Latest Odisha News

BREAKING NEWS

Browsing Category

ପୁରୀ

Puri

ବିଶ୍ୱକର୍ମା ମୂର୍ତ୍ତିରେ ଶେଷ ସ୍ପର୍ଶ

ପୁରୀ : ଆଉ ଦିନକ ପରେ ବିଶ୍ୱକର୍ମାଙ୍କ ପୂଜା ପାଳିତ ହେବ l କାରିଗର ମାନେ ବିଶ୍ୱକର୍ମା ମୂର୍ତ୍ତି ନିର୍ମାଣରେ ଶେଷ ସ୍ପର୍ଶ ଦେଉଛନ୍ତି l ଗତ ୨ ବର୍ଷ କରୋନା କଟକଣା ଯୋଗୁଁ ମୂର୍ତ୍ତି କାରିଗର ମାନେ ହାତ ବାନ୍ଧି ବସିଥିବାବେଳେ ଚଳିତବର୍ଷ କରୋନା କଟକଣା ସାମାନ୍ୟ ଆଶ୍ବସ୍ତି କରାଯାଇଛି l…

ଅନୁମତି ଅପେକ୍ଷାରେ ମହିଳା ସେବିକା

ପୁରୀ : ମହିଳା ସେବିକାଙ୍କୁ ଶ୍ରୀମନ୍ଦିର ଭିତରକୁ ଯିବାକୁ ମିଳୁନି ଅନୁମତି । ବିଗତ ୨୩ ବର୍ଷ ହେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମସ୍ତକରେ ଶୋଭା ପାଉଥିବା ପୁଷ୍ପ ଅଳଙ୍କାର ଗଭାକୁ ପ୍ରସ୍ତୁତ କରି ମହିଳା ଜଣକ ମନ୍ଦିରକୁ ଦେଉଥିଲେ । ୨୦୧୬ ମସିହା ପୂର୍ବରୁ ରତ୍ନ ସିଂହାସନ ପାଖକୁ ପୁଷ୍ପ…

ଅସୁରକ୍ଷିତ କାକଟପୁର ମା’ ମଙ୍ଗଳା ମନ୍ଦିର, ଗର୍ଭ ଗୃହରେ ଫାଟ

କୋଣାର୍କ: ଲଘୁଚାପ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି । କିଛି ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥିବା କିଛି ସ୍ଥାନରେ ଲୋକେ ପାଣି ଘେରରେ ରହିଛନ୍ତି । ଜୀବନଯାତ୍ରା ବେଶ୍ ପ୍ରଭାବିତ ହୋଇଛି । ସେହିଭଳି କିଛି ସ୍ଥାନରେ ମଠ ମନ୍ଦିର ଗୁଡିକରେ ପାଣି ପଶିଯିବା ଯୋଗୁ ଜଳ…

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ଆଜିଠୁ ଜଗା ଦର୍ଶନ, ଆନନ୍ଦ ବଜାରରେ ମହାପ୍ରସାଦ ସେବନ

ପୁରୀ : ଆଜିଠୁ ପୁଣି କାଳିଆ ଦର୍ଶନ । ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ନେଇ ପାରିବେ ପୂଜା ସାମଗ୍ରୀ, ଆନନ୍ଦ ବଜାରରେ ବସି ଭକ୍ତ କରିପାରିବେ ଅବଢ଼ା ସେବନ ।  ତିନି ଦିନ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ପୁଣି ଜଗା ଦର୍ଶନ । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…

ଶିକ୍ଷୟିତ୍ରୀଙ୍କ ଗଣେଶ ମୂର୍ତ୍ତି ସଂଗ୍ରହ ନିଶା

ପୁରୀ: ପେଶାରେ ଜଣେ ଶିକ୍ଷୟତ୍ରୀ l ହେଲେ ଗଣେଶ ମୂର୍ତ୍ତି ସଂଗ୍ରହ କରିବା ତାଙ୍କ ନିଶା l ଏମିତି ନିଶା ଯୋଗୁଁ ଏବେ ତାଙ୍କ ଫାଖରେ ୬୦୦ରୁ ଅଧିକ ଗଣେଶ ମୂର୍ତ୍ତି ରହିଛି l ତାହା ପୁଣି ବିଭିନ୍ନ ଧାତୁ ଓ ସାମଗ୍ରୀରେ ତିଆରି l ଏମିତି ଜଣେ ନିଆରା ଶିକ୍ଷୟତ୍ରୀ ହେଉଛନ୍ତି ପୁରୀ ବାସେଳୀ ସାହିର…

ବେଳାଭୂମିରେ କଉଡି ଗଣେଶ

ପୁରୀ : ବାଲୁକା କଳାରେ କଉଡି ଗଣେଶ । ଗଣେଶ ପୂଜା ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ସନ ପଟ୍ଟନାୟକ ବାଲୁକା ଚିତ୍ରକଳା ମାଧ୍ୟମରେ ଦେଶବାସୀଙ୍କୁ ଗଣେଶ ପୂଜାର ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳେ ଭୂମିରେ ଏକ ସୁନ୍ଦର ଗଣେଶ ତିଆରି କରିଛନ୍ତି । ଏହି ଗଣେଶ ତିଆରି କରିବା ପାଇଁ ୭…

ଶ୍ରୀମନ୍ଦିରକୁ ଚନ୍ଦନ କାଠ ଦାନ

ପୁରୀ :ଶ୍ରୀ ମନ୍ଦିରକୁ ଚନ୍ଦନ କାଠ ଦାନ । ଖଲ୍ଲୀକୋଟ ର ସକଳେଶ୍ୱର ରଥ ନାମକ ଜଣେ ବ୍ୟକ୍ତି ଶ୍ରୀ ମନ୍ଦିରକୁ ପ୍ରାୟ ୨ କ୍ୱିଣ୍ଟାଲ ଓଜନର ଚନ୍ଦନ କାଠ ଦାନ କରିଛନ୍ତି। ନିଜ ଘର ବାଡିରେ ଥିବା ଚନ୍ଦନ କାଠକୁ ଦାନ କରିବା ନିମନ୍ତେ ସେ ଶ୍ରୀମନ୍ଦିର ପ୍ରଶାସନ ସହ ଯୋଗାଯୋଗ କରିଥିଲେ। ସେ ଓ ତାଙ୍କ…

[ଭିଡିଓ] ବିଳମ୍ବିତ ରାତିରେ କିନ୍ନର ଓ ପୋଲିସ ମୁହାଁମୁହିଁ

ପୁରୀ: ଦିନକୁ ଦିନ କିନ୍ନରମାନଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଗତକାଲି ରାତିରେ ପୁରୀରେ ସାମ୍ନାକୁ ଆସିଥିଲା ଅପ୍ରିତୀକର ଘଟଣା । କର୍ତ୍ତବ୍ୟରତ ପୋଲିସ ସହ ମାରପିଟ୍ କରିବା ଅଭିଯୋଗରେ ଏକାଧିକ କିନ୍ନର ଥାନାରେ ଅଟକ ରହିଥିବା ସୂଚନା ରହିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଗତକାଲି…