Latest Odisha News

BREAKING NEWS

Browsing Category

ସହର

City

ଟିକାକରଣରେ ବିଏମସିର ଆଉ ଏକ ମାଇଲ ଖୁଣ୍ଟ ଅତିକ୍ରମ

ଭୁବନେଶ୍ୱର: ଟିକାକରଣରେ ଆଉ ଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି ବିଏମସି । ୨୭ଲକ୍ଷ ଟିକାକରଣ ଲକ୍ଷ୍ୟ ହାସଲ କରିଛି ବିଏମସି । ଆଜି ପର୍ଯ୍ୟନ୍ତ ବିଏମସିରେ ମୋଟ୍ ୨୭ଲକ୍ଷ ୩ ହଜାର ୩୩୩ଜଣଙ୍କୁ ଟିକା ଦିଆଯାଇଛି । ୧୪ଲକ୍ଷ ୧୫ହଜାର ୫୦୬ ଜଣ ପ୍ରଥମ ଡ଼ୋଜ୍ ନେଇଛନ୍ତି । ୧୨ ଲକ୍ଷ ୮୭ହଜାର ୮୨୭ଜଣ ଦୁଇଟି…

କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା :ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ,୧ ମିନିଟ୍ ନୀରବ ପ୍ରାର୍ଥନା

ଭୁବନେଶ୍ୱର : କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ବିଧାନସଭାରେ ଶୋକପ୍ରସ୍ତାବ ଆଗତ । ସିଡିଏସଙ୍କ ସମେତ ୧୩ ଜଣଙ୍କ ବିୟୋଗରେ ଶୋକପ୍ରସ୍ତାବ । ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ସମର୍ଥନ ଜଣାଇଲେ । ସିଡିଏସ୍ ବିପିନ…

ରାୟଗଡ଼ା ଜିଲ୍ଲାରେ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ ଉଦଘାଟିତ

ଗୁଣୁପୁର: ରାୟଗଡ଼ା ଜିଲ୍ଲାରେ ଭାରତୀୟ ସାମ୍ବାଦିକ ସଂଘ ଦ୍ୱାରା ଅନୁବନ୍ଧିତ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ ଉଦଘାଟିତ ହୋଇଯାଇଛି । ରାଜ୍ୟ ଉପସଭାପତି ଆଶୁତୋଷ ରଥ ଏବଂ ନିର୍ବାଚନ ଅଧିକାରୀ ପରମାନନ୍ଦ ମିଶ୍ରଙ୍କ ଦ୍ୱାରା ପ୍ରଥମେ କର୍ମକର୍ତ୍ତା ଚୟନ ହୋଇଥିଲା । ଜିଲ୍ଲା ସଭାପତିଭାବେ ଅନିଲ…

କ୍ୟାମେରାରେ କଏଦ ହେଲା କଳାବାଘ

ଦଶପଲ୍ଲା : କ୍ୟାମେରାରେ କଏଦ ହେଲା କଳାବାଘ । ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ତ ବାଣିଗୋଛାର ବାଈଶୀପଲ୍ଲୀ ଅଭୟାରଣ୍ୟ ଅଂଚଳରେ ଏକ ବିରଳ କଳା ଚିତାବାଘ ଚିହ୍ନଟ କରାଯାଇଛି । ଅଭୟାରଣ୍ୟ ମଧ୍ୟରେ ଲାଗିଥିବା ଟ୍ରାପ୍ କ୍ୟାମେରାରେ ଏହି ବାଘ ଚିହ୍ନଟ ହୋଇଛି। ଏହାର ବୟସ ପ୍ରାୟ ୩ରୁ ୪ ବର୍ଷ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ସଙ୍ଗରୋଧରେ ୧୧୫ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୮୦ ଜଣ କୋଭିଡ଼ ସଂକ୍ରମିତ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୪ଜଣ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ସରିଲା ୭ ଦିନିଆ ମହଲତ, ଆଜି ଏସଡିଜେଏମ୍ କୋର୍ଟରେ ହୋଇପାରେ ଶୁଣାଣି

ବ୍ରହ୍ମପୁର: ସରିଲା ୭ ଦିନିଆ ମହଲତ, ଆଜି ଏସଡିଜେଏମ୍ କୋର୍ଟରେ ହୋଇପାରେ ଶୁଣାଣି  । ବ୍ରହ୍ମପୁରର ଦମ୍ପତି ଡାକ୍ତର ସୁମିତ ସାହୁ ଓ ତପସ୍ୱିନୀଙ୍କ ମାମଲାର ଆଜି ଏସଡିଜେଏମ୍ କୋର୍ଟରେ ଶୁଣାଣି ହୋଇପାରେ । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଉଭୟ ଆସ୍କାରେ ଏକ ଘରେ ୭ ଦିନ ପାଇଁ ରହିଥିଲେ । ଆଜି…

କୂଅରେ ପଡ଼ି ଯୁବକଙ୍କ ମୃତ୍ୟୁ

କାମାକ୍ଷାନଗର: କୂଅରେ ପଡ଼ି ଯୁବକଙ୍କ ମୃତ୍ୟୁ । ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବସୋଇ ଗାଁରେ ଘଟିଛି ଏହିଭଳି ଅଘଟଣା । ମୃତ ଯୁବକ ଜଣକ ହେଲେ ବସୋଇ ଗାଁ ଗୋଠବୁରୀ ସାହିର ବିରଞ୍ଚି ସାହୁ । ସୂଚନା ଅନୁସାରେ, ଗତ କାଲି ରାତିରେ ବିରଞ୍ଚି ନିଜ ପଡ଼ୋଶୀଙ୍କ ଘରକୁ ଯାଉଥିବାବେଳେ ଅସାବଧାନତା…

ଆଜି ଶ୍ରୀମନ୍ଦିରରେ ଓଢ଼ଣଷଷ୍ଠୀ ପାଳିତ, ମହାପ୍ରଭୁଙ୍କୁ ଲାଗି ହେଲା ଶୀତବସ୍ତ୍ର

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ଓଡ଼ଣଷଷ୍ଠୀ ପାଳିତ ହୋଇଛି । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡ଼ଲାଗି କରାଯାଇଛି । ଗତକାଲି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ ପତନୀ, ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ, ମଦନ ମୋହନଙ୍କୁ କବର, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼…

ଓଡ଼ିଶାରେ ଅଧାରୁ ସ୍କୁଲ ଛାଡିଥିବା ପିଲାଙ୍କ ତାଲିକା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶାରେ ଅଧାରୁ ପାଠ ପଢ଼ା ଛାଡି ଥିବା ପିଲାଙ୍କ ତାଲିକ ଦାଖଲ କଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି କି ୨୦୨୦-୨୧ରେ ପିଲା ଅଧାରୁ ପାଠ ପଢ଼ା ଛାଡି ଦେଇଛନ୍ତି। କରୋନା କାଳରେ ପିଲାମାନେ ପାଠପଢ଼ା ଛାଡୁଛନ୍ତି। ଏହି ରିପୋର୍ଟ ଅନୁସାରେ…

ରାସ୍ତା ନିର୍ମାଣରେ ଅନିୟମିତତା ନେଇ ଗ୍ରାମବାସୀଙ୍କ ଧାରଣା

କାମାକ୍ଷାନଗର:  ଗାଁ କୁ ଭଲ କଂକ୍ରିଟ ରାସ୍ତା ଖଣ୍ଡିଆ ନାହିଁ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ବସୋଇ ପଞ୍ଚାୟତ ଯୌତୁକପଶି ଗାଁରେ ରାସ୍ତା ନିର୍ମାଣକୁ ନେଇ ଗ୍ରାମବାସୀଙ୍କ ବିରୋଧ ଦେଖିବାକୁ ମିଳିଛି । ଗାଁରେ କଂକ୍ରିଟ ରାସ୍ତା ଉପରେ ମାଟି ବିଛାଇ ଅନ୍ୟ ଏକ କଂକ୍ରିଟ ରାସ୍ତା ନିର୍ମାଣ…