Latest Odisha News
Browsing Category

କଟକ

Cuttack

ପ୍ରି-ଆକ୍ଟିଭେଟ ସିମରେ ଠକେଇ ଘଟଣାରେ ତନାଘନା, ଢ଼େଙ୍କାନାଳରୁ ୩ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

କଟକ:  ଗୋଟିଏ ସିମ୍ ବିକ୍ରି କଲେ ମିଳୁଥିଲା ୪ ଶହ ଟଙ୍କା । ସିମ୍‌ ବିକ୍ରି ପାଇଁ ସୋସିଆଲ୍ ମିଡିଆରେ ଗ୍ରୁପ୍‌ ହୋଇଥିଲା । ଦେଶବ୍ୟାପୀ ଲମ୍ବି ଥିଲା ନେଟ୍‌ୱର୍କ। କ୍ରାଇମବ୍ରାଞ୍ଚର ସାଇବର ଟିମ୍ ଫ୍ରଡ୍ ସିମ୍ ଗ୍ୟାଙ୍ଗର ପର୍ଦ୍ଦାଫାସ କରି ଏଭଳି ସୂଚନା ଦେଇଛି । ମୁଖ୍ୟ ଅଭିଯୁକ୍ତ ଦୁଷ୍ମନ୍ତ…

[ଦେଖନ୍ତୁ ଭିଡିଓ] ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ସମସ୍ୟା: ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଚଳିତ ବର୍ଷ ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଛି । ଯାହା ଫଳରେ ଲୋକେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । କଟକର ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ମଧ୍ୟ ଅନେକ ଅବ୍ୟବସ୍ଥା ରହିଛି । ରୋଗୀ ମାନଙ୍କ ପାଇଁ ବ୍ୟବସ୍ଥା ତ ଦୁର କଥା ସେମାନଙ୍କ ପାଇଁ…

କଟକରେ ଅଘଟଣ: ସ୍କୁଲ ବାରଣ୍ଡାରେ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ସ୍କୁଲ ବାରଣ୍ଡାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ସଦର ଥାନା ଅନ୍ତର୍ଗତ ଶଂଖତରାସ ହାଇସ୍କୁଲ ବାରଣ୍ଡାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବେକରେ ରଶି ଲଗାଇ ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ନିକଟସ୍ଥ ଗାଁର ହୋଇଥିବା ସୂଚନା…

IPS ସ୍ତରରେ ବଡଧରଣର ଅଦଳବଦଳ: ପ୍ରତୀକ ସିଂ ହେଲେ ଭୁବନେଶ୍ୱର ଡିସିପି, ପିନାକ ମିଶ୍ର କଟକ ଡିସିପି

ଭୁବନେଶ୍ୱର:  ଆଇପିଏସ ସ୍ତରରେ ବଡଧରଣର ଅଦଳବଦଳ । ପ୍ରତୀକ ସିଂ ହେଲେ ଭୁବନେଶ୍ୱର ଡିସିପି । ସେହିପରି କଟକ ଡିସିପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ମନୋଜ କୁମାର ଛାବ୍ରା ହୋଇଛନ୍ତି ଜେଲ ବିଭାଗର ଡିଜି । ସନ୍ତୋଷ କୁମାର ଉପାଧ୍ୟାୟାଙ୍କୁ ଅଗ୍ନିଶମ ବିଭାଗର ଡିଜି…

ସିଡିଏରେ ମିଶ୍ରଣକୁ ବିରୋଧ କରି ଆଠଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଆଠଗଡ: କଟକ ଡେଭଲପମେଣ୍ଟ ଅଥରିଟି ବା ସିଡିଏ ଅଧୀନକୁ ଆସିବ ଆଠଗଡ ବ୍ଲକର ୭୧ଟି ପଞ୍ଚାୟତ । ରାଜ୍ୟ ସରକାର ନିକଟରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରି ଆଠଗଡରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ବନ୍ଦ ପାଳନ…

ଆଜି ୧୨ ଘଣ୍ଟିଆ ଆଠଗଡ଼ ବନ୍ଦ : ଗାଡି ଚଳାଚଳ ସହ ଦୋକାନ ବଜାର ବନ୍ଦ

କଟକ: ଆଜି ଆଠଗଡ଼ରେ ବନ୍ଦ ଡାକରା ଦିଆଯାଇଛି। ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।  ଆଠଗଡ଼ ସୁରକ୍ଷା ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଆଠଗଡ଼ ବ୍ଲକର ୭୧ଟି ପଞ୍ଚାୟତ କଟକ ଉନ୍ନୟନ ସଂସ୍ଥା ଅଧିନକୁ ଯିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଠଗଡ଼ ସଙ୍ଗଠନ ପକ୍ଷରୁ…

ସତୀଚଉରା ଶ୍ମଶାନରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ

କଟକ: ସତୀଚଉରା ଶ୍ମଶାନଠାରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ ବିଧାୟକ…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ ପାଇଁ ଆନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ । ୭ ଦିନ ପାଇଁ ଜାମିମ ମଞ୍ଜୁର କଲେ ହାଇକୋର୍ଟ । ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କୁ ଜାମିନ ମିଳିଛି ।୭ ଦିନ ପରେ ପୁଣି ଅଦାଲତରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସୂଚନା ଅନୁସାରେ ବାଣପୁର…

ରାଜ୍ୟସଭାରୁ ଇସ୍ତଫା ଦେଲେ କଟକ ମେୟର ସୁବାସ ସିଂହ

କଟକ: ରାଜ୍ୟସଭା ପଦରୁ ଇସ୍ତଫା ଦେଲେ କଟକର ମେୟର ସୁବାସ ସିଂହ। ସାମ୍ବାଦିକ ସମ୍ମିଳନୀ ଜରିଆରେ ରାଜ୍ୟସଭାରୁ ନିଜର ଇସ୍ତଫା ବାବଦରେ ଘୋଷଣା କରିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ୨ ବର୍ଷରୁ ଅଧିକ ସମୟ ରାଜ୍ୟସଭା ସଦସ୍ୟ ଭାବେ କାର୍ଯ୍ୟ କରିଛନ୍ତି। ୨୦୨୦…

କଟକ ଚଣ୍ଡୀ ମନ୍ଦିରରେ ୫- ଟି ସଚିବ: ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା

କଟକ  : କଟକ ଚଣ୍ଡି ମନ୍ଦିର ବୁଲି ଦେଖିଲେ ୫-ଟି ସଚିବ ଭିକେ ପାଣ୍ଡିଆନ । ଆଜି ସକାଳୁ ପହଂଚି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହି ସମୟରେ ଜିଲ୍ଲାପାଳଙ୍କ ସହ କଟକ ଡିସିପି ଓ ମହାନଗର ନିଗମ କମିଶନ ଉପସ୍ଥିତ ଥିଲେ । ମାଆ କଟକ ଚଣ୍ଡିଙ୍କ ଦର୍ଶନ କରିବା ପରେ ମନ୍ଦିରର…