Latest Odisha News
Browsing Category

ପୁରୀ

Puri

ସୋମବାର ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ , ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ  : ଶ୍ରୀମନ୍ଦିରରେ ହେବ ଖସାପଡା ନୀତି । ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ । ଏନେଇ ସାଧାରଣ ଦର୍ଶନ ବନ୍ଦ ରହିବ ।ଅପରାହ୍ନ ୪ ଟାରୁ ରାତି ୮ ଯାଏଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଶ୍ରୀମନ୍ଦିର ରୋଷ ଘରେ ଭାଙ୍ଗିଲା ୪୦ ଚୁଲା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଛି । ମହାପ୍ରଭୁଙ୍କ ରୋଷଘରେ ଦୁର୍ବୃତ୍ତ ଘଟାଇଛନ୍ତି ହିଂସା କାଣ୍ଡ । ରୋଷଘରର ୪୦ରୁ ଅଧିକ ଚୁଲିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ ନେଇ ଏପରି କାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଏହି ଘଟଣାରେ ଶ୍ରୀମନ୍ଦିର…

ସାଂସଦ ଅପରାଜିତାଙ୍କୁ ପିନାକୀଙ୍କ ଟାର୍ଗେଟ : ମୁଁ ଯଦି ମିଛ କହିଛି ମୋ ବିରୋଧରେ ସଂସଦରେ ସ୍ୱାଧିକାର ଭଙ୍ଗ ପ୍ରସ୍ତାବ…

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗକୁ ନେଇ ପୁଣି ଅପରାଜିତାଙ୍କୁ ଟାର୍ଗେଟ କଲେ ପୁରୀ  ସାଂସଦ ପିନାକୀ ମିଶ୍ର । ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗରେ ସଂସଦରେ ଯଦି ମୁଁ ମିଛ କହିଛି ମୋ ବିରୋଧରେ ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣନ୍ତୁ ବୋଲି ସିଧାସଳଖ କହିଛନ୍ତି ପୁରୀ ସାଂସଦ…

ସ୍ବର୍ଗଦ୍ବାର ନିକଟରେ ଖୋଲିଲା ଶୁଦ୍ଧ ନିରାମିଷ କାଫଟେରିଆ

ପୁରୀ : ବଦଳିଛି ସ୍ୱର୍ଗଦ୍ୱାରର ଚିତ୍ର । ଆଗଭଳି ଆଉ ସଙ୍କୁଚିତ ହୋଇ ରହିନାହିଁ ପୁରୀ ସ୍ୱର୍ଗଦ୍ୱାର । ନିଜର ପ୍ରିୟଜନ ମାନଙ୍କ ଅନ୍ତିମ ସଂସ୍କାର କରିବା ପାଇଁ ସ୍ୱର୍ଗଦ୍ୱାର ଆସୁଥିବା ଶବକୁ ସମ୍ମାନ, ସ୍ୱେଚ୍ଛାସେବୀ ମୁତୟନ, ପାନୀୟ ଜଳ, କାଠ ବୋହିବା ପାଇଁ ଗାଡି, ସିସିଟିଭି ସହ ବିଶ୍ରାମ ଗୃହର…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ଉତ୍କଳ ଦିବସ ଶୁଭେଚ୍ଛା

ପୁରୀ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ସେହିଭଳି ଉତ୍କଳ ଦିବସ ଉପଲକ୍ଷେ ବେଳାଭୂମିରେ ବାଲୁକା କଳାମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ ହାଉସ ନିକଟସ୍ଥ…

ପୁରୀରେ ଦୁଇଟି ନୂଆ ରୁଟରେ ଗଡିବ ମୋ ବସ୍, ଏପ୍ରିଲ ୧ତାରିଖରୁ ସେବା ଆରମ୍ଭ

ପୁରୀ :  ପୁରୀରେ ଦୁଇଟି ନୂଆ ରୁଟରେ ଗଡିବ ମୋ ବସ୍ । ପୂର୍ବରୁ ପୁରୀ ଜିଲ୍ଲାରେ ଦୁଇଟି ରୁଟରେ ବସ ସେବା ଜାରି ରହିଥିଲା ।କିନ୍ତୁ ଏଥର ପୁରୀ ସହର ମଧ୍ୟରେ ମୋ ବସ ଚଳାଚଳ ଆରମ୍ଭ ହେବ ।ରୁଟ ନଂ ୫୨ ପୁରୀ ବସ ଷ୍ଟାଣ୍ଡରୁ ରେଳ ଷ୍ଟେସନ , ସମୁଦ୍ର କୂଳ, ସ୍ୱର୍ଗଦ୍ୱାର ଦେଇ ଲାଇଟ ହାଉସ ପର୍ଯ୍ୟନ୍ତ…

ଶ୍ରୀଜିଉଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ

ପୁରୀ : ପୁରୀ ଗସ୍ତରେ  ଆନ୍ଧ୍ରପ୍ରଦେଶ ରାଜ୍ୟପାଳ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ପତ୍ନୀଙ୍କ ସହିତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି  । ଶ୍ରୀମନ୍ଦିର ସମ୍ମୁଖରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ତାଙ୍କୁ…

‘ମନ କି ବାତ୍’ରେ ଓଡିଆ ପୁଅଙ୍କ ପ୍ରଶଂସାରେ ଶତମୁଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ

ପୁରୀ: ଆଜି ‘ମନ କି ବାତ୍’ରେ ଓଡିଆ ପୁଅଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୮୭ ତମ ମନ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଉ ଜଣେ ଓଡିଆ ପୁଅଙ୍କ ପ୍ରଶଂସା କରିଛନ୍ତି । ସେ ହେଉଛନ୍ତି ପୁରୀର ରାହୁଲ ମହାରଣା । ରାହୁଲ ହେଉଛନ୍ତି…

ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲା: ୨ ଅଭିଯୁକ୍ତଙ୍କ ସିନ୍ ରିକ୍ରିଏସନ୍

ପୁରୀ: ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲାରେ ଅହୁରି ଖୋଳତାଡ କରୁଛି ପୋଲିସ୍ । ଆଜି ଆଉ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏନ୍ କରାଯାଇଛି । ଗତକାଲି ଘଟଣାର ମୁଖ୍ୟ ଅଭିଯୁକ୍ତ କୁନମୁନ୍ ଓ ଟୁଟୁକୁ ନେଇ ସିନ୍ ରିକ୍ରିଏସନ୍ କରାଯାଇଥିବାବେଳେ ଆଉ ଆଉ ୨ ଅଭିଯୁକ୍ତ…

ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ:  ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର…