Latest Odisha News

BREAKING NEWS

Browsing Category

ଗଜପତି

Gajapati

ବନ୍ଧୁକ ଦେଖାଇ ୩୦ଲକ୍ଷ ଟଙ୍କା ଲୁଟିନେଲେ ନକଲି ପୋଲିସ

ଗଜପତି: ନକଲି ପୋଲିସ ସାଜି ବନ୍ଧୁକ ଦେଖାଇ ଲୁଟିନେଲେ ୩୦ ଲକ୍ଷ ଟଙ୍କା । ଏହିଭଳି ଘଟଣା ଘଟିଛି ଗଜପତି ଜିଲ୍ଲା ମେରାପଲି ଗାଁରେ । ସଞ୍ଜୟ ସାହୁଙ୍କ ପରିବାର ଶୋଇଥିବାବେଳେ ୪ଜଣ ଦୁର୍ବୃତ୍ତ ନକଲି ପୋଲିସ ସାଜି ଘରେ ପଶି ଲୁଟ୍ କରିଛନ୍ତି । ଗତକାଲି ରାତିରେ ଘଟିଛି ଏହିଭଳି ଘଟଣା । ଏନେଇ ପୋଲିସ…

ଅଟୋ-ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୮ ଆହତ

ଗଜପତି: ଗଜପତି ଜିଲ୍ଲା ମୋହନା ବ୍ଲକ ଗୁଡ଼ାନାଲି ଗାଁରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଆଜି ଅପରାହ୍ନରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ, ଏକ ବୁଲାଣିରେ ଦୁଇଟି ଅଟୋ…

ବିପୁଳ ପରିମାଣର ରକ୍ତ ଚନ୍ଦନ କାଠ ଜବତ, ପୋଲିସର ତଦନ୍ତ ଜାରି

ଗଜପତି: ବିପୁଳ ପରିମାଣର ଚନ୍ଦନ କାଠ ଜବତ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ଜଣେ ବ୍ୟକ୍ତିଙ୍କ ଘରୁ ବିପୁଳ ପରିମାଣର ରକ୍ତ ଚନ୍ଦନ କାଠ ଜବତ ହୋଇଛି । ପାରାଳାଖେମୁଣ୍ଡି ବାଳିକା ବିଦ୍ୟାଳୟ ରାସ୍ତାରେ ଥିବା ରାଜୁ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ରକ୍ତ ଚନ୍ଦନ କାଠ ଜବତ କରିଛି ବନ ବିଭାଗ ।…

ବସ ଦୁର୍ଘଟଣାରେ ୩୦ଜଣ ଆହତ, ୫ଜଣ ଗୁରୁତର

ଗଜପତି: ବିବାହ ଉତ୍ସବରୁ ଫେରୁଥିବାବେଳେ ବସଟି ଦୁର୍ଘଟଣା ହୋଇଛି । ଗଜପତି ରାୟଗଡ଼ ବ୍ଲକ ସେବକପୁର ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୩୦ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତମାନେ ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳର ବୋଲି…

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ଼, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଗଜପତି: ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ଼୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୂଆଗଡ଼ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି ।  ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍ । ନୂଆଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ଓ ବାସଭବନ, ପାରଳାଖେମୁଣ୍ଡି…

ଗଜପତିରେ ୨୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଠ କଲା ଅବକାରୀ ବିଭାଗ

ଗଜପତି : ଗଜପତି ଜିଲ୍ଲାରେ ଆରମ୍ଭ ହୋଇଛି ଅପରେସନ ଗ୍ରୀନ୍ କ୍ଲିନ୍ । ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା କଟମା ଗାଁରେ ଆଜି ପ୍ରାୟ ୨୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗ । ସୂଚନା ଅନୁସାରେ ୧୦୫ ଏକର ଜମିରେ ଗଞ୍ଜେଇ ସବୁ ଚାଷ କରାଯାଇଥିଲା । ଖବର ପାଇ ଆର…

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ବିଦ୍ୟାଭାରତୀଙ୍କ ଉପରେ ଲାଗିଲା ଦଫା

ଗଜପତି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ଉପରୁ ହଟିଲା ପରଦା, ବିଦ୍ୟାଭାରତୀଙ୍କ ଉପରେ ଲାଗିଲା ଦଫା  । ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ଉପରୁ ପରଦା ହଟିଛି । ଏହି ମାମଲାରେ ଶେଷ ହୋଇଛି କ୍ରାଇମବ୍ରାଞ୍ଚ ତଦନ୍ତ । ଆଉ ତଦନ୍ତ ଶେଷ ହେବା ପରେ ଏନେଇ ପ୍ରେସମିଟ୍ କରି…

ଆଜି ଗଜପତି ଜିଲ୍ଲା ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ BSKY ସ୍ମାର୍ଟ ହେଲଥ କାର୍ଡ

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କର ମାରାଥନ୍ ଜିଲ୍ଲା ଗସ୍ତ । ଆଜି ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି । ସକାଳ ୧୧ଟାରେ ସେ ପାରଳାଖେମୁଣ୍ଡି ହେଲିପ୍ୟାଡରେ…

ସମ୍ଭାବ୍ୟ ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି ବୋଲି ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜରୁରୀ ପରିସ୍ଥିତିର ସାମ୍ନା ପାଇଁ  ଅଫିସରମାନେ ହେଡକ୍ୱାଟର୍ସରେ ରହିବେ । ବିନା ଅନୁମତିରେ କେହି…

ମୁଖ୍ୟ ଶାସନ ସଚିବଙ୍କ ଗଜପତି ଗସ୍ତ

ଗଜପତି: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଗଜପତି ଗସ୍ତରେ ଯାଇଛନ୍ତି। ଗଜପତି ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ସେ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ତୁମ୍ବା ପୁରିଆ ସାହିର ବୁରୁଖତା ଦେଇ କୁନ୍ତୀ ମନ୍ଦିର ଆଦି ସ୍ଥାନ ଅନୁସନ୍ଧାନ…