Latest Odisha News

BREAKING NEWS

Browsing Category

କଟକ

Cuttack

ତିନି ପ୍ରଥମ ଶ୍ରେଣୀ କର୍ମଚାରୀଙ୍କୁ ଗିରଫ କଲା ଭିଜିଲାନ୍ସ

କଟକ: ଗୋଟିଏ ଦିନରେ ତିନି ପ୍ରଥମ ଶ୍ରେଣୀ କର୍ମଚାରୀ ଗିରଫ।ସେମାନଙ୍କ ପାଖରୁ ଜବତ ହୋଇଛି ବିଡ଼ା ବିଡ଼ା ଟଙ୍କା। ମୋଟ୍ ୨୨ଲକ୍ଷ ୬୧ହଜାର ୪୩୦ଟଙ୍କା ଜବତ କରାଯାଇଥିବା ଜଣାପଡ଼ିଛି। ଗିରଫ ପରେ ସମସ୍ତ ତିନି ଅଧିକାରୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ କଟକ ଡିଭିଜନ ଏସପି…

ଝିଅ ଚିକିତ୍ସା ପାଇଁ ସହାୟତା ଅପେକ୍ଷାରେ ପରିବାର. ..

କଟକ: ଗରିବ ଅସହାୟ ରୋଗୀ ମାନଙ୍କ ପାଇଁ କେତେ କଣ ସୁବିଧା କରାଯାଉଛି । ହେଲେ ବହୁ ସ୍ଥାନରେ ଅସହାୟ ହୋଇ ଚିକିତ୍ସା । ପାଇପାରୁନାହାନ୍ତି ବହୁ ଗରିବ ରୋଗୀ ମାନେ । ଏମିତି କିଛି ଦୟନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ୍ କଟକରେ ।  ଜଣେ ଅସହାୟ ବାପର କରୁଣ କାହାଣୀ ଦେଖିବାକୁ ମିଳିଛି । ରୋଗ…

ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରୁ ଲୁଟ୍

କଟକ: ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରେ କଳାକନା ବୁଲାଇଲେ ଲୁଟେରା । ଚୌଦ୍ୱାର-କଟକ ବିଧାୟକଙ୍କ ଘରୁ ଚୋରି ଅଭିଯୋଗ । ଗତକାଲି ରାତିରେ ଲୁଟ୍ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଖୋଳତାଡ କରୁଛି ଚାଉଳିଆଗଞ୍ଜ ଥାନା ପୋଲିସ । ବିଧାୟକଙ୍କ ଘରୁ ଲୁଟ୍ ଘଟଣା ଜଣା ପଡ଼ିବା ପରେ…

ରବିବାର ଖୋଲିବ ଓଡ଼ିଶାର ଅଗ୍ରଣୀ ମସଲା କମ୍ପାନୀ ରୁଚିର ଫୁଡ଼୍ ଆଉଟଲେଟ୍

କଟକ: ଆସନ୍ତା ରବିବାର କଟକରେ ଖୋଲିବ ଓଡ଼ିଶାର ଅଗ୍ରଣୀ ମସଲା କମ୍ପାନୀ ରୁଚିର ଫୁଡ୍ ଆଉଟଲେଟ୍। କଟକ ମହାନଦୀ ବିହାର ଅଞ୍ଚଳରେ ଖୋଲିବ। ଏହି ଫୁଡ଼୍ ଆଉଟଲେଟ୍ ରବିବାର ଉଦଘାଟିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ କୁମାର ସାହୁ।…

[ ଭିଡ଼ିଓ] ଶିକାରୀ ପଞ୍ଝାରେ ନିରୀହ ପକ୍ଷୀ

ବାଙ୍କି: ଅବାଧରେ ଚାଲିଛି ପକ୍ଷୀ ଶିକାର । ଦିନକୁ ଦିନ ବିଭିନ୍ନ ପ୍ରଜାତିର ପକ୍ଷୀ ମାନଙ୍କ ସଂଖ୍ୟା ଲୋପ ପାଇଯାଉଥିବା ବେଳେ ଶିକାର କିନ୍ତୁ ବଢି ଚାଲିଛି । ତେବେ ଶିକାରୀ ମାନେ କିନ୍ତୁ ବେଶ୍ ସତର୍କତାର ସହ ବିଭିନ୍ନ ଉପାୟ ବାହାର କରି ପକ୍ଷୀ ଶିକାର କରିଚାଲିଛନ୍ତି । ବାଙ୍କିରେ ମଧ୍ୟ ଅବାଧରେ…

ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଖଡି ଲାଗି

କଟକ: ପବିତ୍ର ମହାଳୟା ବା ଖଡିଲାଗି ଅମାବାସ୍ୟା ।  କଟକର ବିଭିନ୍ନ ପୂଜା ମଣ୍ଡପରେ ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଖଡି ଲାଗି କରାଯାଇଛି । ଖାନନଗର ଖପୁରିଆ ଶିଳ୍ପାଞ୍ଚଳ ପୂଜା ମଣ୍ଗପ ସମେତ ଅନ୍ୟ ସ୍ଥାନରେ ମଧ୍ୟ ଖଡି ଚଢାଯାଇଛି ।  ଆଜି ମୂର୍ତ୍ତିରେ ଖଡିଲାଗି କରାଯାଇଥିବା ବେଳେ…

ପଚା ଅଣ୍ଡାରୁ କେକ୍‌, ଜବତ କଲା ସିଏମ୍‌ସି

କଟକ: ଲୋକଙ୍କ ଜୀବନ ସହିତ ଖେଳ । କଟକରୁ ୧୦ ପେଟି ପଚା ଅଣ୍ଡା ଜବତ କଲା କଟକ ମହାନଗର ନିଗମ । ଆଠଗଡ଼ରୁ କଟକ ସାଆନ୍ତ ସାହି ଚାଲାଣ ବେଳେ ପଚା ଅଣ୍ଡା ପେଟି ଜବତ ହୋଇଛି । ସାଆନ୍ତ ସାହି ବେକେରି ଫ୍ୟାକ୍ଟ୍ରିକୁ ଚାଲାଣ ବେଳେ ଜବତ କରିଛି ସିଏମସି । ପାଉଁରୁଟି, କେକ୍ ଭଳି ଖାଦ୍ୟ ସାମଗ୍ରୀ…

ବେଲଗାମ୍ ଧଳା ଜହର କାରବାର

କଟକ: ଥମୁନି ଧଳାଜହର କାରବାର । କଟକରୁ ପୁଣି ଜବତ ହେଲା ଧଳାଜହର । ୨୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି କଟକ ଦରଘାବଜାର ଥାନା ପୋଲିସ । ବ୍ରାଉନ୍‌ସୁଗାର ବିକ୍ରି କରିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ବ୍ରାଉନ୍‌ସୁଗାର କାରବାର ନେଇ ପୋଲିସକୁ ସୂଚନା ମିଳିଥିଲା । …

ମଣ୍ଡପରେ ଦୁର୍ଗା ପୂଜା ପ୍ରସ୍ତୁତି

କଟକ : ପାଖେଇ ଆସୁଛି ଦଶହରା ।  ମାଆଙ୍କ ଆଗମନକୁ ନେଇ କଟକ ସହରରେ ଥିବା ପୂଜା ମଣ୍ଡପ ଗୁଡିକ ବେଶ୍ ଚଳଚଞ୍ଚଳ ହୋଇ ପଡିଛି । ସହରର ବିଭିନ୍ନ ପୂଜା ମଣ୍ଡପର ଇତିହାସ ସହ କିମ୍ବଦନ୍ତୀ ଯୋଡି ହୋଇଛି  । ଚୌଧୁରୀବଜାର ପୂଜା ପେଣ୍ଡାଲ୍ ରେ ୧୮୭୨ ମସିହାରେ ପୂଜା ଆରମ୍ଭ କରାଯାଇଥିଲା। ଆଉ ପରେ ୧୯୫୬ ରେ…

ବନ୍ଧୁକ ଡିଲରେ ଆଲବମ୍ ନିର୍ଦ୍ଦେଶକ

କଟକ: ବନ୍ଧୁକ ଡିଲରେ ଆଲବମ୍ ନିର୍ଦ୍ଦେଶକ । ବନ୍ଧୁକ ଡିଲ୍‌ ବେଳେ ଚଢ଼ାଉ କଲା ପୋଲିସ୍‌, ୩ ବନ୍ଧୁକ ସହ ୧୬ ରାଉଣ୍ଡ ଗୁଳି ଜବତ, ୪ ଅଭିଯୁକ୍ତ ଗିରଫ  । ବନ୍ଧୁକ ଡିଲ୍‌ ଚଲିଥିବା ବେଳେ ବାଦମବାଡ଼ି ପୋଲିସ୍‌ ଚଢ଼ାଉ କରିଛି । ଏହି ଡିଲ୍‌ କରୁଥିବା ୪ ଜଣଙ୍କୁ ପୋଲିସ୍‌ ଘଟଣା ସ୍ଥଳରୁ ଗିରଫ କରିଛି…