Latest Odisha News

BREAKING NEWS

Browsing Category

ସହର

City

୨୪ଘଣ୍ଟାରେ ରାଜ୍ୟରେ ୧୫୪ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ୨୪ଘଣ୍ଟା ଭିତରେ ରାଜ୍ୟରେ ୧୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୯୧ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ସଂକ୍ରମଣ କେସ୍ ରହିଛି ୬୩ଜଣ । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଡ଼ିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ିଲା ଇଞ୍ଜିନିୟରିଂ ଆଡ଼ମିଶନର ସମୟସୀମା

ଭୁବନେଶ୍ୱର: ଡ଼ିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ିଲା ଇଞ୍ଜିନିୟରିଂ ଆଡ଼ମିଶନ ସମୟସୀମା । ରାଜ୍ୟର ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମ ଲେଖା ସମୟସୀମା ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଧାର୍ଯ୍ୟ ସମୟ ସୀମା ୧୫ତାରିଖ ଯାଏଁ ରହିଥିଲା । ଏହି ସମୟ ସୀମାକୁ ବଢ଼ାଇବା ପାଇଁ ପ୍ରଥମେ ହାଇକୋର୍ଟ ଓ ପରେ…

ଆହୁରି ବଢ଼ିବ ଶୀତ, ରାଜ୍ୟରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ଖସିବ

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଆଜିଠୁ ଆହୁରି ବଢ଼ିବ ଥଣ୍ଡା । ରାତି ତାପମାତ୍ରା ୨ରୁ ୩ଡ଼ିଗ୍ରୀ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏବେ ଥଣ୍ଡା କମିବ ନାହିଁ । ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା । ଓଡ଼ିଶାକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଓ…

[ଭିଡ଼ିଓ] ଚିତ୍ତରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଖୋଳତାଡ

ପୁରୀ: ଦିନକୁ ଦିନ ବଢୁଛି ଚିତ୍ତରଞ୍ଜନଙ୍କ ମୃତ୍ୟୁ ରହସ୍ୟ। କେମିତି ହେଲା ଚିତ୍ତଙ୍କ ମୃତ୍ୟୁ ? ଘଟଣାର ମୋଡ ବଦଳୁଥିବା ବେଳେ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି । କଣ ରହିଛି ମୃତ୍ୟୁ ରହସ୍ୟ ଏନେଇ ଚିତ୍ତଙ୍କ ଗାଁ ସାନବନ୍ଧକେରା ଗାଁରେ ଟିମ୍ ପହଂଚି ଖୋଳତାଡ କରିଛି କ୍ରାଇମବ୍ରାଞ୍ଚ ।…

[ଭିଡ଼ିଓ] ଦିନକୁ ଦିନ ବଢୁଛି ଓମିକ୍ରନ୍ ଚିନ୍ତା, ପୁଣି ରାଜଧାନୀରେ ୪ ଚିହ୍ନଟ

ଭୁବନେଶ୍ୱର : ଆତଙ୍କ ଖେଳାଇଛି ଓମିକ୍ରନ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି । ୭୦ରୁ ଅଧିକ ଦେଶରେ ବର୍ତ୍ତମାନ ଓମିକ୍ରନ୍ ଆତଙ୍କ ଖେଳାଇ ସାରିଛି। କିଛି ଦେଶରେ ଓମିକ୍ରନ୍ ଚିହ୍ନଟ ହୋଇଛି । ମହାରାଷ୍ଟ୍ରରେ ବୁଧବାର ସୁଦ୍ଧା ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛି । ସେହିଭଳି ରାଜଧାନୀ…

[ଭିଡିଓ] କଟକରେ ଆରମ୍ଭ ହେଲା ‘ମହାନଦୀ ଉତ୍ସବ’

କଟକ : ଉଦଘାଟିତ ହେଲା ମହାନଦୀ ଉତ୍ସବ । କଟକ ବାଲିଯାତ୍ରା ପଡିଆଠାରେ ଏହି ଉତ୍ସବ ଆୟୋଜନ କରାଯାଇଛି । ଆଜି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ମହାନଦୀ ଉତ୍ସବକୁ ଉଦଘାଟନ କରିଥିଲେ । ମହାନଦୀର ସୁରକ୍ଷା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।…

ମା ଗୋଜବାୟାଣୀଙ୍କ ପୀଠକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦାବି

ଭୁବନେଶ୍ୱର: ମା ଗୋଜବାୟାଣୀଙ୍କ ପୀଠକୁ ମିଳୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା । ୫ଟି ଯୋଜନାରେ ସ୍ୱତନ୍ତ୍ର ଆର୍ଥିକ ଅନୁଦାନ ଦ୍ୱାରା ମନ୍ଦିର ଓ ପାରିପାଶ୍ୱିର୍କ ଉନ୍ନୟନ କରାଯାଉ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଦାବି ଜଣାଇଲେ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି…

ଅଡିଓ ଟେପ୍ ଜାରି କଲେ ଡାକ୍ତର ସୁମିତ, କହିଲେ ତପସ୍ୱିନୀ ମତେ ବରବାଦ କରିଦେଲା

ବ୍ରହ୍ମପୁର : ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ୱିନୀ ସୁମିତ ପାରିବାରିକ କଳହ ମାମଲା । ଏହି ମାମଲାରେ ତପସ୍ୱିନୀ ଅଭିଯୋଗ ଆଣିଥିଲେ ସ୍ୱାମୀ ସୁମିତ କୁଆଡେ ତାଙ୍କୁ ଏକୁଟିଆ ଛାଡି ଚାଲିଯାଇଛନ୍ତି । ହେଲେ ସୁମିତଙ୍କ ଏକ ଅଡିଓ ଏବେ ଗଣମାଧ୍ୟମ ସାମ୍ନାକୁ ଆସିଛି ।ଯେଉଁଥିରେ ସୁମିତ କହୁଛନ୍ତି କି…

ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ମାମଲା; ଯୁବତୀଙ୍କ ସଂପୃକ୍ତି ଥିବା ସନ୍ଦେହ

ପୁରୀ : ବ୍ରହ୍ମଗିରି ଚିତ୍ତ ରଞ୍ଜନ ହତ୍ୟା ଘଟଣାରେ ଚାଞ୍ଚଲ୍ୟ କର ତଥ୍ୟ ସାମ୍ନାକୁ ଆସିଛି । ଚିତ୍ତ ରଞ୍ଜନଙ୍କ ମୃତ ଦେହ ମିଳିଥିବା ସ୍ଥାନ ଆଜି କ୍ରାଇମବ୍ରାଞ୍ଚ ଟିମ୍ ବୁଲି ଦେଖିଥିଲେ । କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ ତଦନ୍ତ କରୁଥିଲେ । ହେଲେ ଆଜି ଏହି ଘଟଣାକୁ ନେଇ ଏକ…

ଦୁର୍ଦ୍ଦାନ୍ତ ମାଓନେତା ଦୁବାସି ଶଙ୍କରକୁ ଝାରପଡା ଜେଲରେ NIA ଟିମ୍ କରୁଛି ଜେରା

ଭୁବନେଶ୍ୱର : ଝାରପଡା ଜେଲରେ ପହଁଞ୍ଚିଛନ୍ତି ଏନଆଇଏର ଦୁଇ ଜଣିଆ ଟିମ୍ । ଦୁର୍ଦ୍ଦାନ୍ତ ମାଓନେତା ସୁବାସି ଶଙ୍କରକୁ ଝାରପଡା ଜେଲରେ ଚାଲିଛି ଜେରା । ୨୦୧୨ମାଲକାନଗିରି ଚିତ୍ରକୋଣ୍ଡା ବିସ୍ପୋରଣରେ ବିଏସଏଫ୍ କମାଣ୍ଡୋ ଓ ୩ ଯବାନଙ୍କ ମୃତ୍ୟୁ ମାମଲାରେ ଜେରା ଚାଲିଛି । ସୂଚନା ଅନୁସାରେ…