Latest Odisha News
Browsing Category

କଟକ

Cuttack

[ଭିଡିଓ] କଟକରୁ ଧରାପଡିଲା କୁଖ୍ୟାତ ଲୁଟେରା

କଟକ: ଲୁଟେରାଙ୍କ ଟାର୍ଗେଟରେ ଥିଲା ରାଜଧାନୀ ଭୁବନେଶ୍ୱର ଓ କଟକ ସହରର ଭିଆଇପି ଅଂଚଳ । ସମୟ ସୁଯୋଗ ଉଣ୍ଡି ମୋବାଇଲ ଛଡାଇ ଚମ୍ପଟ ମାରୁଥିଲା କୁଖ୍ୟାତ ମୋବାଇଲ ଲୁଟେରା ଆକାଶ ନାୟକ । ଶେଷରେ ଆକାଶ ନାୟକର ସାମ୍ରାଜ୍ୟରେ ଯବନିକା ପକାଇଛି କଟକ ପୋଲିସ । ମିଳିଥିବା ସୂଚନା ଅନୁଯାୟୀ ଅଶ୍ୱିନୀ…

ସମବାୟ ସମିତିରୁ କୋଟିଏ ଟଙ୍କାର ଋଣ ଜାଲିଆତି ମାମଲାରେ ୬ ଗିରଫ

କଟକ: ଆଠଗଡ଼ ଗୁରୁଡ଼ିଝାଟିଆ ସମବାୟ ସମିତି ଋଣ ଜାଲିଆତି ମାମଲାରେ ୬ ଜଣ ଗିରଫ । ଚାଷୀଙ୍କ ନାଁରେ କୋଟିଏରୁ ଅଧିକ ଟଙ୍କା ଋଣ କରି ହଡ଼ପ କରିଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି । ଏହି ସୂଚନା ଦେଇଛନ୍ତି ଚୌଦ୍ୱାର ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା । ଗିରଫ ଅଭିଯୁକ୍ତମାନେ ହେଲେ…

ଆଜି ହାଇକୋର୍ଟରେ ହାଜର ହେବେ ୪ ଜିଲ୍ଲାପାଳ

କଟକ: ଆଜି ହାଇକୋର୍ଟରେ ହାଜର ହେବେ ୪ ଜିଲ୍ଲାର ଜିଲ୍ଲାପାଳ । ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ ହାଇକୋର୍ଟରେ ହାଜର ହେବେ । ଆର୍ଦ୍ରଭୂମି ସୁରକ୍ଷା ସମ୍ପର୍କିତ ମାମଲା ଉପରେ ମତ ରଖିବେ । ଏଥିସହ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନେଇ କଣ ପଦକ୍ଷେପ ନେଇଛନ୍ତି ସେନେଇ…

ପୀଡିତାଙ୍କୁ ମିଳିଲା ନ୍ୟାୟ, ଜେଲରେ ବିବାହ ଉତ୍ସବ

କଟକ : ଶେଷରେ ପୀଡିତାଙ୍କୁ ମିଳିଛି ନ୍ୟାୟ । ବିବାହ କରିଛନ୍ତି ପ୍ରତାରଣାର ଶିକାର ପୀଡିତା । କଟକ ଚୌଦ୍ୱାର ସର୍କଲ ଜେଲରେ ହୋଇଛି ଏହି ବିବାହ ଉତ୍ସବ। ବିବାହ କରି ଅଭିଯୁକ୍ତ ଏବଂ ପୀଡିତାରୁ ପାଲଟିଛନ୍ତି ଉଭୟ ସ୍ୱାମୀ ସ୍ତ୍ରୀ। ସାଲେପୁର ଅଞ୍ଚଳର ଯୁବକ ଜଣକ ନିଶ୍ଚିନ୍ତ କୋଇଲିର ଜଣେ ଯୁବତୀଙ୍କ…

କଟକରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୬ ବେପାରୀ ଗିରଫ

କଟକ: କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । କଟକରୁ ଜବତ ହୋଇଛି ୧ କେଜି ୧୫୯ ଗ୍ରାମ ଧଳାଜହର । ଲାଲବାଗ ଥାନା ଓ ସ୍ପେଶାଲ ସ୍କ୍ୱାଡ୍ ମିଳିତ ଚଢ଼ାଉତେ ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛନ୍ତି । ଏହି ଘଟଣାରେ ୬ ଜଣ ବେପାରୀଙ୍କୁ ବାନ୍ଧିଛି ପୋଲିସ । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର…

ଗୋଷ୍ଠୀ ସଂଘର୍ଷ ନେଲା ଜୀବନ: ମାଆ ମୃତ, ବାପା ଓ ପୁଅ ଗୁରୁତର

କଟକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ମୃତକ ହେଲେ ଗାଁର ଶିବ ମହାଳିକଙ୍କ ପତ୍ନୀ…

ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ

କଟକ: ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ। ଆଜିଠୁ ଖୋଲିଲା କଟକ ଜିଲ୍ଲାର ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର । ଆଜି ଭୋରରୁ ମନ୍ଦିର ଖୋଲାଯାଇ ସମସ୍ତ ନୀତିକାନ୍ତି କରାଯାଇଛି । ମଙ୍ଗଳ ଆଳତୀ ସରିବା ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟାଯାଇଛି । ତେବେ ମନ୍ଦିର ଭିତରକୁ…

ଚତୁର୍ଥ ମହଲାରୁ ଡେଇଁ କରୋନା ଆକ୍ରାନ୍ତଙ୍କ ଆତ୍ମହତ୍ୟା

କଟକ: ଏସସିବି ମେଡିକାଲ ଚତୁର୍ଥ ମହଲାରୁ ଡେଇଁ ଜଣେ କରୋନା ଆକ୍ରାନ୍ତ ଆତ୍ମହତ୍ୟା କରିଛନ୍ତି । ଗୁରୁବାର ଦିନ ଏହି ବ୍ୟକ୍ତି ଜଣକ ହସପିଟାଲର ଚତୁର୍ଥ ମହଲାରୁ ଝରକା ଦେଇ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ସୁରକ୍ଷାକର୍ମୀ ମାନେ ତାଙ୍କୁ ନେଇ ଗୁରୁତର…

ଜାତୀୟ ରାଜପଥ ଟ୍ରାଫିକ୍ ଥାନା ଉଦଘାଟିତ

କଟକ: ଉଦଘାଟନ ହେଲା ବହୁ ପ୍ରତୀକ୍ଷିତ ଜାତୀୟ ରାଜପଥ ଟ୍ରାଫିକ୍ ଥାନା । କଟକ- ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀ ଠାରେ ଏହି ଥାନାକୁ ଉଦଘାଟନ କରିଛନ୍ତି ପୋଲିସ୍ ଡିଜିପି ଶ୍ରୀ ଅଭୟ। ଜାତୀୟ ରାଜପଥରେ ପ୍ରତ୍ୟକ ଦିନ କିଛି ନା କିଛି ଦୁର୍ଘଟଣା ଘଟି ମୂଲ୍ୟବାନ ଜୀବନ ଯାଉଛି । ଦୁର୍ଘଟଣା…

କାଲିଠୁ କଟକ ଜିଲ୍ଲାରେ ଖୋଲିବ ସବୁ ଧର୍ମାନୁଷ୍ଠାନ

କଟକ: ଅନଲକ୍ ପରେ ଧିରେ ଧିରେ ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲୁଛି । ଆସନ୍ତାକାଲିଠୁ କଟକ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ । ଏହି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ । କୋଭିଡ୍ କଟକଣା ଓ ଗାଇଡଲାଇନ୍ ଅନୁସାରେ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି । ସମସ୍ତେ…