Latest Odisha News

BREAKING NEWS

Browsing Category

ସହର

City

ପୁରୀରେ ଚାଞ୍ଚଲ୍ୟ ଖେଳାଇଲା ରହସ୍ୟମୟ ପାରା

ପୁରୀ : ପୁରୀରେ ଚାଞ୍ଚଲ୍ୟ ଖେଳାଇଲା ରହସ୍ୟମୟ ପାରା । କିଛି ଦିନ ପୂର୍ବରୁ ରାଉରକେଲାରେ ଦେଖାଯାଇଥିବା ପାରା ଏବେ ପୁରୀ ମାଳତୀପାଟପୁର ପାଖରେ ଦେଖାଦେଇଛି । ଏହି ପାରାର ଗୋଡରେ ଦୁଇଟି ରିଙ୍ଗ୍ ଲାଗିଥିବା ବେଳେ ସେଥିରେ କିଛି ନମ୍ବର ଲେଖା ହୋଇଛି । ଏପରିକି ପାରାଙ୍କ ପାଟିରେ କିଛି କେମିକାଲ…

ଓଡ଼ିଶାର ୭ଟି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ହେବାର ସତର୍କ ସୂଚନା ଜାରି କରାଯାଇଛି । ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗଜପତି ଏବଂ ଗଞ୍ଜାମ ଜିଲ୍ଲା…

ତପସ୍ୱିନୀ ଘରେ ରହିବା ନେଇ ଖୁସି ନାହାନ୍ତି ସୁମିତ, ହାଇକୋର୍ଟ ଯିବେ ସୁମିତ

ବ୍ରହ୍ମପୁର : ତପସ୍ୱିନୀ ଓ ସୁମିତ ମାମାଲାରେ କୋର୍ଟର ରାୟ ଆସିବା ପରେ ଖୁସି ନାହାଁନ୍ତି ଡକ୍ଟର ସୁମିତ । ଏନେଇ ସୁମିତଙ୍କ ଓକିଲ ସୂଚନା ସୂଚନା ଦେଇଛନ୍ତି । ଜିଲ୍ଲା କୋର୍ଟରେ ରାୟ ବିରୋଧରେ ସୁମିତ୍ ହାଇକୋର୍ଟ ଯିବେ ବୋଲି ଜଣାପଡିଛି । ୪୪ ଦିନ ଧରି ତପସ୍ୱିନୀ ଧାରଣାରେ ବସିବା ପରେ…

କରଡ଼ା ଘାଟିରେ ୭୦ଫୁଟ୍ ତଳକୁ ଖସିଲା କାର, ୩ମୃତ୍ୟୁ ଓ ୬ଜଣ ଆହତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ କରଡ଼ା ଘାଟିରେ ଦୁର୍ଘଟଣା । ପିକନିକ୍ ପାଇଁ ଯାଉଥିବାବେଳେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା କାର୍ । ଆଜି ଅପରାହ୍ନରେ ଘଟିଛି ଏହିଭଳି ଦୁର୍ଘଟଣା । ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୬ଜଣ ଗୁରୁତର ଆହତ ହୋଇଛନ୍ତି ।…

କୋଭିଡ଼ ନିୟମ ଉଲ୍ଲଂଘନ, ପୁରୀରେ ସିଲ୍ ହେଲା ୩ଟି ଦୋକାନ

ପୁରୀ: ପୁରୀରେ ତିନୋଟି ଦୋକାନକୁ ସିଲ୍ କରାଯାଇଛି । କୋଭିଡ଼ ଗାଇଡ଼ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ପୁରୀ ଟାଉନ ଥାନା ଅଧିନ ନିଳାଦ୍ରୀ ମାର୍କେଟ କମ୍ପେ୍ଲକ୍ସରେ ଦୋକାନକୁ ପ୍ରଶାସନ ସିଲ୍ କରିଥିବା ଜଣାପଡ଼ିଛି । କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏନେଇ ପ୍ରଶାସନ ପକ୍ଷରୁ କଟକଣା…

ଅସହାୟ ଓ ଅଭାବୀ ଲୋକଙ୍କ ସେବାରେ ‘ଆସ୍ଥା ଆଲୋକ’ 

କଟକ: ସମାଜର ଅସହାୟ ଓ ଅଭାବୀ ଲୋକଙ୍କୁ ସେବା ମିଳିବ । ଲୋକଙ୍କର ସେବା କରିବା ଉଦ୍ଦେଶ୍ୟରେ 'ଆସ୍ଥା ଆଲୋକ' ନାମରେ ଏକ ରେଜିଷ୍ଟ୍ରୀଭୁକ୍ତ ନ୍ୟାସ ଗଠନ କରାଯାଇଛି । କେନ୍ଦ୍ର ରିଜର୍ଭ ପୁଲିସ ବାହାନୀର ପୂର୍ବତନ ମହାନିର୍ଦେଶକ ଶ୍ରୀ ପ୍ରକାଶ ମିଶ୍ର ଓ ଓଡ଼ିଶା ଘରୋଇ ଯାନ୍ତ୍ରୀକ ମହାବିଦ୍ୟାଳୟ…

ଆସିଲା ରାୟ ,ସୁମିତଙ୍କ ଘରେ ରହିବେ ତପସ୍ୱିନୀ

ବ୍ରହ୍ମପୁର : ବ୍ରହ୍ମପୁର ସୁମିତ୍ ଓ ତପସ୍ୱିନୀ ବିବାହ ବିବାଦ ମାମଲ।ର ଆସିଲା ରାୟ । ସୁମିତଙ୍କ ଘରେ ରହିବେ ତପସ୍ୱିନୀ । ସୁମିତଙ୍କ ସହ ବ୍ରହ୍ମାନଗର ଘରେ ରହିବେ ତପସ୍ୱିନୀ । ଏନେଇ ବ୍ରହ୍ମପୁର ଜିଲ୍ଲା ଦୌରା ଜଜ୍ ଏହି ରାୟ ଶୁଣାଇଛନ୍ତି । ମାସିକ ଡିମ୍ପଲଙ୍କୁ ଖର୍ଚ୍ଚ ବାବଦରେ ୧୭ ହଜାର…

ବଢୁଛି ଓମିକ୍ରନ ଓ କରୋନା ସଂକ୍ରମଣ : ଦିଲ୍ଲୀରେ ଜାରି ହେଲା ସପ୍ତାହନ୍ତ କର୍ଫ୍ୟୁ

ଦିଲ୍ଲୀ : ଦେଶରେ କରୋନା ଓ ଓମିକ୍ରନ ସଂକ୍ରମଣ ବଢୁଥିବାରୁ ଦିଲ୍ଲୀରେ ଲାଗୁ ହେଲା ସପ୍ତାହନ୍ତ କର୍ଫ୍ୟୁ । ଦିଲ୍ଲୀ ସରକାର ସପ୍ତାହନ୍ତ କର୍ଫ୍ୟୁ ଲଗାଇବା ପାଇଁ ନିଷ୍ପତି ନେଇଛନ୍ତି । ଦିଲ୍ଲୀ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରେଟି ଏହି ନିଷ୍ପତି ନେଇଛି । ଦିଲ୍ଲୀରେ କରୋନା ସଂକ୍ରମଣ ହାର ହୁ ହୁ…

ଗୁଣୁପୁର ପ୍ରେସ କ୍ଲବର ପ୍ରଥମ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଗୁଣୁପୁର: ଗୁଣୁପୁର ପୂର୍ତ୍ତ ବିଭାଗ ଡ଼ାକ ବଙ୍ଗଳାରେ ପ୍ରେସ କ୍ଲବର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁଣୁପୁର ପ୍ରେସ କ୍ଲବର ସଭାପତି ପ୍ରମୋଦ କୁମାର ସାହୁ ସଭାପତିତ୍ୱ କରିଥିଲେ । ବୈଠକରେ ଆଗାମୀ ଦିନରେ ପ୍ରେସ କ୍ଲବ ତରଫରୁ କଣ…

ବୁଧବାର ମାଟ୍ରିକ ସମ୍ମେଟିଭ-୧ ପରିକ୍ଷା, କରୋନା କଟକଣା ସହ ହେବ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟରେ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା କିପରି ସ୍ୱଚ୍ଛତା ବଜାୟ ରହିବ ସେନେଇ ଦୃଷ୍ଟି ଦିଆଯାଇଛି । ମାଟ୍ରିକ ସମେଟିଭ୍ ପରୀକ୍ଷା ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ…