Latest Odisha News
Browsing Category

ଗଜପତି

Gajapati

ଭତ୍ତା ପାଇଁ ହଟହଟା: ଟ୍ରଲିରେ ବୁହାହେଲେ ବୃଦ୍ଧା

ପାରଳାଖେମୁଣ୍ଡି: ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲିବୁଲି ପାରୁନାହାନ୍ତି,  ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବାର ବ୍ୟବସ୍ଥା ମଧ୍ୟ  କରିଛନ୍ତି। ହେଲେ ଆଜି ଜଣେ ୯୫ ବର୍ଷର…

ବିଜେଡ଼ି ଲିଗାଲ୍ ଫ୍ରଣ୍ଟ ପଦାଧିକାରୀ ତାଲିକାରେ ମୃତ ଆଇନଜୀବୀ

ବ୍ରହ୍ମପୁର: ବିଜୁ ଜନତା ଦଳ ଲିଗାଲ୍ ଫ୍ରଣ୍ଟର ପୁନର୍ଗଠିତ ହୋଇଛି । ଏଥିରେ ୫୧ଜଣ କର୍ମକର୍ତା ଅଛନ୍ତି । ଶନିବାର ଏନେଇ ଦଳ ତରଫରୁ ପଦାଧିକାରୀଙ୍କ ନାମ ଘୋଷଣା ହୋଇଥିଲା । ଏଥିରେ ୩୩ଟି ସାଂଗଠନିକ ଜିଲା ପାଇଁ ସଭାପତିଙ୍କ ନାମ ମଧ୍ୟ ରହିଛି । ତେବେ ତାଲିକାରେ ଜଣେ ମୃତ ଆଇନଜୀବୀଙ୍କ ନାମ…

ବିଜେପି ନେତା, ମନ୍ତ୍ରୀଙ୍କୁ ଧମକ ପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ ଯୁବକ ଗିରଫ

ପାରଳାଖେମୁଣ୍ଡି : ବିଜେପି ନେତା, ମନ୍ତ୍ରୀଙ୍କୁ ଧମକ ପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ  ମୁମ୍ବାଇ ପୋଲିସ୍ ଜଣେ ଯୁବକକୁ ଗିରଫ କରିଛି। ଯୁବକ ଜଣକ ହେଲେ ଗଜପତି ଜିଲ୍ଲା ସେରଙ୍ଗ ଥାନା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ କେ.ଝାଲରସିଂ  ଗାଁର ଆଶିଷ ପରିଛା । ଗତ କିଛି ଦିନ ପୂର୍ବରୁ ଯୁବକ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ;ରହିଥିଲା ମାଳମାଳ ଦୁର୍ନୀତି ଅଭିଯୋଗ

ବ୍ରହ୍ମପୁର: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲା ରାୟଗଡ଼଼ ବ୍ଲକର ସହକାରୀ ଯନ୍ତ୍ରୀ ଦିଲ୍ଲୀପ କୁମାର ସାହୁଙ୍କ ଉପରେ ରାଜ୍ୟ ଭିଜିଲାନ୍ସର ଚଢ଼ଉ ଶନିବାର ସକାଳେ ହୋଇଛି। ଭିଜିଲାନ୍ସ ତରଫରୁ ସାହୁଙ୍କ ବ୍ରହ୍ମପୁର ସହର ଗୋପବନ୍ଧୁନଗରସ୍ଥିତ ବାସଭବନ, ବ୍ରହ୍ମପୁର ଜ୍ୟୋତିନଗରସ୍ଥିତ…

ବ୍ରହ୍ମପୁରରେ ଖୋଲିଲା ଦୁଇ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର; ଘର ପାଖରେ ମିଳିବ ସ୍ବାସ୍ଥ୍ୟ ସେବା

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ଦୁଇଟି ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟନ ହୋଇଯାଇଛି। ସେଥିରୁ ଗୋଟିଏ ୧୫ ନମ୍ବର ୱାର୍ଡର ତୁଳସୀ ନଗରରେ ଥିବା ବେଳେ ଅନ୍ୟଟି ୧୨ ନମ୍ବର ୱାର୍ଡ ମୀନାକ୍ଷୀ ନଗର ଠାରେ ରହିଛି। ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

ଜମି ବିବାଦକୁ ନେଇ ଦୁଇ ଗାଁ ମଧ୍ୟରେ ସଂଘର୍ଷ, ୨୨ ଆହତ, ୯ ଗୁରୁତର

ଗଜପତି : ଜମି ବିବାଦକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ସଂଘର୍ଷ । ଏଥିରେ ୨୨ ଜଣ ଆହତ ହୋଇଥିବା ବେଳେ ୯ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗଜପତି ଜିଲ୍ଲା ମୋହନା ଥାନା ଚରିଆବାଡ଼ରେ ଥିବା ଏକ ସରକାରୀ ଜମିକୁ ନେଇ ଉଭୟ ବିଜିପୁର ଓ ବାହାଡ଼ାପଦା ଗ୍ରାମବସୀଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଛି । ଉଭୟ…

ବାଘ ଛାଲ ଜବତ, ଜଣେ ଅଟକ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଆର୍‌.ଉଦୟଗିରି ବ୍ଲକ ରାମଗିରି ବନବିଭାଗ ପକ୍ଷରୁ ବାଘ ଛାଲ ଜବତ । ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କ ନିର୍ଦ୍ଦେଶରେ ଏସିଏଫ୍ ଗୌରୀପ୍ରସାଦ ରଥଙ୍କ ତତ୍ତ୍ୱାବଧାନରେ…

ଏସଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରୀ

ଗଜପତି : ଏସଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରୀ । ଗଜପତି ଜିଲ୍ଲା ଆର ଉଦୟଗିରି ଥାନା କୁଆଁପଡା ଗାଁ ନିକଟରୁ କଲରାପତରିଆ ବାଘ ଛାଲ୍ ଡିଲ୍ ହେଉଥିବା ବେଳେ ବନ ବିଭାଗ ଚଢାଉ କରି ବାଘ ଛାଲ ଜବତ କରିଛି । ଏହାସହ ଘଟଣାରେ ଜଣଙ୍କୁ ଅଟକ ରଖିଛି ବନ ବିଭାଗ । ବାଘ ଛାଲ ବେପାରୀକୁ ପଚରା ଉଚରା ଜାରି…

ଘାଟିରୁ ତଳକୁ ଖସିଲା, ୧୦ଜଣ ଯାତ୍ରୀ ଆହତ

ଗଜପତି: ଘାଟିରୁ ଖସିଲା ବସ୍ । ଗଜପତି ଜିଲ୍ଲାୂ ରାଇଗଡ଼ ଥାନା ରାଶିବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ତଳକୁ ବସ୍ ଖସିପଡ଼ିବାରୁ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀବାହି ବସ୍ ଭାରସାମ୍ୟ ହରାଇ ଘାଟିରୁ ତଳକୁ ଖସି ପଡ଼ିଥିଲା । ବସ୍ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ…