । କାରକୁ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ ।

୨ଟି କଲରା ପତରିଆ ବାଘ ଛାଲ ଜବତ, ୨ ଅଭିଯୁକ୍ତ ଗିରଫ

ବାରିପଦା: ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍ । ଧରା ପଡ଼ିଲା ବାଘ ଛାଲ ବେପାର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ଏସସିବି ଜୁନିଅର୍ କଲେଜ ନିକଟରୁ ବାଘ ଛାଲ ବିକ୍ରି ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ପାଖରୁ ଜବତ ହୋଇଛି ୨ଟି କଲରା ପତରିଆ ବାଘ ଛାଲ । ବିଶେଷ…

[ଭିଡ଼ିଓ]ନବରଙ୍ଗପୁରରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ନବରଙ୍ଗପୁର: ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଯାହାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ଏହି ମଧ୍ୟରେ ନବରଙ୍ଗପୁର ସହରରେ ଚିହ୍ନଟ ହେଲେ ପ୍ରଥମ ଓମିକ୍ରନ ଆକ୍ରାନ୍ତ । ମ୍ୟୁନିସିପାଲଟି ଅଞ୍ଚଳର ୧୩ନମ୍ବର ୱାର୍ଡ଼ରୁ ଆକ୍ରାନ୍ତ ଜଣକ ଚିହ୍ନଟ ହୋଇଥିବା…

ରାଜ୍ୟରେ ଶୀତର ଲହରୀ ଜାରି, ଆସନ୍ତା ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ସୋନପୁର , ବୌଦ୍ଧ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ରହିବ…

ସୁନ୍ଦରଗଡ଼ ନବୋଦୟ ବିଦ୍ୟାଳୟରୁ ଆଉ ୫୩ ଛାତ୍ରଛାତ୍ରୀ କରୋନା ସଂକ୍ରମିତ

ସୁନ୍ଦରଗଡ଼: ସୁନ୍ଦରଗଡ଼ର ଜିଂକନଗର ଜବାହାର ନବୋଦୟ ବିଦ୍ୟାଳୟରେ ପୁଣି ୫୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି । ମଙ୍ଗଳବାର ୩୬ ଜଣ ପିଲା ସଂକ୍ରମିତ ହୋଇଥିଲେ । ଏକାଥରକରେ ଏତେ ପିଲା ସଂକ୍ରମିତ ଚିହ୍ନଟ ହେବା ନେଇ ଅଞ୍ଚଳରେ…

ଆସନ୍ତାକାଲି ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର

ଭୁବନେଶ୍ୱର: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡରରେ ମୃତ୍ୟୁବରଣ କରିଥିବା ସ୍ୱର୍ଗତଃ କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ଉଦ୍ଦେଶ୍ୟରେ ଆସନ୍ତା କାଲି କଟକ ଜିଲ୍ଲା ମାହାଙ୍ଗାଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ…

ରାଜଧାନୀ କୋଚ ସହିତ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ଶୁଭାରମ୍ଭ କରିବେ କେନ୍ଦ୍ର ରେଳ ମନ୍ତ୍ରୀ

ଭୁବନେଶ୍ୱର: ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଜାନୁୟାରୀ ମାସ ୬ ତାରିଖ ଦିନ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ରାଜଧାନୀ କୋଚ ସହିତ ଚଳାଚଳକୁ ଆଭାସୀ (ଭିଡିଓ କାନଫରେନସି)…

ନିଆଁ ଲାଗି ଜଳିଗଲା ଧାନ ଗଦା , ଚିନ୍ତାରେ ଚାଷୀ

ନବରଙ୍ଗପୁର : ନିଆଁ ଲାଗି ଜଳିଗଲା ଧାନ ଗଦା । ୧୫ ରୁ ଉର୍ଦ୍ଧ ଏକର ର ଧାନ ଗଦା ନିଆଁରେ ପୋଡି ପାଉଁସ ହୋଇଯାଇଛି । ନବରଙ୍ଗପରୁର ଜିଲ୍ଲାରେ ଏପରି ଅଘଟଣ ଘିଟିଛି । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ସିନ୍ଧିଗୁଡା ଗାଁ ରେ ଗତକାଲି ବିଳମ୍ବିତ ରାତିରେ ଗାଁରେ ଖଳାରେ ହଠାତ୍ ନିଆଁ…

ଏସଆରସିଙ୍କ ବଡ଼ ଘୋଷଣା: ପୁଣି ଲାଗୁ ହେଲା ନାଇଟ୍ କର୍ଫ୍ୟୁ, ସ୍କୁଲ କଲେ ବନ୍ଦ

ଭୁବନେଶ୍ୱର: କୋଭିଡ଼ର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏସଆରସି ଜାରି କଲେ ନୂଆ ଗାଇଡଲାଇନ । ଏଣିକି ରାତି ୯ଟାରୁ ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ରାତି ୧୦ଟା ପରିବର୍ତ୍ତେ ରାତି ୯ଟାରୁ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ହାଟ ବଜାରରେ ଭିଡ଼ ହ୍ରାସ…