Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ

ପୁରୀ: ନାବାଳିକାଙ୍କୁ ଅସଦାଚରଣ କରି ଶ୍ରୀମନ୍ଦିର ପୂଜକ ଗିରଫ  । ଧର୍ମର ସ୍ଥାନରେ ଅଧର୍ମ କାମ ।  ପୁରୀ ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ କରି ପୂଜକ ଗିରଫ । ଅସଦାଚରଣ କରିଥିବା ପୂଜକଙ୍କ ନାଁ ସଂଗ୍ରାମ ଦାସ । ପୁଲିସ ଅଭିଯୋଗର ତଦନ୍ତ କରି ଶ୍ରୀମନ୍ଦିର ପରିସରରେ ଥିବା ଦଧିବାମନ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଉତ୍ତେଜନା ସହ ରାସ୍ତାରେ ପୋଡାଜଳା

ପୁରୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ପିପିଲି ଅନ୍ତର୍ଗତ ସିଫା କାର୍ଯ୍ୟଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇ କାର ଭିତରେ ଧକ୍କା ହୋଇ ୪ ଜଣ ଗୁରତର ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳର ତିନିଜଣ କଲେଜ ପିଲା ମଧ୍ୟ ଗୁରୁତର ଭାବେ ଆହତ ହୋଇଥିବା ଯୋଗୁଁ…

ଶ୍ରୀମନ୍ଦିରରେ ଗୁପ୍ତ ଗୁଣ୍ଡିଚା ନୀତି

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା ନୀତି । ଦୁର୍ଗମାଧବ ରଥକୁ ବିଜେ ହୋଇଥିବା ବେଳେ ୧୨.୩୦ରେ ନାରାୟଣୀ ମନ୍ଦିରକୁ ବିଜେ ହୋଇଛନ୍ତି । ଦୁର୍ଗା ମାଧବ ଉପାସନାର ଅନନ୍ୟ ଐତିହ୍ୟ କ୍ଷେତ୍ର ନାରାୟଣୀ ମନ୍ଦିର । ଆଶ୍ବିନ ମାସରେ ଷୋଳପୂଜା ସମୟରେ ପ୍ରଥମ ଆଠ ଦିନ…

ସମୁଦ୍ରରେ ଭାସିଗଲେ ପର୍ଯ୍ୟଟକ, ଏବେ ବି ଜଣେ ନିଖୋଜ

ପୁରୀ: ସମୁଦ୍ରରେ ଗାଧୋଇବା ବେଳେ ପୁରୀରେ ଅଘଟଣ । ଭାସିଗଲେ ୩ ଜଣ ପର୍ଯ୍ୟଟକ । ବର୍ତ୍ତମାନ ସୁଦ୍ଧା ୨ଜଣ ଉଦ୍ଧାର ହୋଇଥିବାବେଳେ, ଜଣେ ଏବେ ବି ନିଖୋଜ ଅଛନ୍ତି। ସେପଟେ ମିଳିଥିବା ସୂଚନା ମୁତାବକ ନିଖୋଜ ଯୁବକ ଜଣଙ୍କ ହେଉଛନ୍ତି ସହିଦ ଅନଓ୍ବର । ଲାଇଟ ହାଉସ ସମ୍ମୁଖ ସମୁଦ୍ରରେ ସ୍ନାନ ସମୟରେ…

ମହାଳୟାରେ ପିତୃପକ୍ଷଙ୍କୁ ପିଣ୍ଡଦାନ

ପୁରୀ: ପବିତ୍ର ମହାଳୟା ଶ୍ରାଦ୍ଧ | ସୂର୍ଯ୍ୟ କନ୍ୟା ରାଶିରେ ଥିବା ସମୟରେ ଯେଉଁ ଅମାବାସ୍ୟା ପଡିଥାଏ ତାହା ମହାଳୟା ନାମରେ ନାମିତ | ଏହି ଦିନ ଶ୍ରାଦ୍ଧ ଦେବାର ଵିଧି ରହିଛି | ଏହିଦିନ ଯେଉଁ ଶ୍ରାଦ୍ଧ ବା ପିଣ୍ଡଦାନ କରାଯାଏ ସେଥିରେ ପିତୃପୁରୁଷଙ୍କ ପୂର୍ଣ୍ଣ ପ୍ରାପ୍ତି ହୋଇଥାଏ | ଏହି…

ଷ୍ଟ୍ରଙ୍ଗରୁମରୁ ଟ୍ରେଜେରି ଗଲା ୫ କୁଇଣ୍ଟାଲ ରୁପା

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ଶ୍ରୀମନ୍ଦିର କଳାହାଟ ଦ୍ଵାରର ରୁପା ସାମଗ୍ରୀ ସୁରକ୍ଷା ଦାୟିତ୍ବ  ଜିଲ୍ଲା ପ୍ରଶାସନକୁ ହସ୍ତାନ୍ତର କରିଛି । ଷ୍ଟ୍ରଙ୍ଗରୁମରୁ ଟ୍ରେଜେରି ଗଲା ୫ କୁଇଣ୍ଟାଲ ରୁପା । ଶ୍ରୀମନ୍ଦିରର କଳାହାଟ ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆଜି ନିଳାଦ୍ରୀ…

ଟ୍ରେଜେରିକୁ ଯିବ କଳାହାଟ ଦ୍ୱାର ୫ଶହ କେଜି ରୁପା

ପୁରୀ : ଟ୍ରେଜେରିକୁ ଯିବ କଳାହାଟ ଦ୍ୱାର ୫ଶହ କେଜି ରୁପା । ନୀଳାଦ୍ରି ଭକ୍ତ ନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା ଟ୍ରେଜେରିକୁ ଯିବ ଶ୍ରୀମନ୍ଦିର କଳାହାଟ ଦ୍ୱାର ରୁପା ଚାଦର । ଶ୍ରୀମନ୍ଦିର ପ୍ରଶାସନ କଳାହାଟ ଦ୍ୱାରର ସୁରକ୍ଷା ଦାୟିତ୍ବରୁ ନିଜକୁ ମୁକ୍ତ କରି ଜିଲ୍ଲା ପ୍ରଶାସନକୁ ଏହି ଦାୟିତ୍ବ…

୭ ଦ୍ୱାରର ରୂପା ଛାଉଣି କାମ ଶେଷ

ପୁରୀ: ଶେଷ ହେଲା ୭ ଦ୍ୱାରର ରୂପା ଛାଉଣି କାମ । କାଲି ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର ନିଷ୍ପତ୍ତି । ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆସନ୍ତାକାଲି ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର…

ମାଆ ମରୀଚିଖାଇ ପୀଠରେ ଷୋଳପୂଜା

ପୁରୀ: ଦେବୀ ପୀଠ ଗୁଡ଼ିକରେ ଆରମ୍ଭ ହୋଇଛି ଷୋଡଶ ଉପଚାରରେ ପୂଜା । ଅନ୍ୟ ପୀଠ ଗୁଡିକ ଭଳି ଶ୍ରୀକ୍ଷେତ୍ରରେ ସମସ୍ତ ଦେବୀ ପୀଠ ମାନଙ୍କରେ ଅନୁଷ୍ଠିତ ହେଉଛି ଶାରଦୀୟ ପାର୍ବଣର ଷୋଳପୂଜା l ପରମ୍ପରା ଅନୁଯାଇ ମୂଳାଅଷ୍ଟମୀଠାରୁ ଷୋଳପୂଜାର ଵିଧି ଆରମ୍ଭ ହୋଇଛି l ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି…

ବାଲୁକା କଳାରେ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ  : ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଜୟନ୍ତୀ । ୧୮୬୯ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ । ଗାନ୍ଧୀଙ୍କ ଅହିଂସାର ମାର୍ଗକୁ ମନେ ପକାଇବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅର୍ନ୍ତଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଉଛି ।…