Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଲା ମା’ ସମଲେଶ୍ୱରୀଙ୍କ ମନ୍ଦିର

ସମ୍ୱଲପୁର: ଭକ୍ତଙ୍କ ପାଇଁ ଖୋଲିଲା ସମ୍ୱଲପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର । ଆଜିଠୁ କରୋନା କଟକଣାରେ ପୁଣି ଥରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ୨୧ ଦିନ ପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମା’ ସମଲେଶ୍ୱରୀ । ସକାଳ ୬ଟାରୁ ଦିନ ୧୧ଟା ଓ ଦିନ ଗୋଟାଏରୁ…

କରୋନା କଟକଣାରେ ନିର୍ବାଚନ, ଏଥର ଗୀତରେଗୀତରେ ନିର୍ବାଚନ ପ୍ରଚାର

ଭୁବନେଶ୍ୱର: ଚଳିତ ଥର ନିର୍ବାଚନୀ ପ୍ରଚାର ଟିକେ ଅଲଗା ପ୍ରକାର । ଗୀତରେ ଗୀତରେ ଚାଲିଛି ନିର୍ବାଚନ ପ୍ରଚାର । ପଞ୍ଚାୟତ ନିର୍ବାଚନକୁ ନେଇ ଜୋର ଧରିଛି ଗୀତ ରେକଡିଂ । ବିଭିନ୍ନ ପ୍ରକାରର ହିଟ୍ ଗୀତ ମାଧ୍ୟମରେ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଷ୍ଟୁଡିଓରେ ଚାଲିଛି ଗୀତ ରେକଡିଂ । ଚଳିତ ଥର କୋଭିଡ…

ପାଚେରି ଭାଙ୍ଗି ମାଡ଼ିଗଲା ଲୁହା ପଥର ଗୁଣ୍ଡ ପାଣି, ଚାଷ ଜମି କ୍ଷତିଗ୍ରସ୍ତ

ସମ୍ବଲପୁର: ପାଚେରି ଭାଙ୍ଗି ମାଡ଼ିଗଲା ଲୁହା ପଥର ଗୁଣ୍ଡ ପାଣି । ସମ୍ବଲପୁର ଠେଲକୁଲି ସ୍ଥିତ JSW ଭୂଷଣ କାରଖାନାର ପାଚେରି ଭାଙ୍ଗିଯିବା ପରେ ବାଞ୍ଜିବେରଣା ଅଞ୍ଚଳରେ ଲୁହା ଗୁଣ୍ଡ ପାଣି ମାଡ଼ି ଯାଇଛି। ଫଳରେ ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ପାଣି ମାଡ଼ି ଆସିବା ଯୋଗୁ ନିକଟରେ ଥିବା…

ଥାନା ସାମ୍ନାରେ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଫେରାର

ସମ୍ବଲପୁର: ଥାନା ସାମ୍ନାରେ ମହିଳାଙ୍କୁ ହତ୍ୟା  । ହତ୍ୟା ସେ ପୁଣି ଅନ୍ୟ କୌଣସି ସ୍ଥାନରେ ନୁହେଁ  ବରଂ ଥାନା ସାମ୍ନାରେ । ଅଭିଯୋଗ କରିବାକୁ ଆସୁଥିଲେ ମହିଳା, ତେବେ ସେହି ଥାନା ସାମ୍ନାରେ ହିଁ ଅଭିଯୁକ୍ତ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରି ଫେରାର । ଏମିତି ଚାଞ୍ଚଲ୍ୟକର ଘଟଣା…

ପ୍ରତିଷ୍ଠିତ ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ପରଲୋକ

ସମ୍ବଲପୁର : ପ୍ରତିଷ୍ଠିତ ଲେଖକ, ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ବାଳଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ଅସୁସ୍ଥ ଥିଲେ। ପରଲୋକ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ଜିଲ୍ଲା ମୋ ନଶ୍ବର ବ୍ଲକ୍ ବାରଡୁଙ୍ଗୁରୀସ୍ଥିତ ବାସଭବନରେ ତାଙ୍କର ପରଲୋକ…

ଆଜିଠୁ ମା’ ସମଲେଶ୍ୱରୀଙ୍କ ଦର୍ଶନ ବନ୍ଦ

ସମ୍ୱଲପୁର: କରୋନା ସଂକ୍ରମଣ ବଢୁଥିବାରୁ ବଢୁଛି କଟକଣା । ଆଜିଙ୍କୁ ଭକ୍ତଙ୍କ ପାଇଁ ବନ୍ଦ ରହିବ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର । କରୋନା ସଂକ୍ରମଣ ବଢୁଥିବାରୁ ସର୍ବସାଧାରଣ ଦର୍ଶନ ଉପରେ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୧ ତାରିଖ ଯାଏ ସମଲେଶ୍ୱରୀଙ୍କ…

ବୁର୍ଲା ଥାନାରେ ୩ ଜଣ କନେଷ୍ଟବଳ କରୋନା ପଜିଟିଭ

ବୁର୍ଲା : ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ବୁର୍ଲା ଥାନାରେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୁଇ ଜଣ ମହିଳା ଓ ଜଣେ ପୁରୁଷ କନେଷ୍ଟବଳ  କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଥାନାକୁ ସାନିଟାଇଜ କରାଯାଇଛି । ପୋଲିସ ମାନଙ୍କ ସସ୍ପର୍ଶରେ ଯେଉଁମାନେ ଆସିଛନ୍ତି…

ଭିମସାରରେ ୨ଡେଲ୍ଟା ପ୍ଳସ୍ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ

ସମ୍ବଲପୁର: ଭିମସାରେ ପୁଣି ୨ଜଣଙ୍କ ଠାରେ ଚିହ୍ନଟ ହେଲା ଡେଲଟା ପ୍ଲସ୍ ଭାରିଆଣ୍ଟ । ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ଜିନମ ସିକ୍ବେନ୍ସିଂ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଭିମସାର ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ଦୋରା । ମୋଟ ୩୭ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ…

ସମ୍ବଲପୁରରୁ ଗିରଫ ଟ୍ୟୁସନ ମାଷ୍ଟର, ଅପହୃତା ୨ ନାବାଳିକା ଉଦ୍ଧାର

ଭୁବନେଶ୍ବର : ଶେଷରେ ବନ୍ଧା ହେଲେ ରସିକିଆ ଟ୍ୟୁସନ୍ ମାଷ୍ଟର। ପାଠ ପଢାଉଥିବା ଛାତ୍ରୀଙ୍କୁୂ ଅପହରଣ କରି ନେଇଥିବା ଏହି ଟ୍ୟୁସନ୍ ସାର୍ଙ୍କୁ ସମ୍ବୁଲପୁରରୁ ଗିରଫ କରିଛି ପୁଲିସ୍। ଭୁବନେଶ୍ବରରେ ଦୁଇ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ ସାର ଅପହରଣ କରିନେବା ଅଭିଯୋଗ ହୋଇଥିଲା। ଟ୍ୟୁସନ ସାର୍…

ଭିମସାରରେ ଆହୁରି ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ସମ୍ବଲପୁର : ବୁର୍ଲା ଭିମସାରରେ ଆହୁରି ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୪ରେ ପହଞ୍ଚିଛି । ଏନେଇ ଭିମସାର କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ଗତ ଶୁକ୍ରବାର ଭିମସାର ଛାତ୍ରଛାତ୍ରୀଙ୍କ କୌଣସି ନୂଆ ସଂକ୍ରମଣ ମାମଲା ସାମ୍ନାକୁ…