Latest Odisha News

BREAKING NEWS

Browsing Category

କଟକ

Cuttack

କୋଭିଡ କଟକଣାରେ ପାଳନ ହେବ କଟକରେ ଦୋଳ ମେଳଣ,ଏକାଠି ହୋଲି ଖେଳିବା ମନା, ଲାଇଟ ଓ ଜନଗହଳିକୁ ବାରଣ

କଟକ: ଫିକା ପଡ଼ିବ ହୋଲି ଓ ଦୋଳ ମେଳଣ । କଟକରେ ଦୋଳ ଯାତ୍ରା ଓ ହୋଲି ଲାଗି କମିଶନରେଟ୍ ପୋଲିସ ଗାଇଡଲାଇନ୍ ଜାରି କରିଛି । ଆଜି କଟକ ଡିସିପି ସମସ୍ତ ଥାନା ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ମେଳଣ ପଡିଆରେ ୨ ଶହରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ପ୍ରତି ବିମାନରେ ୧୦ରୁ…

କଟକରେ ଘରୋଇ ଶିକ୍ଷାନୁଷ୍ଠାନରେ ପୁଣି ୧୩ କରୋନା ପଜିଟିଭ୍

କଟକ: ପୁଣି ଥରେ କଟକରେ ବଢିଛି କରୋନା ସଂକ୍ରମଣ । ଏକ ଘରୋଇ କଲେଜରେ ଆଉ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ସେଥିରୁ ୧୩ ଜଣଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି । ବୁଧବାର ଦିନ ସଂପୃକ୍ତ କଲେଜରୁ ୧୨ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ…

ଓକିଲଙ୍କୁ ଭେଟିପାରିବେ ଆକାଶ ପାଠକ, ଅନୁମତି ଦେଲେ ହାଇକୋର୍ଟ

କଟକ: ନିଜ ଓକିଲଙ୍କ ସହ ସାକ୍ଷାତ କରିପାରିବେ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ । ମାମଲାର ଶୁଣାଣି କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏଥିସହ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ । ରାଜ୍ୟ ସରକାର, ଜେଲ୍ ଡିଜି ଓ ରାଜ୍ୟ ଆଇନସେବା…

କଟକରେ ୱାଟର ସ୍ପୋର୍ଟସ ପାର୍କ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଓଟିଡିସି ଅଧ୍ୟକ୍ଷା

କଟକ:ୱାଟର ସ୍ପୋର୍ଟସ ପାର୍କ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର । କଟକ ଗସ୍ତରେ ଯାଇ ମାତାମଠ ଠାରେ ଥିବା ଏହି ୱାଟର ସ୍ପୋଟର୍ସର ସମୀକ୍ଷା କରିଛନ୍ତି । ଓଟିଡିସିର ବରିଷ୍ଠ ପଦାଧିକାରୀ ଓ ଇଞ୍ଜିନିୟରମାନେ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ । …

ଜଙ୍ଗଲରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଦେଉଳିଆ ବାଘରାଖୋଲ ଜଙ୍ଗଲ 

ବାଙ୍କୀ: ଚନ୍ଦକା ଅଭୟାରଣ୍ୟ ପାଖ ଜଙ୍ଗଲରେ ନିଆଁ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ପାଖରେ ଥିବା ଦେଉଳିଆ ବାଘରାଖୋଲ ଜଙ୍ଗଲ ଜଳୁଥିବା ସୂଚନା ମିଳିଛି । ତେବେ ଏଯାଏ ଘଟଣାସ୍ଥଳରେ ଅଗ୍ନିଶମବାହିନୀ କି ବନ ବିଭାଗ ପହଞ୍ଚି ନଥିବା ସୂଚନା ମିଳିଛି । ନିଆଁ ଆୟତ୍ତ ନହେଲେ ଅଭୟାରଣ୍ୟକୁ ବ୍ୟାପିବା ଆଶଙ୍କା…

ଜାଗରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ ମନା, ମନ୍ଦିର ପରିସରରେ ୧୪୪ ଧାରା

ଆଠଗଡ଼(କଟକ): ମହାଶିବରାତ୍ରି ପାଇଁ ଆଜି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ । କଟକ ଜିଲ୍ଲାର ପ୍ରମୁଖ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ଜାଗର ପାଇଁ ଜାରି ହୋଇଛି ୧୪୪ ଧାରା । କୋଭିଡ୍ ପାଇଁ କଟକଣା ଜାରି କରିଛି ପ୍ରଶାସନ । ଏବର୍ଷ ଶିବରାତ୍ରିରେ ବାବାଙ୍କୁ ଦର୍ଶନ କରି ପାରିବେନି ଭକ୍ତ ।…

ଜଙ୍ଗଲ ନିଆଁକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ: ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ଜଙ୍ଗଲ ଜଳୁଛି । ନିଆଁ ଲିଭାଇବା କାମରେ ଲାଗିଛନ୍ତି ବନ ବିଭାଗ, ଅଗ୍ନିଶମ ବାହିନୀ ସହ ଓଡ୍ରାଫ ଟିମ୍ । ଜଙ୍ଗଲରେ ଅଗ୍ନିକାଣ୍ଡ ନେଇ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଜନସ୍ୱାର୍ଥ ମାମଲା ଦାଏର ହୋଇଛି ।…

କଟକ ବଡ଼ ମେଡିକାଲ ଛାତରୁ ଖସିଲା ଫ୍ୟାନ୍, ମହିଳା ରୋଗୀ ଆହତ

କଟକ: ବଡ଼ ମେଡିକାଲ ଛାତରୁ ଖସିଲା ଫ୍ୟାନ୍ । ଜଣେ ରୋଗୀ ଆହତ ହୋଇଛନ୍ତି । କଟକ ଏସସିବି ସର୍ଜରୀ ଓ୍ୱାର୍ଡରେ ଏହି ଘଟଣା ଘଟିଛି । ଫ୍ୟାନଟି ଛିଣ୍ଡି ଜଣେ ମହିଳା ରୋଗୀଙ୍କ ଉପରେ ଖସି ପଡ଼ିଥିଲା । ଏଥିରେ ମହିଳା ଗୁରୁତର ହୋଇଛନ୍ତି । ଏହାପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ମହିଳା…

ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା: ଦିିଲ୍ଲୀରେ ନୁହେଁ କଟକରେ ହେବ ଶୁଣାଣି

କଟକ: ଓଲିଉଡ କପୁଲ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କୁ ସାମାନ୍ୟ ଆଶ୍ୱସ୍ତି । ଦିଲ୍ଲୀରେ ନୁହେଁ କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ ନିର୍ଦ୍ଦେଶ ନେଇ ବର୍ଷାଙ୍କ ଓକିଲ କ୍ରିଷ୍ଣା କୁମାର ସୂଚନା…

କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଆଠଗଡ: ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର । କଟକ ଜିଲ୍ଲା ଆଠଗଡ ଥାନା ଅନ୍ତର୍ଗତ କନ୍ଦରପୁର ଗାଁ ନିକଟରେ ଥିବା କାଜୁ ବଗିଚାରୁ ମହାଳିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ବୟସ ପାଖାପାଖି ୨୫ ବର୍ଷ ହେବ । ସ୍ଥାନୀୟ ଲୋକ ମୃତଦେହ ଦେଖି ଆଠଗଡ ପୋଲିସକୁ ଖବର ଦେଇଥିଲେ । ଆଠଗଡ ପୋଲିସ…