ବିରଜା ମନ୍ଦିରରେ୧୪୪ ଧାରା ଜାରି

ଯାଜପୁର : କରୋନା ଯୋଗୁ କଟକଣା । ବାହାରକୁ ବାହାରିବାରେ ମଧ୍ୟ ନିୟମ । ଆଗକୁ ରଜ ସାବିତ୍ରୀ ଥିବା ବେଳେ ଭିଡ ନକରିବାକୁ ଦିଆଯାଇଛି ପରାମର୍ଶ । ଗୁରୁବାର ସାବିତ୍ରୀ ପୂଜା ଥିବାରୁ ବଜାର ଗୁଡିକରେ କିଛି ସ୍ଥାନରେ ଭିଡ଼ ଲାଗିଛି...

ଯାଜପୁରରେ ବଧୂ ହତ୍ୟା ଅଭିଯୋଗ

ଯାଜପୁର: ଯାଜପୁରରେ ବଧୂ ହତ୍ୟା । ମଙ୍ଗଳପୁର ଥାନା ମହାନ୍ତି ପାଟଣା ଗାଁ ରେ ବଧୂ ହତ୍ୟା ଅଭିଯୋଗ । ମୃତ ମହିଳା ଜଣକ ହେଲେ ଭାଷ୍କର ବେହେରାଙ୍କ ପତ୍ନୀ ବବିତା ବେହେରା । ବବିତାଙ୍କୁ ସ୍ୱାମୀ ଓ ଶାଶୁ ଘର ଲୋକେ...

ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଭଦ୍ରକ ବିଧାୟକ, ଟ୍ରକ୍ ଧକ୍କାରେ କାର୍ ଚୁରମାର

ଯାଜପୁର: ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତିଗଲେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଳିକ । ତାଙ୍କ କାର୍‌କୁ ଏକ ଟ୍ରକ୍କ ଧକ୍କା ଦେଇଛି । ଭୁବନେଶ୍ୱରରୁ ଭଦ୍ରକ ଫେରିବା ବେଳେ ଯାଜପୁର ଜିଲ୍ଲା ଜାରକା ପାଖରେ ଦୁର୍ଘଟଣା ଘଟିଛି । ତେବେ ବିଧାୟକ...

ଯାଜପୁର ମା’ ପୁଅ ନିଖୋଜ ଘଟଣା; ଛତିଶିଗଡ଼ରୁ ହେଲେ ଉଦ୍ଧାର

ଯାଜପୁର : ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ବଜାରରୁ ନିଖୋଜ ମା' ପୁଅ ଛତିଶିଗଡ଼ରୁ ମୁର୍ମୁଷ ଅବସ୍ଥାରେ ଉଦ୍ଧାର। ଅଚେତ ଅବସ୍ଥାରେ ଛତିଶିଗଡ଼ର ଏକ ନିଛାଟିଆ ସ୍ଥାନରୁ ମା ଓ ପୁଅଙ୍କୁ ଉଦ୍ଧାର କରାଯାଇଛି  । ଗତ ୧୨ ତାରିଖ ସନ୍ଧ୍ୟାରୁ ବାଲିଚନ୍ଦ୍ରପୁର ବଜାରକୁ...

ଚାଷୀଙ୍କ ଜୀବନ ନେଉଛି ଋଣ ଭାର, ଏଥର ଯାଜପୁରରେ

ଯାଜପୁର: ଦେଶର ମେରୁଦଣ୍ଡ ବୋଲାଉଥିବା ଚାଷୀକୂଳ ଏବେ ଆତ୍ମହତ୍ୟା ପନ୍ଥାକୁ ଶ୍ରେୟସ୍କର ମଣୁଛନ୍ତି । ସରକାରଙ୍କ ବହୁମୁଖୀ ଯୋଜନାର ବିଫଳତା ଓ ଋଣ ଭାର ସେମାନଙ୍କ ପାଇଁ କାଳ ପାଲଟିଛି । ଯାଜପୁର ଜିଲ୍ଲାରେ ଋଣ ଭାର ସହିନପାରି ଜଣେ ଚାଷୀ ଆତ୍ମହତ୍ୟା...

ଲଜ୍ଜା ! ଛାତ୍ରଙ୍କୁ ପ୍ରେମ ନିବେଦନ ଓ ଯୌନ ନିର୍ଯାତନା ଅଭିଯୋଗରେ ଅଧ୍ୟାପକ ଗିରଫ

ଯାଜପୁର: କଲେଜ ଛାତ୍ରଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ କଲେଜ ଅଧ୍ୟାପକ ଗିରଫ । ବିଭିନ୍ନ ସମୟରେ ଛାତ୍ରଙ୍କୁ ହ୍ୱାଟ୍ସଆପରେ ପ୍ରେମ ନିବେଦନ କରୁଥିଲେ । ଖରାପ୍ ମେସେଜ୍ ପଠାଉଥିଲେ । ରାତିରେ ତାଙ୍କ ରୁମକୁ ଡାକୁଥିଲେ ଅଧ୍ୟାପକ । ଯାଜପୁର ଜିଲ୍ଲାରୁ ଏଭଳି...

ପୋଖରୀରେ ଖସି ପଡ଼ିଲା କାର , ଚାଳକ ମୃତ

ଯାଜପୁର : ଯାଜପୁରରେ ଅଘଟଣ । ପୋଖରୀରେ କାର ଗଳିପଡ଼ିବା ଫଳରେ କାର ଚାଳକଙ୍କ ମୃତ୍ୟୁ ହୋଇଯାଇଛି । ଯାଜପୁର ଜିଲ୍ଲା କୁଆଖିଆ ଥାନା ମୁଗୁପାଳ ନିକଟରେ ଏପରି ଅଘଟଣ ଘଟିଛି । ମୃତକ ଜଣକ ହେଲେ ମୁଗୁପାଳ ଗାଁ ର ଗଦାଧର...

ମା ବିରଜାଙ୍କ ସ୍ଵନକ୍ଷତ୍ର ଉତ୍ସଵ ପାଳିତ

ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ସ୍ଵନକ୍ଷତ୍ର ତଥା ଜନ୍ମୋତ୍ସବ ମହାଆଡମ୍ବରରେ ପାଳିତ ହେଉଛି । କୋଭିଡ କଟକଣା କୋହଳ ପରେ ବହୁ ସଂଖ୍ୟାରେ ଭକ୍ତ ଓ ଶ୍ରଦ୍ଧାଳୁ ସକାଳୁ ମନ୍ଦିରକୁ ଆସି ମା’ ବିରାଜାଙ୍କ ଦର୍ଶନ କରିବା ସହ ଭୋଗ...

ପୋଲିସ ଗାଡ଼ି ଜାଳି ଦେବା ଘଟଣାରେ ୧୩ ଜଣ ଅଟକ

ଯାଜପୁର: ମହଙ୍ଗା ପଡ଼ିଲା ପୋଲିସ ଗାଡ଼ିକୁ ଜାଳି ଦେବା । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗାଁରେ ପୋଲିସ ଗାଡ଼ି ଜାଳି ଦେଇଥିବା ଅଭିଯୋଗରେ ୧୩ ଜଣଙ୍କୁ ଅଟକ ରଖିଛି ପୋଲିସ । ଗତକାଲି ରାତିରେ ଦୁଇଟି ପୋଲିସ ଗାଡ଼ିରେ...

ଏସିରେ ଫସିଲା ନାଗ

ଯାଜପୁର : ଏସିରେ ଫସିଲା ନାଗ ସାପ । ଯାଜପୁର କୁଆଖିଆର ଜଣେ ଯନ୍ତ୍ରୀଙ୍କ ଘର ଏସିରୁ ଏହି ବିଷାକ୍ତ ନାଗ ସାପଟିକୁ ଉଦ୍ଧାର କରାଯାଇଛି । ବାହାର ପଟେ ଥିବା କମ୍ପ୍ରେସର ୟୁନିଟରେ ଏହି ସାପଟି ଫସିଥିଲା। ତେବେ ଘଟଣା ସ୍ଥଳରେ...

ସାହିତ୍ୟ