Latest Odisha News
Browsing Category

ପୁରୀ

Puri

[ଭିଡ଼ିଓ] ମହାପ୍ରଭୁଙ୍କ ପାଇଁ ପଦ୍ମ ତୁଳସୀ

ପୁରୀ: ଶ୍ରୀଜଗନ୍ନାଥଙ୍କ ପ୍ରତି ଅଗାଢ ବିଶ୍ୱାସ । ବର୍ଷକୁ ଥରେ ହେଉ ପଛେ ଦର୍ଶନ କରିବାକୁ ଦଉଡି ଆସିଥାଏ ଭକ୍ତଟିଏ । ସେମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ପୁରୀ ଶ୍ରୀକ୍ଷେତ୍ରରେ । ପାତାଳି ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ କିଛି ଶ୍ରଦ୍ଧାଳୁ ଦିଅଁଙ୍କୁ ଦର୍ଶନ କରିବାକୁ ଆସିଥିଲେ ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବେ ଭକ୍ତ

ପୁରୀ: କାର୍ତ୍ତିକ ମାସର ପବିତ୍ର ପଞ୍ଚୁକର ଆଜି ଦ୍ୱିତୀୟ ଦିନ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବେ ଭକ୍ତ । ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ । କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡ଼ୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ…

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ବିଜେପି ପକ୍ଷରୁ କଳା ପତାକା ପ୍ରଦର୍ଶନ

ପୁରୀ : ଗଣଶିକ୍ଷା ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ। ପୁରୀ ଗୋପ ମେଡିକାଲ କଲେଜ ଯିବା ସମୟରେ ବିଜେପି  ତରଫରୁ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଣ ଶିକ୍ଷାମନ୍ତ୍ରୀ ସମୀର ଦାଶଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି। ଆଜି ମନ୍ତ୍ରୀ ଗୋପ ମେଡିକାଲ ଚକ୍ଷୁ ବିଭାଗ କେନ୍ଦ୍ର ଉଦଘାଟନ…

ଆଜିଠୁ ପଞ୍ଚୁକ ବ୍ରତ ଆରମ୍ଭ: ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି

ପୁରୀ: ଆଜିଠୁ ପଞ୍ଚୁକ ନୀତି ଆରମ୍ଭ । ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ଏହି ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି । କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ଠାରୁ ପଞ୍ଚୁକ ଆରମ୍ଭ ହୋଇଛି । ଯେଉଁମାନେ…

ସୋମବାରଠୁ ଆରମ୍ଭ ପଞ୍ଚୁକ: ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ: ସୋମବାରଠୁ ଆରମ୍ଭ ପଞ୍ଚୁକ । ରାତି ପାହିଲେ ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ପଞ୍ଚୁକ ଆରମ୍ଭ ହୋଇଯିବ। କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ପଞ୍ଚୁକ ଆରମ୍ଭ ହୋଇଯିବ। ଯେଉଁମାନେ କାର୍ତିକ ମାସ…

ପୁରୀ ଶ୍ରୀମନ୍ଦିର ପରିସରରେ ଚୋରି ଅଭିଯୋଗ, ଜଣେ ମହିଳା ଗିରଫ

ପୁରୀ: ନାନା କଟକଣା ମଧ୍ୟରେ ପୁରୀ ମହାପ୍ରଭୁଙ୍କ ଦର୍ଶନ କରିବାକୁ ସୁଯୋଗ ପାଉଛନ୍ତି ଲକ୍ଷଲକ୍ଷ ଶ୍ରଦ୍ଧାଳୁ । ସାମାଜିକ ଦୂରତା ଅବଲମ୍ବନ ସତ୍ତ୍ୱେ ଜମୁଛି ଭକ୍ତଙ୍କ ଭିଡ । ଏହି ଭିଡର ଫାଇଦା ଉଠାଇ ଜଣେ ମହିଳା ସୁନା ଚେନ୍ ଚୋରି କରିବାରେ ସଫଳ ହୋଇଥିଲେ । ହେଲେ ମହିଳା ଜଣକ ମନ୍ଦିର ପରିସରରେ…

ଆଜିଠୁ ଦୁଇ ଦିନ ଲାଗି ମିଳିବନି ଜଗା ଦର୍ଶନ

ପୁରୀ: ଆଜି ଓ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। କୋଭିଡ଼୍ ଗାଇଡ଼ଲାଇନ୍ ଅନୁଯାୟୀ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ପରିସରକୁ ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରଖାଯାଇଛି। ସୋମବାର ପଞ୍ଚୁକର ପ୍ରଥମ ଦିନ ଆରମ୍ଭ ହେଉଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା…

୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…

ପବିତ୍ର ଅଁଳା ନବମୀ: ଶ୍ରୀରାଧାପାଦ ଦର୍ଶନରୁ ବଞ୍ଚିତ ଭକ୍ତ

ସାକ୍ଷୀଗୋପାଳ: ଆଜି ପବିତ୍ର ଅଁଳା ନବମୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀଶ୍ରୀ ରାଧାରାଣୀଙ୍କ ପାଦ ଦର୍ଶନ କରାଯାଇଥାଏ । ତେବେ ଚଳିତବର୍ଷ କରୋନା କଟକଣା ଯୋଗୁ ରାଧାପାଦ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ । ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିରର ୨୦୦ ମିଟର ବ୍ୟାସାର୍ଦ୍ଧ ଭିତରେ…