Latest Odisha News
Browsing Category

ସମ୍ବଲପୁର

Sambalpur

ଭିମସାରରେ ଆହୁରି ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ସମ୍ବଲପୁର : ବୁର୍ଲା ଭିମସାରରେ ଆହୁରି ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୪ରେ ପହଞ୍ଚିଛି । ଏନେଇ ଭିମସାର କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ଗତ ଶୁକ୍ରବାର ଭିମସାର ଛାତ୍ରଛାତ୍ରୀଙ୍କ କୌଣସି ନୂଆ ସଂକ୍ରମଣ ମାମଲା ସାମ୍ନାକୁ…

ସମ୍ବଲପୁରରେ ”BSKY” ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁରରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ । ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ…

ଧବଳମୁଖୀ ବେଶରେ ଆଜି ଦର୍ଶନ ଦେଉଛନ୍ତି ମା’ ସମଲେଇ

ସମ୍ୱଲପୁର: ମହାଳୟା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଆଜି ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଶଙ୍ଖ ଓ ଗୋପୀ ତିଳକରେ ମାଆଙ୍କୁ ଧବଳ ଲେପ ଦିଆଯାଇ ଧବଳମୁଖୀ ବେଶ କରାଯାଇଛି । ମାଆଙ୍କର ଏହି ବେଶକୁ ଗଙ୍ଗା ବେଶ ମଧ୍ୟ କୁହାଯାଏ । ବିଶ୍ୱାସ ରହିଛି,…

ସମ୍ବଲପୁରରେ ଦେଶର ପ୍ରଥମ ଗାନ୍ଧୀ ମନ୍ଦିର

ସମ୍ବଲପୁର: ସମ୍ବଲପୁରରେ ଅଛି ଦେଶର ପ୍ରଥମ ଗାନ୍ଧୀ ମନ୍ଦିର, ବର୍ଷ ସାରା ପୂଜା ପାଇଥାନ୍ତି ମହାତ୍ମା ଗାନ୍ଧୀ | ଯେଉଁଠି ଭଗବାନଙ୍କ ମୂର୍ତ୍ତି ବଦଳରେ ରହିଛି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ମୂର୍ତ୍ତି । ୩୬୫ ଦିନ ଧରି ସେଠାରେ ମହାତ୍ମା ଗାନ୍ଧୀଙ୍କ ପୂଜା କରାଯାଉଥିବାବେଳେ ଗାନ୍ଧୀ…

ପୁଅ ଜିଉଁନ୍ତିଆ ପୂଜା ବନ୍ଦାପନା

ସୁବର୍ଣ୍ଣପୁର : ଆଶ୍ବୀନ ମାସ ମୂଳାଷ୍ଟମୀରେ ସାରା ପଶ୍ଚିମ ଓଡିଶାରେ ପାଳିତ ହୋଇଯାଇଛି ପୁଅ ଜିଉନ୍ତିଆ ଓଷା l ହେଲେ ସୁବର୍ଣ୍ଣପୁର ଗଡଜାତରେ ଏହି ପୂଜାର ସ୍ୱତନ୍ତ୍ରତା ରହିଛି l ସନ୍ତାନମାନଙ୍କ ମଙ୍ଗଳ ତଥା ଦୀର୍ଘାୟୁ କାମନା କରି ମାଆ ମାନେ ଅତି ନିଷ୍ଠାର ସହ ଏହି ଓଷା ପାଳନ କରିଛନ୍ତି l ଏହି…

ହୀରାକୁଦ ଜଳଭଣ୍ଡାର ମଧ୍ୟରେ ବାଦୁଡି ଦ୍ବୀପ

ସମ୍ବଲପୁର: ହୀରାକୁଦର ଜଳରାଶି ମଧ୍ୟରେ ରହିଛି ରହସ୍ୟମୟ ବାଦୁଡି ଦ୍ବୀପ । ରହସ୍ୟ ଭରା ଏହି ଦ୍ବୀପରେ ରହୁଛନ୍ତି ହଜାର ହଜାର ବିରଳ ବାଦୁଡି । କୌଣସି ଦୈବୀ ଶକ୍ତି ଦ୍ବୀପଟିର ସୁରକ୍ଷା କରୁଥିବା ଯୋଗୁଁ ବାଦୁଡିମାନେ ନିର୍ଭୟରେ ବାସ କରୁଥିବା ବିଶ୍ବାସ କରନ୍ତି ସ୍ଥାନୀୟ ମତ୍ସ୍ୟଜୀବୀ । ରହସ୍ୟ ଓ…

ହୀରାକୁଦ ଡ୍ୟାମ୍ ଭର୍ତ୍ତି: କ୍ଷମତା ଯେତିକି ଏବେ ପାଣି ଅଛି ସେତିକି

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାର ଫୁଲ୍ । ଯେତିକି ଜଳ ଧାରଣ କ୍ଷମତା ଏବେ ଡ୍ୟାମରେ ସେତିକି ପରିମାଣର ଜଳ ରହିଛି । ହୀରାକୁଦ ଡ୍ୟାମର ବିପଦ ସଙ୍କେତ ୬୩୦ ଫୁଟ୍ । ଏବେ ଜଳଭଣ୍ଡାରରେ ସମାନ ପରିମାଣର ଜଳସ୍ତର ରହିଛି । ଏବେ ଦୁଇଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର, ୧୨ ଗେଟ୍‌ ଖୋଲା

ଭୁବନେଶ୍ବର: ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର । ସର୍ବାଧିକ ୬୩୦ ଫୁଟ ଜଳ ଧାରଣ କ୍ଷମତା ଥିବାବେଳେ ଏହାର ୯୮%ରୁ ଅଧିକ ଏବେ ଭରିଗଲାଣି । ଏବେ ୬୨୯.୩୩ ଫୁଟରେ ଜଳ ସ୍ତର ଥିବାବେଳେ ଘଣ୍ଟାକୁ ଘଣ୍ଟା ପାଣି ବଢ଼ୁଛି । ତେଣୁ ଡ୍ୟାମ୍ କର୍ତ୍ତୃପକ୍ଷ ଅଧିକ ଗେଟ୍ ଖୋଲିଛନ୍ତି । ଏବେ ୧୨ଟି ‌ଗେଟ୍‌…

ଜୁଆ ଆଡ୍ଡା ଉପରେ ରେଡ୍, ୧୪ ଜଣ ଗିରଫ

ସମ୍ବଲପୁର: ଜୁଆ ଆଡ୍ଡା ଉପରେ ପଞ୍ଝା ମାରିଲା ପୋଲିସ । ସମ୍ୱଲପୁର ସହରର ବିଭିନ୍ନ ସ୍ଥାନରେ ଜୁଆ ଆଡ୍ଡା ଉପରେ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି । ସହରରେ ଜୁଆ ଖେଳ ଚାଲିଥିବା ନେଇ ପୋଲିସକୁ ଖବର ମିଳିଥିଲା । ଏହାପରେ ସ୍ୱତନ୍ତ୍ର ପୋଲିସ ଟିମ୍ ଆରମ୍ଭ କରିଥିଲା ରେଡ୍ । ପୋଲିସ ୧୪…

ମହାନଦୀରେ ଆସିବ ମଧ୍ୟମ ଧରଣ ବନ୍ୟା

ସମ୍ବଲପୁର: ମହାନଦୀରେ ଆସିବ ମଧ୍ୟମ ଧରଣର ବନ୍ୟା । ବନ୍ୟା ଆସିଲେ ମଧ୍ୟ ପଡିବନି ବିଶେଷ ପ୍ରଭାବ । ଏବେ ହୀରକୁଦରେ ଜଳସ୍ତର ୬୨୮ ଦଶମିକ ୭୯ଫୁଟ ରହିଛି । ୨୮ଟି ଗେଟ ଦେଇ ଛଡ଼ାଯାଉଛି ପାଣି । ବୈତରଣୀର ଆଖୁଆପଦାରେ ୧୮ ଦଶମିକ ୦୬ ମିଟର, ବ୍ରାହ୍ମଣୀ ଜେନାପୁରରେ ୨୦ ଦଶମିକ ୨୪ ମିଟର ଜଳସ୍ତର…