Latest Odisha News

BREAKING NEWS

Browsing Category

କଟକ

Cuttack

ନରାଜରେ ପୁଣି ଫସିଲେ ହାତୀ, ଉଦ୍ଧାର ପାଇଁ ବନ ବିଭାଗର ତତ୍ପରତା

କଟକ: ପୁଣି ଆଜି ନରାଜ ବ୍ୟାରେଜରେ ଫସିଲେ ଦାତୀ । କଟକ ନରାଜ ବ୍ୟାରେଜ ନିକଟରେ ୨ଟି ହାତୀ ପାଣି ପିଇବାକୁ ଆସି ଫସି ରହିଥିବା ଖବର ରହିଛି । ବନ ବିଭାଗ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ହତୀମାନଙ୍କୁ ଜଗି ରହିଛି । ଖବର ଅନୁସାରେ, ରବିବାର ଅପରାହ୍ନ ସମୟରେ ୨ଟି ହାତୀ ନରାଜ ନିକଟରେ ଫସି…

କଟକ ମହାନଗର ନିଗମର ବିଜେପି ତରଫରୁ ଶ୍ରୀତମ ଦାସ ମେୟର ପ୍ରାର୍ଥୀ

କଟକ: କଟକ ମହାନଗର ନିଗମ ମେୟର ପ୍ରାର୍ଥୀ ଶ୍ରୀତମ ଦାସ । ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି । ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ଶ୍ରୀତମ । ଶ୍ରୀତମ ଦାସ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ,ଲାଞ୍ଚ ନେବାବେଳେ ଧରାପଡିଲେ

କଟକ : ଭିଜିଲାନ୍ସ ଜାଲରେ ଜୁନିୟର ଇଞ୍ଚିନିୟର । କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । (ଆର ଆଣ୍ଡ ବି) ସେକ୍ସନ ୱାନ ,ଏସିସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ବିଲ୍ ପେମେଣ୍ଟ କରିବା ପାଇଁ କଣ୍ଟ୍ରାକ୍ଟର ଠାରୁ ୧୫ ହଜାର ଟଙ୍କା ଲାଞ୍ଚ…

[ଦେଖନ୍ତୁ ଭିଡିଓ] CMC ନିର୍ବାଚନ: ଗିରିବାଳା ବେହେରାଙ୍କୁ କଂଗ୍ରେସର ମେୟର ପ୍ରାର୍ଥୀ ଘୋଷଣା

କଟକ: କଟକ ମହାନଗର ନିଗମ ପାଇଁ କଂଗ୍ରେସ ଏହାର ମେୟର ପ୍ରାର୍ଥୀ ଘୋଷଣା କରିଛି | ପୌର ନିର୍ବାଚନ ନେଇ ଆଜି କଂଗ୍ରେସ ପକ୍ଷରୁ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି | କଟକ ପାଇଁ କର୍ପୋରେଟର ପ୍ରାର୍ଥୀଙ୍କ ନାମ କଂଗ୍ରେସ ଚୂଡାନ୍ତ କରିଥିବାବେଳେ ୨ ଦିନ ଭିତରେ ଭୁବନେଶ୍ୱର ପାଇଁ ତାଲିକା…

ସେତୁ ନିକଟରୁ ଶିଶୁର ମୃତଦେହ ଉଦ୍ଧାର

ଭୁବନେଶ୍ୱର: କଟକ ଜିଲ୍ଲା ଜଗତପୁର ଥାନା ଅନ୍ତର୍ଗତ ଗୋପିନାଥପୁର ମଧୁସୂଦନ ବିଜୁ ସେତୁ ନିକଟରୁ ଏକ ଶିଶୁର ମୃତଦେହ ଉଦ୍ଧାର ହୋଇଛି । ମୃତ ଶିଶୁଟି ମୁହଁ ମାଡ଼ି ପଡ଼ିଛି । ଏହା ପୁତ୍ର ସନ୍ତାନ କି କନ୍ୟା ସନ୍ତାନ ଜଣାପଡ଼ି ନାହିଁ । ଶିଶୁର ମୃତଦେହଟିକୁ ଦେଖିବା ପରେ ସ୍ଥାନୀୟ ଲୋକେ ପୋଲିକୁ ଖବର…

କଟକ ମହାନଗର ନିଗମର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ, ୨୫ ନମ୍ବର ୱାର୍ଡରେ ସର୍ବାଧିକ, ୨୪ରେ ସର୍ବନିମ୍ନ ଭୋଟର

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି କଟକ ମହାନଗର ନିଗମର ଚୂଡ଼ାନ୍ତ ଭୋଟର ତାଲିକା । ସିଏମ୍ସି ୫୯ଟି ୱାର୍ଡର ଭୋଟର ତାଲିକାରେ ମୋଟ ୪ ଲକ୍ଷ ୫୦ ହଜାର ୭୫୯ ଜଣ ଭୋଟରଙ୍କ ନାମ ରହିଛି। ସେମାନଙ୍କ ମଧ୍ୟରେ ୨ଲକ୍ଷ ୩୧ ହଜାର ୩୦ ଜଣ ପୁରୁଷ ଭୋଟର, ୨ଲକ୍ଷ ୧୯ ହଜାର ୫୯୮ ଜଣ ମହିଳା ଥିବା ବେଳେ ୧୩୧ଜଣ…

ଭିଜିଲାନ୍ସ ଜାଲରେ ASI, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର: ପୁଣି ଭିଜିଲାନ୍ସ ଚଢାଉ ହୋଇଛି । ଝାରସୁଗୁଡ଼ା OMVD ଏଏସ୍ଆଇ ହରେକୃଷ୍ଣ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । କଟକ, ପୁରୀ, ଝାରସୁଗୁଡା ଓ ଗଞ୍ଜାମ ଜିଲ୍ଲାରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଚଢ଼ାଉ ବେଳେ ୪ ଲକ୍ଷ ୪୬…

[ଦେଖନ୍ତୁ ଭିଡିଓ] ୟୁକ୍ରେନରେ ଫସିଛନ୍ତି ଓଡ଼ିଆ ଛାତ୍ର ଛାତ୍ରୀ: ସୁରକ୍ଷିତ ଫେରାଇ ଆଣିବାକୁ ଅନୁରୋଧ

ଭୁବନେଶ୍ୱର: ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ହଜାର ହଜାର ସଂଖ୍ୟାରେ ଭାରତୀୟ ଛାତ୍ରଛାତ୍ରୀ ଓ ନାଗରିକ ଫସି ରହିଛନ୍ତି । ଓଡ଼ିଶାରୁ ମଧ୍ୟ କିଛି ଛାତ୍ର ଏବେ ୟୁକ୍ରେନରେ ଫସି ରହିଛନ୍ତି । ୟୁକ୍ରେନରେ ଯୁଦ୍ଧ ଆରମ୍ଭ ଫଳରେ ସେଠାରେ ଫସିଯାଇଛନ୍ତି କିଛି ଓଡ଼ିଆ ଛାତ୍ର । ୟୁକ୍ରେନରେ…

[ଦେଖନ୍ତୁ ଭିଡିଓ] ବାଜିଲାଣି ପୌର ନିର୍ବାଚନ ବିଗୁଲ୍,ଆଶାୟୀ ପ୍ରାର୍ଥୀଙ୍କ ରଣନୀତି ପ୍ରସ୍ତୁତ

କଟକ: ବାଜିଲାଣି ପୌର ନିର୍ବାଚନ ବିଗୁଲ୍ । ଏ ନେଇ ସରକାରଙ୍କ ପକ୍ଷରୁ ନିର୍ବାଚନ କମିସନରଙ୍କୁ ପୌର ପରିଷଦ,ଵିଜ୍ଞାପିତ ଅଞ୍ଚଳ, ମହାନଗର ନିଗମ ନିର୍ବାଚନ ପାଇଁ ସବୁଜ ସଙ୍କେତ ଦେବା ପରେ କଟକରେ ଦେଖାଗଲାଣି ନିର୍ବାଚନୀ ହାୱା । ଆଉ ଏଥିପାଇଁ ଆଶାୟୀ ପ୍ରାର୍ଥୀମାନେ ମଇଦାନକୁ ଓହ୍ଲାଇବା ପାଇଁ…

ଜେଏସଡବ୍ଲ୍ୟୁ ପ୍ରକଳ୍ପ: ମାର୍ଚ୍ଚ ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି

ପାରାଦୀପ: ଜଗସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକର ଢିଙ୍କିଆ ଅଞ୍ଚଳରେ ଲୋକମାନଙ୍କ ଉପରେ ପୁଲିସର ବର୍ବୋରଚିତ ଲାଠିଚାଳନା ଘଟଣା । ନିରପେକ୍ଷ ତଦନ୍ତ ପ୍ରସଙ୍ଗ ନେଇ ଦାୟର ତିନୋଟି ମାମଲାରେ ଘଟଣାସ୍ଥଳ ଅନୁଧ୍ୟାନ ପାଇଁ ଅଦାଲତ ୫ଜଣିଆ ଆଇନଜୀବୀ ଦଳ ଗଠନ କରିଥିଲେ । ଏହି କମିଟି ଆଜି ଚାରୋଟି ପୃଥକ…