Latest Odisha News

BREAKING NEWS

Browsing Category

ପୁରୀ

Puri

[ଦେଖନ୍ତୁ ଭିଡିଓ] ପାରମ୍ପରିକ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ

ପୁରୀ:  ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ରୀତିନୀତି ସହ ଜଡିତ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ ପ୍ରସ୍ତାବ ଓ ପର୍ଶୁରାମ ଅନୁଷ୍ଠିତ ହୋଇଯାଇଛି । ହରଚଣ୍ଡୀ ସାହି ଆଖେଡା ପକ୍ଷରୁ ଏହି ଚରିତ୍ର ଗୁଡିକ ପରିବେଷଣ…

ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି : ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ : ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ ଭକ୍ତ ମାନେ ଏହି ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ଥିଲେ । ଏବେ ସଂକ୍ରମଣ…

ଛତିଶା ନିଯୋଗ ବୈଠକ : ଚନ୍ଦନଯାତ୍ରା ଓ ଅକ୍ଷୟ ତୃତୀୟା ପ୍ରସ୍ତୁତି ନେଇ ଆଲୋଚନା

ପୁରୀ  : ମଙ୍ଗଳବାର ବସିବ ଛତିଶା ନିଯୋଗ ବୈଠକ । ଅପରାହ୍ନରେ ଅନୁଷ୍ଠିତ ହେବ ଏହି ଛତିଶା ନିଯୋଗ ବୈଠକ ।  ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ତେବେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ…

ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପିତ

ପୁରୀ:  ପୁରୀଠାରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭ୍ୟ ଭର୍ଚୁଆଲ ମୋଡରେ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମେଡିକାଲ କଲେଜ ଉଦଘାଟନ…

ଶ୍ରୀକ୍ଷେତ୍ରରେ ଶ୍ରୀରାମ ଜନ୍ମରୁ ପାରମ୍ପରିକ ସାହିଯାତ ଆରମ୍ଭ

 ପୁରୀ:  ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପାରମ୍ପରିକ ସାହିଯାତ | ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ ଚାଲିବ | ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି କରାଯାଇଥିବା…

ପ୍ରତୀକ୍ଷାର ଘଟିବ ଅନ୍ତ, ଲୋକାର୍ପଣ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଆଣ୍ଡ ହସପିଟାଲ

ପୁରୀ : ଲୋକାର୍ପଣ ହେବ ପୁରୀ ବାଲିଗୁଆଳି ଠାରେ ନିର୍ମିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜର ଲୋକାର୍ପଣ କରିବେ। ପ୍ରଥମ ବ୍ୟାଚରେ ଆଡମିଶନ କରିଥିବା ଶହେ ଜଣ MBBS ଛାତ୍ରଛାତ୍ରୀଙ୍କ ସହ…

[ଦେଖନ୍ତୁ ଭିଡିଓ] ରାମନବମୀରେ ରଥକାଠ ଚିରଟର ଶୁଭାରମ୍ଭ: ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ

 ପୁରୀ : ଆଜିଠୁ ରଥ କାଠ ଚିରଟର ପରମ୍ପରା । ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ । ଆଜି ପବିତ୍ର ଶ୍ରୀରାମ ନବମୀ ଅବସରରେ ରଥକାଠ ଚିରଟର ପରମ୍ପରା ରହିଛି । ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା

ପୁରୀ: ଦିନକୁ ଦିନ ଭୟାବହ ହେବାରେ ଲାଗିଛି ଋଷ-ୟୁକେନ୍ ଯୁଦ୍ଧ। ଋଷର ବର୍ବରତା ବଢିଚାଲିଥିବା ବେଳେ ପ୍ରତିଦିନ ଲୋମହର୍ଷଣକାରୀ ଘଟଣା ସାମନାକୁ ଆସିଛି । ଏନେଇ ସମଗ୍ର ବିଶ୍ୱରେ ଶାନ୍ତି ସ୍ଥାପନା କରିବାକୁ ସମସ୍ତଙ୍କ ଅନୁରୋଧ । ପୁରୀ ବେଳାଭୂମିରେ ତିଆରି ହୋଇଛି ଏକ ବାଲୁକା କଳା ଯେଉଁଥିରେ…

ପବିତ୍ର ରାମ ନବମୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମଜନ୍ମ ନୀତି

ପୁରୀ  : ପବିତ୍ର ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ…

ବାଲୁକା କଳା ମାଧ୍ୟମରେ ରାମ ନବମୀ ଶୁଭେଚ୍ଛା

ପୁରୀ : ଆଜି ପବିତ୍ର ରାମ ନବମୀ । ରାମନବମୀ ଅବସରରେ ସୁବଆଡେ ଚଳଚଞ୍ଚଳ। ପ୍ରଭୁ ରାମଚନ୍ଦ୍ରଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ ବିଭିନ୍ନ ମନ୍ଦିର ଗୁଡିକରେ ଲାଗିଛି ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍। କରୋନା କଟକଣା ପରେ ପରେ ମନ୍ଦିରରେ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି ଶ୍ରଦ୍ଧାଳୁ।…