ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀ ଗଣନା, ୨୧ଟି ଟିମ୍ ସାମିଲ
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଆଜିଠାରୁ ଆରମ୍ଭ ହୋଇଛି ବିଦେଶୀ ପକ୍ଷୀ ଗଣନା । ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ଫରେଷ୍ଟ ଡିଭିଜନର ମୋଟ ୨୧ଟି ଟିମ୍ ଗଣନା କାମରେ ଲାଗିଛନ୍ତି । ଏହାସହ ସମ୍ବଲପୁର OUATର ଛାତ୍ରଛାତ୍ରୀ ମଧ୍ୟ ସାମିଲ ହୋଇଛନ୍ତି ।...
ସମଲେଶ୍ବରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି
ସମ୍ବଲପୁର : କୋଭିଡ କଟକଣା ସହ ସ୍ଥାନୀୟ ଭକ୍ତଙ୍କ ଦର୍ଶନ ଲାଗି ସମଲେଶ୍ବରୀ ମନ୍ଦିର ଖୋଲା ଯାଇଛି । ମା'ଙ୍କ ଦର୍ଶନ ପାଇଁ ସକାଳ ୬ ଟାରୁ ଆରମ୍ଭ ହୋଇ ଅପରାହ୍ନ ପର୍ଯ୍ୟନ୍ତ ଭକ୍ତଙ୍କ ପ୍ରବଳ ଗହଳି ଦେଖାଯାଉଛି।
ତେବେ ଏହାକୁ ଦୃଷ୍ଟିରେ ରଖି...
ଦେଶରେ ଅଗ୍ରଣୀ ରିସର୍ଚ୍ଚ ହବ୍ ଭାବରେ ଉଭା ହେଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଦେଶରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ରିସର୍ଚ୍ଚ ହବ୍ (ଅନୁସନ୍ଧାନ କ୍ଷେତ୍ରରେ ପେଣ୍ଠସ୍ଥଳ) ଭାବରେ ଉଭା ହେଉଛି ଓଡ଼ିଶା । ଆଇଆଇଏମ୍ ସମ୍ୱଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି,...
IIM ସମ୍ୱଲପୁର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ସମ୍ବଲପୁର: IIM ସମ୍ବଲପୁରର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରାଯିବ । ଆଉ କିଛି ସମୟ ପରେ (ସକାଳ ୧୦ଟା) ଭର୍ଚୁଆଲରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ...
ବୁର୍ଲା ଭୀମସାରରେ ଟଳିଲା ବଡଧରଣର ଅଘଟଣ
ସମ୍ୱଲପୁର: ଗଛ ଭାଙ୍ଗି ବିଦ୍ୟୁତ ତାର ଛିଣ୍ଡିଗଲା । ୧୧ କେଭି ବିଦ୍ୟୁତ ତାର ଛିଣ୍ଡିଯିବାରୁ ସର୍ଟ ସର୍କିଟରୁ ଲାଗିଲା ନିଆଁ । ଏଥିରୁ ବୁର୍ଲା ଭୀମସାର ରକ୍ତଭଣ୍ଡାରରେ ଅଗ୍ନିକାଣ୍ଡ ହୋଇଛି । ପୋଡ଼ି ଯାଇଛି ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର...
ସମ୍ବଲପୁର ଲଇମୁରା ଡକାୟତି ମାମଲାର ପର୍ଦ୍ଦାଫାସ୍
ସମ୍ବଲପୁର: ବହୁଚର୍ଚ୍ଚିତ ଲଇମୁରା ୟୁନିଅନ୍ ବ୍ୟାଙ୍କ ଗାଡି ଡକାୟତି ମାମଲା । ସୋମବାର ୯ ତାରିଖରେ ବନ୍ଧୁକ ମୁନରେ ହୋଇଥିଲା ଲୁଟ୍ପାଟ୍ । ତିନୋଟି ବାଇକରେ ୬ ଜଣ ଲୁଟେରା ୩୫ ଲକ୍ଷ ୪୧ ହଜାର ଟଙ୍କା ଧରି ଚମ୍ପଟ୍ ମାରିଥିଲେ ।...
ପୂର୍ବ ଶତ୍ରୁତାରୁ ଆକ୍ରମଣ: ଗୋଟିଏ ପରିବାରର ଦୁଇ ମୃତ, ୩ ଗୁରୁତର
ସମ୍ୱଲପୁର: ବୁର୍ଲାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ମରଣାନ୍ତକ ଆକ୍ରମଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସେମାନେ ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ବୁର୍ଲା ସେଣ୍ଟ୍ରାଲ ଲାଇନ...
ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍, ୩୬ ଗେଟ୍ ଖୋଲା
ସମ୍ୱଲପୁର: ଉପରମୁଣ୍ଡରେ ଛତିଶଗଡ଼ରେ କମିଛି ବର୍ଷା ପରିମାଣ । ହୀରାକୁଦ ଡ୍ୟାମକୁ ଜଳ ପ୍ରବେଶ କମିଛି । ଜଳଭଣ୍ଡାରର ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି । ଏବେ ୩୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ ।
ହୀରାକୁଦ ଡ୍ୟାର ଜଳ...
ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍, ମୋଟ ୪୦ଟି ଗେଟ୍ ନିଷ୍କାସନ ହେଉଛି ବନ୍ୟା ଜଳ
ସମ୍ବଲପୁର : ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢିଚାଲିଛି । ତେଣୁ ଆଜି ଅପରାହ୍ନରେ ପୁଣି ୪ଟି ଗେଟ୍ ଖୋଲା ହୋଇଛି । ହୀରାକୁଦ ଡ୍ୟାମ୍ରୁ ବର୍ତ୍ତମାନ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।
ହୀରାକୁଦର ବର୍ତ୍ତମାନ...
ପୁନର୍ଜୀବନ ପାଇଲା ସମ୍ବଲପୁରର ରାଣୀ ବଖରୀ, ହେଲେ ରାସ୍ତା ନିର୍ମାଣରେ ଅଟକିଛି କଣ୍ଟା
ସମ୍ବଲପୁର: ସମ୍ବଲପୁର ରାଜଶାସନ ମୂକ ସାକ୍ଷୀ ରାଣୀ ବଖରୀ ବା ରାଣୀ ମହଲ । ୧୬୬୦ ମସିହାରେ ରାଜା ବଳିଆରସିଂହ ନିଜ ରାଣୀଙ୍କ ପାଇଁ ତିଆରି କରିଥିଲେ ଏହି ମହଲ । ତିନି ମହଲା ବିଶିଷ୍ଟ ଏହି ମହଲରେ ରହିଛି ୧୬ଟି ବଖରା...