Latest Odisha News
Browsing Category

ପୁରୀ

Puri

[ଭିଡ଼ିଓ] ପୁରୀ ବେଳାଭୂମିରୁ ଜବରଦଖଲ ଉଚ୍ଛେଦକୁ ବିରୋଧ

ପୁରୀ: ଆଜି ପୁରୀ ପୌରସଂସ୍ଥା ପକ୍ଷରୁ ବେଳାଭୂମିରୁ ଉଠାଦୋକାନୀ ଉଛେଦ ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରତିବାଦରେ ଦୋକାନୀମାନେ ରାସ୍ତା ଅବରୋଧ କରିବା ସହ ପୁରୀ ହୋଟେଲ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପୁରୀ ସମୁଦ୍ରକୂଳକୁ ଅବରୋଧମୁକ୍ତ,ପରିଷ୍କାର ପରିଚ୍ଛନ୍ନ…

[ଭିଡ଼ିଓ] ବୋମାମାଡ ଘଟଣା ପରେ ପୁରୁଷ ଶୂନ୍ୟ ଗାଁ

ସାତପଡା: ପୁରୀ ସାତପଡା ନାଥପୁରରେ ବୋମାମାଡ ଘଟଣା ପରେ ଦୁଇଟି ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଘଟଣା ନେଇ ପୋଲିସ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାସ୍ଥଳରେ ଶାନ୍ତି ଫେରାଇ ଆଣିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି । ସେହିପରି ଘଟଣା ସ୍ଥଳରେ…

ଥମୁନି ଅଶାନ୍ତି, ପୁଣି ୫ ଗିରଫ

ସାତପଡ଼ା : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲା । ଥମୁନି ଅଶାନ୍ତି ।  ସେପଟେ ୩୫ ମୌଜାର ଆଉ ୫ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଗିରଫ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଏବେ ବି ଘଟଣାସ୍ଥଳରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ୪ ପୋଲିସ ଅଫିସରଙ୍କ ସମେତ ୨…

ବୋମାମାଡ଼ ପରେ ସାତପଡ଼ା ନାଥପୁର ଗାଁ ପୁରୁଷଶୂନ୍ୟ

ସାତପଡ଼ା: ସିରିଜ୍‌ ବୋମାମାଡ଼ ପରେ ପୁରୁଷଶୂନ୍ୟ ନାଥପୁର ଗାଁ । ପୁରୀ ଜିଲ୍ଲା ବ୍ରହ୍ମଗିରି ନାଥପୁର ଗାଁରେ ସିରିଜ୍‌ ବୋମାମାଡ଼ ଘଟଣା ପରେ ଗାଁ ଏବେ ପୁରୁଷଶୂନ୍ୟ ହୋଇଯାଇଛି । ବର୍ତ୍ତମାନ ସେଠାକାର ସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି । ପରିସ୍ଥିତିକୁ ନଜରରେ ରଖି ୫ପ୍ଲାଟୁନ୍‌ ଫୋର୍ସ…

ଅଳିଆ ପାଇଁ ୟୁଜର୍ସ ଫି’ ଦେବେ ପୁରୀବାସୀ

ପୁରୀ : ଅଳିଆ ପାଇଁ ୟୁଜର୍ସ ଫି ଦେବେ ପୁରୀବାସୀ ।  ଆସନ୍ତା ୧୦ ତାରିଖରୁ ଫି ଆଦାୟ ନେଇ ନିର୍ଦ୍ଦେଶାନାମା ଜାରି କରିବା ପରେ ସହରବାସୀଙ୍କ ଚିନ୍ତା ବଢିଛି । ୫୦୦ ବର୍ଗ ଫୁଟ ବିଶିଷ୍ଟ ଘର ପାଇଁ ୨୫ ଟଙ୍କା, ୧୨୦୦ ବର୍ଗ ଫୁଟ ଘର ପାଇଁ ୫୦ ଟଙ୍କା, ୩ହଜାର ବର୍ଗ ଫୁଟ ଘର ପାଇଁ ୭୦ ଟଙ୍କା ଓ ୫ହଜାର…

କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ

ଗୋପ : କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଗୋପ ବ୍ଲକ ବଣିଆସାହି ନିକଟ କୁଶଭଦ୍ରା ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ । ମୃତ୍ ଯୁବକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ବାପି ଦାସ । ବାପି ଜଣେ ସାଙ୍ଗ ଘରକୁ ବୁଲି ଆସିଥିବା ବେଳେ ଅପରାହ୍ନରେ ସାଙ୍ଗ ମାନଙ୍କ ସହିତ…

[ଭିଡ଼ିଓ] ଜମି ବିବାଦ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼, ଜଳିଗଲା ୩୦ ଘର

ବ୍ରହ୍ମଗିରି: ଜଳୁଛି ସାତପଡ଼ା । ଜମି ଜବରଦଖଲ ନେଇ ତୁମୁଳ କାଣ୍ଡ ଘଟିଥିବା ବେଳେ ଲଗାତର ଭାବେ ବୋମାମାଡ ହୋଇଛି । ତେବେ ବହୁ ଦିନ ବ୍ୟବଧାନରେ ଏହି ଅଞ୍ଚଳରେ ବୋମାମାଡ ହୋଇଛି । ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି । ପୁରୀ…

ଶ୍ରୀମନ୍ଦିରରେ 5T ସଚିବ ଭି.କେ ପାଣ୍ଡିଆନ୍

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି 5T ସଚିବ ।  ଆଜି ସକାଳୁ ପୁରୀ ଗସ୍ତ କରିଛନ୍ତି 5T ସଚିବ ଭି. କାର୍ତ୍ତିକେୟନ୍ ପାଣ୍ଡିଆନ । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃର୍ପାଶ୍ୱର ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । କିଛି ଦିନ ତଳେ ପୁରୀ…

ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଘଟଣ: ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଲାଗିଥିବା ଲିଫ୍ଟରେ ଫସିଲେ ୮ ଜଣ ଆଇନଜୀବୀ । ଏନେଇ ଜଣାପଡ଼ିବାର ୨୦ ମିନିଟ ପରେ ସେମାନଙ୍କୁ ଲିପ୍ଟରୁ ବାହାର କରାଯାଇଥିବା ଜଣାପଡ଼ିଛି । ଲିପ୍ଟ ଅଚଳ ହେବା ଯୋଗୁଁ ଏହି ଅଘଟଣ ଘଟିଥିବା ସାମ୍ନାକୁ ଆସିଛି। ଲିପ୍ଟରେ ୮ ଜଣ ଆଇନଜୀବୀ ଫସିଥିବା ବେଳେ…

ଦୀପାବଳି ପାଇଁ କଟକଣା, ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ଲାଗୁହେବ

ପୁରୀ : ଦୀପାବଳି ପାଇଁ ଶ୍ରୀମନ୍ଦିରରେ କଟକଣା । ଆସନ୍ତା କାଲି ଦୀପାବଳୀ ଏନେଇ ସିଂହଦ୍ୱାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି । ।ଦୀପାବଳୀ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ ଓ ଗୟା ଶ୍ରାଦ୍ଧ ଦେବା ପାଇଁ ଶ୍ରଦ୍ଧାଳୁ ଭିଡ ଜମିବାର ଆଶଙ୍କା ନେଇ ପ୍ରଶାସନ ଏଭଳି…