Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜିଠୁ ପଞ୍ଚୁକ ବ୍ରତ ଆରମ୍ଭ: ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି

ପୁରୀ: ଆଜିଠୁ ପଞ୍ଚୁକ ନୀତି ଆରମ୍ଭ । ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ଏହି ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି । କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ଠାରୁ ପଞ୍ଚୁକ ଆରମ୍ଭ ହୋଇଛି । ଯେଉଁମାନେ…

ସୋମବାରଠୁ ଆରମ୍ଭ ପଞ୍ଚୁକ: ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ: ସୋମବାରଠୁ ଆରମ୍ଭ ପଞ୍ଚୁକ । ରାତି ପାହିଲେ ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ପଞ୍ଚୁକ ଆରମ୍ଭ ହୋଇଯିବ। କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ପଞ୍ଚୁକ ଆରମ୍ଭ ହୋଇଯିବ। ଯେଉଁମାନେ କାର୍ତିକ ମାସ…

ପୁରୀ ଶ୍ରୀମନ୍ଦିର ପରିସରରେ ଚୋରି ଅଭିଯୋଗ, ଜଣେ ମହିଳା ଗିରଫ

ପୁରୀ: ନାନା କଟକଣା ମଧ୍ୟରେ ପୁରୀ ମହାପ୍ରଭୁଙ୍କ ଦର୍ଶନ କରିବାକୁ ସୁଯୋଗ ପାଉଛନ୍ତି ଲକ୍ଷଲକ୍ଷ ଶ୍ରଦ୍ଧାଳୁ । ସାମାଜିକ ଦୂରତା ଅବଲମ୍ବନ ସତ୍ତ୍ୱେ ଜମୁଛି ଭକ୍ତଙ୍କ ଭିଡ । ଏହି ଭିଡର ଫାଇଦା ଉଠାଇ ଜଣେ ମହିଳା ସୁନା ଚେନ୍ ଚୋରି କରିବାରେ ସଫଳ ହୋଇଥିଲେ । ହେଲେ ମହିଳା ଜଣକ ମନ୍ଦିର ପରିସରରେ…

ଆଜିଠୁ ଦୁଇ ଦିନ ଲାଗି ମିଳିବନି ଜଗା ଦର୍ଶନ

ପୁରୀ: ଆଜି ଓ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। କୋଭିଡ଼୍ ଗାଇଡ଼ଲାଇନ୍ ଅନୁଯାୟୀ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ପରିସରକୁ ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରଖାଯାଇଛି। ସୋମବାର ପଞ୍ଚୁକର ପ୍ରଥମ ଦିନ ଆରମ୍ଭ ହେଉଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା…

୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…

ପବିତ୍ର ଅଁଳା ନବମୀ: ଶ୍ରୀରାଧାପାଦ ଦର୍ଶନରୁ ବଞ୍ଚିତ ଭକ୍ତ

ସାକ୍ଷୀଗୋପାଳ: ଆଜି ପବିତ୍ର ଅଁଳା ନବମୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀଶ୍ରୀ ରାଧାରାଣୀଙ୍କ ପାଦ ଦର୍ଶନ କରାଯାଇଥାଏ । ତେବେ ଚଳିତବର୍ଷ କରୋନା କଟକଣା ଯୋଗୁ ରାଧାପାଦ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ । ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିରର ୨୦୦ ମିଟର ବ୍ୟାସାର୍ଦ୍ଧ ଭିତରେ…

[ଭିଡ଼ିଓ] ପୁରୀ ବେଳାଭୂମିରୁ ଜବରଦଖଲ ଉଚ୍ଛେଦକୁ ବିରୋଧ

ପୁରୀ: ଆଜି ପୁରୀ ପୌରସଂସ୍ଥା ପକ୍ଷରୁ ବେଳାଭୂମିରୁ ଉଠାଦୋକାନୀ ଉଛେଦ ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରତିବାଦରେ ଦୋକାନୀମାନେ ରାସ୍ତା ଅବରୋଧ କରିବା ସହ ପୁରୀ ହୋଟେଲ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପୁରୀ ସମୁଦ୍ରକୂଳକୁ ଅବରୋଧମୁକ୍ତ,ପରିଷ୍କାର ପରିଚ୍ଛନ୍ନ…

[ଭିଡ଼ିଓ] ବୋମାମାଡ ଘଟଣା ପରେ ପୁରୁଷ ଶୂନ୍ୟ ଗାଁ

ସାତପଡା: ପୁରୀ ସାତପଡା ନାଥପୁରରେ ବୋମାମାଡ ଘଟଣା ପରେ ଦୁଇଟି ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଘଟଣା ନେଇ ପୋଲିସ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାସ୍ଥଳରେ ଶାନ୍ତି ଫେରାଇ ଆଣିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି । ସେହିପରି ଘଟଣା ସ୍ଥଳରେ…

ଥମୁନି ଅଶାନ୍ତି, ପୁଣି ୫ ଗିରଫ

ସାତପଡ଼ା : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲା । ଥମୁନି ଅଶାନ୍ତି ।  ସେପଟେ ୩୫ ମୌଜାର ଆଉ ୫ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଗିରଫ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଏବେ ବି ଘଟଣାସ୍ଥଳରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ୪ ପୋଲିସ ଅଫିସରଙ୍କ ସମେତ ୨…