Latest Odisha News

BREAKING NEWS

Browsing Category

ସହର

City

[ଭିଡିଓ] ପଞ୍ଚମ ଦିନରେ ବିଧାନସଭା ଅଚଳ, ଅପରାହ୍ନ ୪ ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ପଞ୍ଚମ ଦିନରେ ବି ଚାଲିପାରିଲାନି ଗୃହ । ସୋମବାର ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ମମିତା ପ୍ରସଙ୍ଗକୁ ନେଇ ବିରୋଧୀ ହୋ ହାଲ୍ଲା ଓ ପ୍ରତିବାଦ ଜାରି ରଖିଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛନ୍ତି। ଗୃହର ମଧ୍ୟ…

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଏବେ ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି କରୋନା। ଗତ ୨୪ ଘଣ୍ଟାରେ ୧୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩ କୁ ବୃଦ୍ଧି…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ ରେଡ଼୍ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୪୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୯ଜଣ କରୋନା ପଜିଟିଭ ଚିହ୍ନଟ…

ଆଜି ୧୨ଘଣ୍ଟିଆ ମଦନପୁର ରାମପୁର ବନ୍ଦ

ଭବାନୀପାଟଣା:ଆଜି ୧୨ଘଣ୍ଟିଆ ମଦନପୁର ରାମପୁର ବନ୍ଦ । ଦୀର୍ଘ ୨୫ବର୍ଷ ହେଲା ଦାବି ଶୁଣୁନଥିଲେ ସରକାର । ସବଡ଼ିଭିଜନ ମାନ୍ୟତା ଦାବିରେ ବର୍ଷ ବର୍ଷ ଧରି ଆନ୍ଦୋଳନ ଚାଲୁଥିଲା । ହେଲେ ସରକାର କର୍ଣ୍ଣପାତ କରୁନଥିଲେ । ଶେଷରେ ଆଜି ରାସ୍ତାକୁ ଓହ୍ଲାଇଛନ୍ତି କଳାହାଣ୍ଡି ଜିଲ୍ଲା ଏମ୍.ରାମପୁର, ନର୍ଲା…

ରାଜଧାନୀ ଛାତିରେ ଲୁଟେରାଙ୍କ ରାଜୁତି, କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍

ଭୁବନେଶ୍ୱର: ଭୁବନେଶ୍ୱର ଡ଼େଲଟା ଛକରେ ଥିବା ସୁନା ଦୋକାନରୁ ବଡ଼ ଧରଣର ଲୁଟ୍ । ଲକ୍ଷ୍ମୀ ନାରାୟଣ ନାମକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । କୋଟିଏରୁ ଅଧିକ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍ ହୋଇଛି । ଚୋରୀ ସାମଗ୍ରୀ ମଧ୍ୟରେ ରହିଛି ୧ କେଜି ସୁନା, ୧୦କେଜି ରୁପା ଓ…

ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇଲା ଜୱାଦ, ଆଜିଠୁ ପାଗରେ ହେବ ପରିବର୍ତ୍ତନ

ଭୁବନେଶ୍ୱର: ଜୱାଦ ଦୁର୍ବଳ ହେବା ପରେ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇଲା । ଜୱାଦ ପ୍ରଭାବରେ ଉତ୍ତର ଓଡ଼ିଶା ଉପକୂଳରେ ବର୍ଷା ହୋଇଛି । ସମୁଦ୍ର ଭିତରେ ବାତ୍ୟାର ରୂପ ନେବା ପରେ ସେହି ସମୁଦ୍ରରେ ତୀବ୍ର ଅବପାତ ଓ ପରେ ଅବପାତରେ ପରିଣତ ହୋଇଛି । ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ ।…

[ଭିଡ଼ିଓ] ମଶା ବଂଶ ବୃଦ୍ଧି ନେଇ ବଢୁଛି ଚିନ୍ତା,ଡେଙ୍ଗୁ ପାଇଁ ଆତଙ୍କିତ ସହରବାସୀ

କଟକ: ପୁତିଗନ୍ଧମୟ ପରିବେଶରେ ମଶାଙ୍କ ପ୍ରାଦୁର୍ଭାବ ବଢିଚାଲିଛି । ସଂଜ ହୋଇଗଲେ ଘରେ କି ବାହାରେ ରହିବା ମୁସ୍କିଲ ହୋଇପଡ଼ୁଛି । ନାଳନଦ୍ଦର୍ମା ପରିଷ୍କାର ହେଉନଥିବା ବେଳେ ରାସ୍ତାଘାଟ ବି ଆବର୍ଜନାମୟ । ଏହି ଦୃଶ୍ୟ ଦେଖିବାକୁ ମିଳିଛି କଟକ ସହରରେ । ଡେଙ୍ଗୁ ଆତଙ୍କ ବଢିଚାଲିଥିବା ବେଳେ ସହର…

[ଭିଡ଼ିଓ] କଳିଙ୍ଗ ଷ୍ଟାଡିୟମରେ ପାଣି

ଭୁବନେଶ୍ବର: ଜୱାଦ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିଭଳି କଳିଙ୍ଗ ଷ୍ଟାଡିୟମ୍ ରେ ମ୍ୟାଚ୍ ଚାଲଇଥିବା ବେଳେ ଏଠାରେ ମଧ୍ୟ ବର୍ଷା ପ୍ରଭାବ ଦେଖିବାକୁ ମିଳିଥିଲା । ହକି ଷ୍ଟାଡିୟମରେ ପାଣି ପଶିଯାଇଥିବା ବେଳେ ଖେଳ ବାଧା ପ୍ରାପ୍ତ ହୋଇଥିଲା । ଖେଳାଯିବାକୁ ଥିବା ପ୍ରଥମ…

[ ଭିଡ଼ିଓ] ପୁରୀ ପାଖ ଦେଇ ଚାଲିଯିବ ‘ଜୱାଦ’

ଭୁବନେଶ୍ବର: ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର…