Latest Odisha News

BREAKING NEWS

Browsing Category

ଢେଙ୍କାନାଳ

Dhenkanal

ଢ଼େଙ୍କାନାଳ ସଦରରୁ ୪୨ ଗ୍ରାମ ବ୍ରାଉନ ସୁଗାର ଜବତ

ଢ଼େଙ୍କାନାଳ:  ଢ଼େଙ୍କାନାଳ ସଦର ଥାନା ଅନ୍ତର୍ଗତ ବଳଦିଆବନ୍ଧ ଗ୍ରାମରୁ ୪୨ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି । ରାଜେନ୍ଦ୍ର କୁମାର ବେହେରା ନାମକ ବ୍ୟକ୍ତିଙ୍କ ଠାରୁ ମାତ୍ରାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରାଯାଇଛି ବୋଲି ଅବକାରୀ ଅଧିକକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀ କହିଛନ୍ତି ।…

କାମାକ୍ଷାନଗର ମହିମା ଆଶ୍ରମରେ ନୂଆଁଖାଇ ପାଳିତ

କାମାକ୍ଷାନଗର: ମଢି ସ୍ଥିତ ମହିମା ଆଶ୍ରମ ଠାରେ କୌପୁନି ଧାରୀ ମହିମା ସମାଜ ପକ୍ଷରୁ ଗଣପର୍ବ ନୂଆଁ ଖାଇ ପାଳିତ ହୋଇଯାଇଛି। ଭୋର ସମୟରୁ ମହିମା ଧର୍ମର ନୀତି ଅନୁଯାୟୀ ମହିମା ସନ୍ୟାସୀ ମାନେ ଏହି ପର୍ବ ସଂପନ୍ନ ହୋଇଛି । ହଜାର ହଜାର ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଏହି କାର୍ଯ୍ୟକ୍ରମରେ ଅଂଶ…

କାନପୁରା ଗାଁରେ ପିଡିଏସ ଦୁର୍ନୀତି ଅଭିଯୋଗ; ଭୂତ ନାଁରେ ଚାଉଳ ହଡ଼ପ କଲେ ସମ୍ପାଦିକା!

କାମାକ୍ଷାନଗର: କାନପୁରା ଗାଁରେ ପିଡିଏସ ଚାଉଳ ବଣ୍ଟନରେ ବ୍ୟାପକ ଦୁର୍ନୀତି ଅଭିଯୋଗ । ଉପଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି ମା ମଙ୍ଗଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା । ସଂଘର ସମ୍ପାଦିକା ଜ୍ୟୋସ୍ନାମୟୀ ବିଶ୍ୱାଳଙ୍କ ନାମରେ ଆସିଛି ସାଂଘାତିକ ଅଭିଯୋଗ । ଭୂତ ନାଁରେ ଚାଉଳ ହଡପ…

ଢ଼େଙ୍କାନାଳରୁ ଆନ୍ଦୋଳନ ଆରମ୍ଭ କଲା ୬୬୨ ବର୍ଗ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ

କାମାକ୍ଷାନଗର: ଢ଼େଙ୍କାନାଳ ଜିଲ୍ଲାରୁ ଆରମ୍ଭ ହେଲା ୬୬୨ ବର୍ଗର +୨ ଓ +୩ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆନ୍ଦୋଳନ। ୬୬୨ ଗୋଟି ବେସରକାରୀ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ମାନଙ୍କର ଅବସରକାଳୀନ ସୁବିଧା, ପେନସନ, କର୍ମଚାରୀ ମାନଙ୍କ ସ୍ଥାୟୀତ୍ୱ, ସପ୍ତମ ବେତନ ଅନୁଯାୟୀ…

ଦାଉ ସାଧୁଛି ଲଗାଣ ବର୍ଷା; ହାତୀ ପଲ ଭାଙ୍ଗିଲେ ଘର

ପରଜଙ୍ଗ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ରୋଡ଼ ପଞ୍ଚାୟତ ବାସୀଙ୍କୁ ବେଡ଼ି ଉପରେ କୋରଡ଼ା ମାଡ଼ । ଲଗାଣ ବର୍ଷା ସାଙ୍ଗକୁ ହାତୀ ମାନଙ୍କର ତାଣ୍ଡବ। କଚ୍ଚା ଘରେ ରହୁଥିବା ଲୋକଙ୍କ ଉପରେ ତ ଦାଉ ସାଧିଛି ଏଇ ଋତୁ । ଅବିରତ ବର୍ଷାରେ ଜଙ୍ଗଲ ଭିତରୁ ହାତୀ ପଲ ଗାଁ ମୁହାଁ ହେଉଛନ୍ତି । ଲଗାଣ…

କାମାକ୍ଷାନଗର ମହୁଲି ଛକରେ ଆମ୍ବୁଲାନ୍ସ ଦୁର୍ଘଟଣା; ଦୁଇ ଚାଳକ ଓ ରୋଗୀ ଆହତ

କାମାକ୍ଷାନଗର: ଶନିବାର ଭୋର ୫.୪୫ ସମୟରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତା ମହୁଲି ଛକ ନିକଟରେ ୧୦୮ ଆମ୍ବୁଲାନ୍ସ ସହିତ ଏକ ଟାଟା ଏସି ଗାଡ଼ି ମୁହାଁ-ମୁହିଁ ଧକ୍କା ହୋଇ ଦୁଇ ଚାଳକ ଆହତ ହୋଇଛନ୍ତି । ଉଭୟ ଚାଳକଙ୍କୁ ନିକଟସ୍ଥ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

ଭୁଲ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ । କ୍ୟାନ୍ସର ନଥାଇ ଅଙ୍ଗ କାଟିଦେଲେ

 ଢେଙ୍କାନାଳ : ଭୁଲ୍ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ ।  ଯେଉଁ ହସ୍ପିଟାଲକୁ ରାଜ୍ୟ ସରକାର ଏମ୍ସ ପ୍ଲସ ଭାବେ ଗଢି ତୋଳିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସେହି ଏସସିବି ହସ୍ପିଟାଲରେ ଏପରି ଏକ ଘଟଣା ଘଟିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଅନନ୍ତପୁରର ପ୍ରଦୀପ୍ତା…

ଆରପାରିରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଳିଙ୍ଗ ଟିଭି ପ୍ରତିନିଧି ଦୁଷ୍ମନ୍ତ ମହାନ୍ତି

ଢେଙ୍କାନାଳ : ଆରପାରିରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଳିଙ୍ଗ ଟିଭି ପ୍ରତିନିଧି ଦୁଷ୍ମନ୍ତ ମହାନ୍ତି । ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୦ ବର୍ଷ ବୟସ ହୋଇଥିଲା । ଆଜି ଭୁବନ ବ୍ଲକରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଥିବାରୁ ସେ ନିଜ…

[ଦେଖନ୍ତୁ ଭିଡିଓ] ଦୁଇ ଦୁଇ ଥର ମୃତ ସାର୍ଟିଫିକେଟ ବାହାର କରି ଅର୍ଥ ହଡପ ଅଭିଯୋଗ

ଢେଙ୍କାନାଳ : ଦୁଇ ଦୁଇ ଥର ମୃତ ସାର୍ଟିଫିକେଟ ବାହାର କରି ଅର୍ଥ ହଡପ ଅଭିଯୋଗ  ।  ମୃତ ଦର୍ଶାଯାଇଥିବା ଲୋକର ପରିବାର ଆଣିଛନ୍ତି ଅଭିଯୋଗ । ଜଣେ ଲୋକକୁ ଦୁଇ ଦୁଇ ଥର ମୃତ ଦର୍ଶାଯାଇ ଟଙ୍କା ହଡପ୍ କରାଯାଇଛି । ତାର ମୃତ୍ୟୁ ସାଟିଫିକେଟ ବାହାର କରାଯାଇଛି ଅର୍ଥ ହଡପ ହୋଇଛି। ଖାଲି ସେତିକି…

ମରଣଯନ୍ତା ପାଲଟିଛି NH-୫୫, ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ: ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୫୫ । ରାଜପଥ କାମ ସଂପ୍ରସାରଣରେ ବିଳମ୍ବ ଯୋଗୁ ସମସ୍ୟା ଭୋଗୁଛନ୍ତି ଜନସାଧାରଣ । ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଢେଙ୍କାନାଳ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ମନମାନି ବିରୋଧରେ…