Latest Odisha News

BREAKING NEWS

Browsing Category

ସହର

City

ନନ୍ଦନକାନନର ନୂଆ ନିର୍ଦ୍ଦେଶକ ହେଲେ ଆଇଏଫଏସ୍ ମନୋଜ ଭି ନାୟାର

ଭୁବନେଶ୍ୱର : ବଦଳିଲେ ନନ୍ଦନକାନନ ନିର୍ଦ୍ଦେଶକ । ନନ୍ଦନକାନନର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଛନ୍ତି ମନୋଜ ଭି ନାୟାର । ମନୋଜ ପୂର୍ବରୁ ମସୁରିରେ ଥିବା ଲାଲବାହାଦୁର ଶାସ୍ତ୍ରୀ ଜାତୀୟ ଶିକ୍ଷା ପ୍ରଶାସନ ବିଭାଗ ଡେପୁଟି ଡାଇରେକ୍ଟର ଭାବେ କାର୍ଯ୍ୟରତ ଥିଲେ। ସେ ୨୦୦୧ ଓଡ଼ିଶା କ୍ୟାଡରର…

ତୃତୀୟ ଦିନରେ ବି ମମିତା ଝଡ଼ : ପୂର୍ବାହ୍ନ ସାଢ଼େ ୧୧ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ବର: ଆଜି ତୃତୀୟ ଦିନରେ ବି ଚାଲି ପାରିଲାନି ଗୃହ । ଆରମ୍ଭରୁ ଗୃହରେ ମମିତା ଝଡ଼ ।  ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବି ଗୃହରେ ମମିତା ଝଡ଼ ଉଠିଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଲଗାତାର  କଂଗ୍ରେସ ଓ ବିଜେପି ସଦସ୍ୟ ହଟଗୋଳ…

ମମିତା ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି:୯ରେ ବିଧାନସଭା ଘେରାଉ କରିବ ବିଜେପି

ଭୁବନେଶ୍ବର : ବହୁ ଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲା । ପୀଡ଼ିତାକୁ ନ୍ୟାୟ ପ୍ରଦାନ, ଅଭିଯୁକ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବା ଏବଂ ଘଟଣାର ସିବିଆଇ ତଦନ୍ତ ଦାବିରେ ଆସନ୍ତା ୯ତାରିଖରେ ବିଜେପି ପକ୍ଷରୁ ବିଧାନସଭା ଘେରାଉ ହେବ । ଏନେଇ…

୨୪ଘଣ୍ଟାରେ ରାଜ୍ୟରେ ୨୭୦ଜଣ କୋଭିଡ଼୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ଘଣ୍ଟା ଭିତରେ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୫୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୧୧ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା…

ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟିଲେ ଦୁର୍ବୁତ୍ତ, ସିସିଟିଭିରେ କଏଦ ଲୁଟର ଦୃଶ୍ୟ

ଖୋର୍ଦ୍ଧା: ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟ୍ । ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିବା ଅଭିଯୋଗ ହୋଇଛି । ଏହିଭଳି ଘଟଣା ଖୋର୍ଦ୍ଧା ଜିଲ୍ଲା ଧଳାପଥର ବଜାରରେ ଥିବା ସୁନା ଦୋକାନରେ ଘଟିଛି । ଲୁଟ୍ ବେଳର ଦୃଶ୍ୟ ଦୋକାନରେ ଲାଗିଥିବା…

୧୨ଘଣ୍ଟାରେ ବାତ୍ୟା, ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ

ଭୁବନେଶ୍ୱର: ଆସନ୍ତା ୧୨ଘଣ୍ଟାରେ ବାତ୍ୟା । ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକାଳ ୫ଟା ୩୦ରେ ଗଭୀର ଅବପାତ ରୂପ ନେଇଛି ଅବପାତ । ଅଧିକ ଘନୀଭୂତ ହୋଇ ୧୨ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ…

ଆସୁଛି ବାତ୍ୟା: ପ୍ରବଳ ବର୍ଷା ସମ୍ଭାବନା, ଜୋରରେ ବହିବ ପବନ

ଭୁବନେଶ୍ୱର: ଆସୁଛି ବାତ୍ୟା । ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ । ଏହି ଅବପାତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୮୫୦କିଲୋମିଟର ଦୂରରେ ରହିଛି । ୪ତାରିଖ ସକାଳ…

ଆବାସିକ କଲେଜ ପାଲଟିଲା ସୁପରସ୍ପ୍ରେଡର, ପୁଣି୧୬ ସଂକ୍ରମିତ

ଢେଙ୍କାନାଳ: ଢେଙ୍କାନାଳ ଆବାସିକ କଲେଜ ପାଲଟିଲା ସୁପରସ୍ପ୍ରେଡର। କଲେଜରୁ ପୁଣି୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟରୁ ଏହି ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଲେଜରୁ ପ୍ରଥମେ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ…

ମମିତା ହତ୍ୟାକାଣ୍ଡ ଘଟଣା : ୯ ଡିସେମ୍ବରରେ ବିଧାନସଭା ଘେରିବ ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ୱର : ୯ ଡିସେମ୍ବରରେ ବିଧାନସଭା ଘେରାଉ କରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।ମମିତା ହତ୍ୟା ଘଟଣାରେ ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ଗିରଫ ସହ ବହିଷ୍କାର କରାଯାଇନାହିଁ । ଯୁବ ମୋର୍ଚ୍ଚା ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ । …

[ଭିଡ଼ିଓ] ୩୩ ଶିକ୍ଷାର୍ଥୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ କଲେଜ୍ ସିଲ୍

ଢ଼େଙ୍କାନାଳ : ଶିକ୍ଷାନୁଷ୍ଠାନରେ ପୁଣି ଚିନ୍ତା ବଢ଼ାଇଛି କରୋନା ସଂକ୍ରମଣ । ୩୩ ଶିକ୍ଷାର୍ଥୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଯୁକ୍ତ ଦୁଇ ଆବାସିକ କଲେଜ୍ ସିଲ୍ କରିଦିଆଯାଇଛି । ଢ଼େଙ୍କାନାଳ ସହର କୁଞ୍ଜକାନ୍ତ ସ୍ଥିତ ଆବାସିକ କଲେଜ୍ ସିଲ୍ କରାଯାଇଛି । ତେବେ ଆବାସିକ କଲେଜ୍ ସହିତ…