କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ

ଗୋପ : କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଗୋପ ବ୍ଲକ ବଣିଆସାହି ନିକଟ କୁଶଭଦ୍ରା ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ । ମୃତ୍ ଯୁବକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ବାପି ଦାସ । ବାପି ଜଣେ...

ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ ପାଳିତ

'ଭୁବୋଭାରାବତାରକଂ ଭବାବଧୀକର୍ଣ୍ଣଧାରକମ୍ ଯଶୋମତୀ-କିଶୋରକଂ ନମାମି ଦୁଗଧଚୋରକମ ।।' ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି । ମଥୁରାରୁ ଯାଇ ଗୋପପୁରରେ ପହଞ୍ଚିଛନ୍ତି କଳା କହ୍ନେଇ । ସେଠାରେ ନାଭିକଟା ନୀତି ସମ୍ପନ୍ନ ହୋଇଛି । ଆଜି ନନ୍ଦ ଉତ୍ସବ...

ପୁରୀ ବୋମାମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ

ପୁରୀ: ଅପରାଧୀଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ଜାରି ରଖିଛି ପୁରୀ ପୋଲିସ । ଏକ ବୋମାମାଡ଼ ଘଟଣାରେ ପୋଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ଜଣକ ହେଲା ସଦାଶିବ ମାନସିଂହ ।  ଟାଉନ ଥାନା ଅନ୍ତର୍ଗତ ଚକ୍ରକୋଟ...

ରଥଯାତ୍ରା: ପ୍ରଚଣ୍ଡ ଖରା ସତ୍ତ୍ୱେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ…

ପୁରୀ: ପ୍ରଚଣ୍ଡ ଖରାରେ ଅସହ୍ୟ ଗରମକୁ ଖାତିର୍ ନ’କରି ରଥଖଳାରେ କାରିଗରମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥର ନିର୍ମାଣ କାର୍ଯ୍ୟ । ସରକାରଙ୍କ ଲକ୍‌ଡାଉନ କଟକଣାକୁ ପାଳନ କରିବା ସହିତ ସାମାଜିକ ଦୂରତା ରକ୍ଷା କରି ବଡ଼ଦାଣ୍ଡର ରଥଖଳାରେ ଦ୍ରୁତ ଗତିରେ ଚାଲିଛି...

ଭକ୍ତଙ୍କୁ ବାଧକ ହେଉନି ଲକ୍‌ଡାଉନ୍‌; ୬୦ କିଲୋମିଟର ଆସି ମହାପ୍ରଭୁଙ୍କୁ ଦେଉଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ...

ରଥ ନିର୍ମାଣ ପାଇଁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରଥ ନିର୍ମାଣ ନେଇ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ସବୁଜ ସଙ୍କେତ ମିଳିବା ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଖଳାରେ ରଥ...

ଗୁଣ୍ଡିଚା ମନ୍ଦିରରୁ ମହାପ୍ରଭୁଙ୍କ ଆଡପ ଅବଢ଼ା

ପୁରୀ : ମହାପ୍ରଭୁଙ୍କ  ଆଡପ ଅବଢ଼ା ଆଜି ଗୁଣ୍ଡିଚା ମନ୍ଦିରରୁ ବାହାରିଛି । ବ୍ୟବସ୍ଥା ଅନୁଯାୟୀ ଗୁଣ୍ଡିଚା ମନ୍ଦିରର ଉତ୍ତର ଦ୍ୱାର ଓ ପୁରୀ ବସ ଷ୍ଟାଣ୍ଡ ରେ ଦୁଇଟି କାଉଣ୍ଟର ହୋଇଛି । ଭକ୍ତ ମାନେ ସେଠାରେ ଟୋକନ କାଟି ମହାପ୍ରଭୁଙ୍କ...

ପୁରୀରେ ପୁଣି ଆରମ୍ଭ ଉଚ୍ଛେଦ କାର୍ଯ୍ୟ

ପୁରୀ  : ଦୀର୍ଘଦିନ ପରେ ପୁଣି ଆଜିଠାରୁ ଆରମ୍ଭ ହେଲା ଶ୍ରୀମନ୍ଦିର ୭୫ ମିଟର ଐତିହ କରିଡରର ଉଚ୍ଛେଦ କାର୍ଯ୍ୟ । ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟକୁ ତ୍ବାରାନ୍ବିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଅଣ୍ଟାଭିଡି ଥିବାବେଳେ ଆଜି ବାସେଳୀ ସାହି ଠାକୁରାଣୀଙ୍କ ନିକଟରେ...

ଦର ବୃଦ୍ଧି ପ୍ରତିବାଦରେ CPIMର ବିକ୍ଷୋଭ

ପୁରୀ : ତୈଳ ଓ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ପୁରୀ ଜିଲ୍ଲା CPIMର ବିକ୍ଷୋଭ । ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ରର ଦର ବୃଦ୍ଧି ବିରୁଦ୍ଧରେ ଓ କରୋନା ସହାୟତା ପାଇଁ ଆଜି CPIM...

ପୁରୀରେ ପର୍ଯ୍ୟଟକଙ୍କୁ ପୋଲିସର ମାଡ ଅଭିଯୋଗ

ପୁରୀ: ବଙ୍ଗୀୟ ପର୍ଯ୍ୟଟକଙ୍କୁ ପୋଲିସର ମାଡ ଅଭିଯୋଗ । ପଶ୍ଚିମଦ୍ୱାରରେ ଡ୍ୟୁଟିରେ ଥିବା ଜଣେ ପୋଲିସ ମାଡ଼ ମାରିବା ସହ ଭୁଲ ମଗେଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲାର ପ୍ରିୟବ୍ରତ ସାହୁ ତାଙ୍କ ପରିବାର ସହ ଆଜି...

ସାହିତ୍ୟ