Latest Odisha News

BREAKING NEWS

Browsing Category

ସହର

City

ପିପିଲିରେ କଂଗ୍ରେସ ଓ ବିଜେପିର ଶତାଧିକ କର୍ମୀ ବିଜେଡିରେ ଯୋଗଦେଲେ

ପିପିଲି : ପିପିଲିରେ ବିଜେଡିର ମିଶ୍ରଣ ପର୍ବ । ପୁରୀ ଜିଲ୍ଲା ପିପିଲିରେ ବିଜେଡିର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଉପସ୍ଥିତିରେ ଏହି କର୍ମୀମାନେ ବିଜେଡିରେ ସାମିଲ…

ଆନନ୍ଦପୁରରେ ମହିଳା ଆରଆଇଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ

କେନ୍ଦୁଝର : ଆନନ୍ଦପୁରରେ ମହିଳା ଆରଆଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ । ଆରଆଇ ସିମନ୍ତିନୀ ସାହୁଙ୍କ କାର୍ଯ୍ୟାଳୟରେ ପଶି ଜଣେ ବୃଦ୍ଧ ମହିଳା ଆରଆଇଙ୍କୁ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଆରଆଇ ଜଣକ ଗୁରୁତର ହୋଇପଡିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ଏହି…

ଓମିକ୍ରନ ମୁକାବିଲା ପାଇଁ ଆମେ ପ୍ରସ୍ତୁତ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଓମିକ୍ରନ ମୁକାବିଲା ପାଇଁ ଆମେ ପ୍ରସ୍ତୁତ ,ବ୍ୟସ୍ତ ହେବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ…

ଗୁଟଖା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୨୫ ଜଣ ଆହତ

ସମ୍ବଲପୁର: ଗୁଟଖା କାରଖାନାରେ ଅଗ୍ନିକାଣ୍ଡ । ସମ୍ବଲପୁର ଜିଲ୍ଲା ଶରଧାପାଲିରେ ଥିବା ଗୁଟଖା କାରଖାନାରେ ନିଆଁ ଲାଗିଛି । ଏଥିରେ ୨୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।…

ବିଜେଡିର ମିଶ୍ରଣ ପର୍ବ, ୫୦ ରୁ ଉର୍ଦ୍ଧ୍ବ ସମର୍ଥକଙ୍କ ସହ ଦଳରେ ସାମିଲ ହେଲେ କରମଚାନ୍ଦ

ଭୁବନେଶ୍ୱର : ବିଜେଡିରେ ପୁଣି ମିଶ୍ରଣ ପର୍ବ  । ସୋନପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ସଭାପତି କରମଚାନ୍ଦ ମହାନ୍ତି ଆଜି ବିଜେପି ଛାଡି ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି । କରମଚାନ୍ଦ ମହାନ୍ତି ତାଙ୍କ ସମର୍ଥକଙ୍କ ସହ ବିଜେପି ଛାଡି ଆଜି ବିଜେଡିିରେ ଯୋଗ ଦେଇଛନ୍ତି । ପ୍ରାୟ ୫୦ ରୁ…

ନଦୀ ପଠାରୁ ଉଦ୍ଧାର ହେଲା ପ୍ରାଚୀନ ମୂର୍ତ୍ତି ଓ କୀର୍ତ୍ତିରାଜି

ଯାଜପୁର: ନଦୀ ପଠାରୁ ଉଦ୍ଧାର ହେଲା ପ୍ରାଚୀନ ମୂର୍ତ୍ତି ଓ କୀର୍ତ୍ତିରାଜି । ଯାଜପୁର ବ୍ଲକ କୁଞ୍ଜବିହାରୀପୁର ନିକଟରୁ ବୈତରଣୀ ନଦୀ ଗର୍ଭରୁ ବାଲି ଖନନ ହେଉଥିଲା । ଏହି ସମୟରେ ପୁରାତନ ଦେବାଦେବୀଙ୍କ ମୂର୍ତ୍ତି ଉଦ୍ଧାର ହୋଇଛି । ଯାହାକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଛି ।…

ଜିଓ ନେଟୱାର୍କ ସ୍ଥାପନା ପାଇଁ ୧୨ ଘଣ୍ଟିଆ ମାଛକୁଣ୍ଡ ବନ୍ଦ ଡାକରା

କୋରପୁଟ : ଜିଓ ମୋବାଇଲ ନେଟୱାର୍କ ସ୍ଥାପନ କରିବା ଦାବି ନେଇ ଆଜି ୧୨ ଘଣ୍ଟିଆ ମାଛକୁଣ୍ଡ ବନ୍ଦ ଡାକରା ଦିଆଯାଇଛି । କୋରପୁଟ ଜିଲ୍ଲା ମାଛକୁଣ୍ଡ ଅଞ୍ଚଳବାସୀ ଏହି ବନ୍ଦ ଡାକରା ଦେଇଛନ୍ତି ।ସକଳା ୬ ଟାରୁ ସନ୍ଧ୍ୟା ୬ ଯାଏଁ ବନ୍ଦ ପାଳନ କରାଯାଉଛି । ଚିକେନପୁଟ, ବାଦିଗଡ, ଅନାକଡେଲ୍ଲୀ ଗ୍ରାମ…

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଖୋର୍ଦ୍ଧାରୁ ବାହାରିଛନ୍ତି । ଖୋର୍ଦ୍ଧାରୁ…

ରୋଷେଇ ଘରେ ପଶିଗଲା ଭାଲୁ, ଲୋକେ ଆତଙ୍କିତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଭାଲୁ ଆତଙ୍କ । ରୋଷେଇ ଘରେ ପଶିଗଲା ଭାଲୁ । ଏନେଇ ଲୋକେ ଆତଙ୍କିତ ହୋଇପଡ଼ିଥିଲେ । ତମସା ପଞ୍ଚାୟତ ଅନ୍ତର୍ଗତ ଏମ.ଭି-୭ ଗାଁରେ ଦୁଇଟି ଭାଲୁ ଗତ କିଛି ଦିନ ଧରି ଆତଙ୍କ ଖେଳାଇଛନ୍ତି । ନିକଟସ୍ଥ ଜଙ୍ଗଲରୁ ଦୁଇଟି ଜଙ୍ଗଲୀ ଭାଲୁ ସନ୍ଧ୍ୟା ହେଲେ ଗାଁରେ…

ଆହୁରି ବଢ଼ିବ ଶୀତ, ଦୁଇ ଦିନରେ ୨ରୁ ୩ ଡ଼ିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ

ଭୁବନେଶ୍ୱର: ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା । ଆହୁରି ୪ଦିନ ଯାଏଁ ରାଜ୍ୟରେ ଶୀତ ଅନୁଭୂତ ହେବ । ତାପମାତ୍ରା ୩ଡ଼ିଗ୍ରୀ ପର୍ଯ୍ୟନ୍ତ ଖସିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହରଭାବେ ଜଣାଯାଇଥିଲା । ଗତକାଲି ୯ଟି ସ୍ଥାନରେ…