ପୁରୀରୁ ୨.୩୬ଲକ୍ଷ ଟଙ୍କାର କୋରେକ୍ସ ଜବତ, ୧୨ ଗିରଫ

ପୁରୀ: ପୁରୀର ବିଭିନ୍ନ ସ୍ଥାନରେ ପୋଲିସ ଆଜି ଚଢଉ କରି ୨୧୪୯ ବୋତଲ କୋରେକ୍ସ ଜବତ କରିଛି । ଏହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୩୬ ହଜାର ୩୯୦ ଟଙ୍କା ହେବ ବୋଲି ଜଣାପଡିଛି । ଏଥି ସହ ଏହି ଘଟଣାରେ...

ନୀଳକନ୍ଦରରେ ନୀଳମଣିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ: ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କଡ଼ା ସୁରକ୍ଷା ଭିତରେ ଆଜି ସକାଳୁ...

ଗୋବିନ୍ଦଙ୍କ ଦର୍ଶନ କଲେ ଗୋବିନ୍ଦା, ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବଲିଉଡ଼ ଷ୍ଟାର ଓ ତାଙ୍କ...

ପୁରୀ: ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ । ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିବା କହିଛନ୍ତି ଗୋବିନ୍ଦା । ମହାପ୍ରଭୁଙ୍କୁ ଅତି ନିକଟକୁ ଦେଖି ବିଭୋର ହୋଇଯାଇଥିଲେ ଗୋବିନ୍ଦା । ଜଗାର...

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ, ମହାଲଢେଇ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଭାରତୀୟ ନିର୍ବାଚନ କମିଶନ, ମେ ୨ରେ...

ପିପିଲି: ଏପ୍ରିଲ ୧୭ରେ ପିପିଲି ଫାଇଟ୍ । ପିପିଲି ମହାସମର ପାଇଁ ଦିନ ଧାର୍ଯ୍ୟ ହୋଇଛି । ପିପିଲି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଆସନ୍ତା ଏପ୍ରିଲ ୧୭ରେ ପିପିଲି ବିଧାନସଭା ଲାଗି ମତଦାନ ହେବ...

ଶ୍ରୀକ୍ଷେତ୍ର ସାହିତ୍ୟ ସଂସଦର ୧୩ତମ ରାଜ୍ୟସ୍ତରୀୟ କବି ଓ ଲେଖକ ସମ୍ମିଳନୀ ଆୟୋଜିତ

ପୁରୀ : ଶ୍ରୀକ୍ଷେତ୍ର ସାହିତ୍ୟ ସଂସଦ ପକ୍ଷରୁ ୧୩ତମ ରାଜ୍ୟ ସ୍ତରୀୟ କବି ଓ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କବୀ ପ୍ରତିମା ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରୁ...

ବାଲୁକା କଳା ଜରିଆରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ମାନସ ସାହୁ

ପୁରୀ: ବାଲୁକା କଳା ମାଧ୍ୟମରେ ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ । କୈଳାସ ପର୍ବତରେ ହର ହର ମହାଦେବ ଧ୍ୟାନ ମୁଦ୍ରାରେ ଥିବା ଦେଖିବାକୁ ମିଳିଛି । ନିକଟରେ ଏକ ଲିଙ୍ଗ ମଧ୍ୟ ରହିଛି । ଏଥିରେ...

କୋଭିଡ କଟକଣାରେ ପୁରୀ ଲୋକନାଥ ମନ୍ଦିରରେ ଜାଗର ଯାତ୍ରା

ପୁରୀ: କୋଭିଡ୍ କଟକଣାରେ ଏବର୍ଷ ପୁରୀର ଶ୍ରୀଲୋକନାଥଙ୍କ ଜାଗର ଯାତ୍ରା । ଭୋର ୪ଟାରୁ ଆରମ୍ଭ ହେବ ଦର୍ଶନ। ଏବର୍ଷ ଭିତର ଗମ୍ଭୀରାରେ ଦର୍ଶନ ମନା। ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଆସନ୍ତା ୯ ତାରିଖରେ ପଙ୍କୋଦ୍ଧାର ହେବ। ବର୍ଷକରେ ଗୋଟିଏ ଦିନ ପଙ୍କୋଦ୍ଧାର...

ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ତିଥିରେ ଶ୍ରୀମନ୍ଦିରର ରତ୍ନ ସିଂହାସନାରୂଢ଼ ଶ୍ରୀଜିଉମାନେ ମନୋଜ୍ଞ ଗଜ ଉଦ୍ଧାରଣ ବେଶରେ ଶୋଭାୟମାନ ହୁଅନ୍ତି । ମନେପଡେ ଭକ୍ତ ସାଲବେଗଙ୍କ ସେହି ପ୍ରସିଦ୍ଧ ଭଜନରୁ - ''ହେ ନୀଳ ଶଇଳ-ପ୍ରବଳ-ମତ୍ତ ବାରଣ ମୋ ଆରତ-ନଳିନୀ ବନକୁ କର...

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀଜୀଉ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି୍ ବେଶରେ ଆଜି ରତ୍ନ ସିଂହାସନରେ ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର । ଦ୍ୱିପହର ଧୂପ ସରିବା ପରେ ଏହି ଗଜ ଉଦ୍ଧାରଣ...

ଏଣିକି ଗୁଣ୍ଡିଚା ମନ୍ଦିରରେ ହେବ ନିଶୁଳ୍କ ଦର୍ଶନ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଉ ଦେବାକୁ ପଡିବନି ପ୍ରବେଶ ଶୁଳ୍କ । ୨୦୨୧-୨୨ ଆର୍ଥିକ ବର୍ଷରୁ ଏହାକୁ ବନ୍ଦ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତି ନେଇଛି । କେବଳ ଗୁଣ୍ଡିଚା ମନ୍ଦିର ନୁହେଁ, ନରେନ୍ଦ୍ର ପୁଷ୍ମରଣୀ, ରୋହିଣୀ କୁଣ୍ଡ, ଶ୍ରୀମନ୍ଦିର ମହାଲକ୍ଷ୍ମୀ...

ସାହିତ୍ୟ