Latest Odisha News

BREAKING NEWS

Browsing Category

ସହର

City

ମମିତା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମମିତା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ । ମମିତା ହତ୍ୟାକାଣ୍ଡର ଯିଏ ଦୋଷୀ, ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ମମିତା ହତ୍ୟା ପ୍ରସଙ୍ଗରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏହି ବିବୃତି ଦେଇଛନ୍ତି। ସେ କହିଛନ୍ତି ଯେ ଏହା ଏକ ଅତି ସମ୍ବେଦନଶୀଳ ଘଟଣା। ମମିତା ମୃତ୍ୟୁକୁ…

ବାତ୍ୟା ମୁକାବିଲା ପାଇଁ ୪୬ଟି NDRF ଟିମ୍ ମୁତୟନ

ଭୁବନେଶ୍ୱର: ପୁରୀ ଜିଲ୍ଲାରେ ଉପକୂଳ ଛୁଇଁବ ବାତ୍ୟା ! IMDର ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ସୂଚନା ଦେଇଛନ୍ତି SRC ପ୍ରଦୀପ ଜେନା । ୪ ତାରିଖ ସଂଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ତେବେ ବାତ୍ୟା ପାଇଁ ଓଡ଼ିଶା ସମେତ ୩ ରାଜ୍ୟକୁ…

ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହିଦିନରେ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା…

ସନ୍ଦେହଜନକ ଅବସ୍ଥାରେ ପୋଖରୀରୁ ଉଦ୍ଧାର ନାବାଳିକାର ମୃତଦେହ

ଭଦ୍ରକ: ପୋଖରୀରୁ ନାବାଳିକା ଛାତ୍ରୀର ମୃତଦେହ ଉଦ୍ଧାର ହୋଇଛି । ଏହିଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ମଜୁରି ଗଡ଼ିଆ ଗ୍ରାମରେ । ଗାଁର ମାନସ କୁମାର ଜେନାଙ୍କ ୧୫ବର୍ଷର ନାବାଳିକା ଛାତ୍ରୀ ମଧୁସ୍ମିତା ଜେନା ସକାଳୁ ଫୁଲ ତୋଳିବାକୁ ଯାଇଥିଲେ । ହେଲେ ସେ ଆଉ ଫେରିନଥିଲେ । ପରିବାର…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ

ଯାଜପୁର: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ । ଯାଜପୁର ଜିଲ୍ଲାର ହରିଦାସପୁର ଷ୍ଟେସନ ନିକଟରେ ଦୂରନ୍ତ ଏକ୍ସପ୍ରେସର ତିନିଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ମିଳିଛି । ୧୨୨୪୬ ନମ୍ବର ଟ୍ରେନ ବେଙ୍ଗାଲୁରୁଠାରୁ ହାୱଡ଼ା ଯିବା ବେଳେ ପୂର୍ବତଟ ରେଳପଥର ହରିଦାସପୁର ଷ୍ଟେସନ…

ଓମିକ୍ରନ୍ ଆତଙ୍କ : ଜୟପୁରରେ ଦକ୍ଷିଣ ଆଫ୍ରିକା ଫେରନ୍ତା ଗୋଟିଏ ପରିବାରରେ ୪ ପଜିଟିଭ୍ !

ଜୟପୁର : ଦକ୍ଷିଣ ଆଫ୍ରିକାରେ ଓମିକ୍ରନ୍ ଭ୍ୟାରିଆଣ୍ଟ ଆତଙ୍କ ଖେଳାଇବା ପରେ ଭାରତକୁ ମଧ୍ୟ ଘାରିଛି ଓମିକ୍ରନ୍ ଭୟ । ଏହା ମଧ୍ୟରେ ଦକ୍ଷିଣ ଆଫ୍ରିକାରୁ ରାଜସ୍ଥାନ ଜୟପୁର ଫେରିଛନ୍ତି ଗୋଟିଏ ପରିବାର । ଏମାନଙ୍କ ମଧ୍ୟରୁ ୪ଜଣ କରୋନା ପଜିଟିଭ ଥିବା ଜଣାପଡିଛି । ଦେଶରେ ଓମିକ୍ରନର ଦୁଇଟି…

ଏସିଡ଼ ମାଡ଼ରେ ଦୁଇଜଣ ଯୁବକ ଗୁରୁତର

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଗୁଲୁଣ୍ଡା ଗାଁରେ ଏସିଡ଼ ମାଡ଼ । ଗାଁର ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଏସିଡ଼ ଫିଙ୍ଗା ଫିଙ୍ଗି ହୋଇ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି । ଯୁବକ ଦୁଇଜଣ ହେଲେ ଗୁଲୁଣ୍ଡା ଗାଁର ବିକ୍ରମ ହରିପାଲ ଓ ବୃନ୍ଦାବନ ଛତ୍ରିଆ । ସୂଚନା ଅନୁସାରେ, କୌଣସି…

ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର: ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ବାତ୍ୟା ସମ୍ପର୍କରେ ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ୪ତାରିଖ ସନ୍ଧ୍ୟାରୁ ୫ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ।…

[ଭିଡ଼ିଓ] ବିରୋଧୀଙ୍କ ହଟ୍ଟଗୋଳ: ଗୃହ ବାହାରେ ଗଙ୍ଗାଜଳ, ଗୋବର ପାଣି ଛିଞ୍ଚି ପ୍ରତିବାଦ

ଭୁବନେଶ୍ୱର: ଗୃହ ଆରମ୍ଭରୁ ଗୃହରେ ମମିତା ମେହେର ଝଡ଼ । ମନ୍ତ୍ରୀ ଦିବ୍ୟଶଙ୍କର ବହିଷ୍କାର ଦାବି କଲେ ବିରୋଧୀ । ମମିତା ମେହେର ମାମଲାକୁ ନେଇ ଆଜି ବିଧାନସଭାରେ ବିଜେପି ପ୍ରତିବାଦ କରିଛି । ପବିତ୍ର ଗୃହକୁ, ଗୃହ ରାଷ୍ଟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରବେଶ କରିଥିବାରୁ ଗୃହ ଅପବିତ୍ର…

ମାଷ୍ଟରକ୍ୟାଣ୍ଟିନ ଛକରେ ଘଣ୍ଟ ବଜାଇ ବିଜେପିର ଅଭିନବ ପ୍ରତିବାଦ

ଭୁବନେଶ୍ୱର : ମାଷ୍ଟର କ୍ୟାଣ୍ଟିନ ଛକରେ ଘଣ୍ଟ ବଜାଇ ଅଭିନବ ପ୍ରତିବାଦ କରିଛନ୍ତି ବିଜେପି କର୍ମୀ । ମୁଖ୍ୟମନ୍ତ୍ରୀଙ୍କୁ ନିଦରୁ ଉଠାଇବା ପାଇଁ ଜିଲ୍ଲା ବିଜେପି କର୍ମୀମାନେ ଏଭଳି ଅଭିନବ ପ୍ରତିବାଦ କରିଛନ୍ତି । ବିଜେଡି ଶାଶନ କାଳରେ ମହିଳା ସୁରକ୍ଷିତ ନୁହଁନ୍ତି ବୋଲି ନାରା ଦେଇ ଜିଲ୍ଲା…