Latest Odisha News
Browsing Category

ଯାଜପୁର

Jajpur

[ଦେଖନ୍ତୁ ଭିଡିଓ] ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ଅଜୟ ପରିଡା । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେଲା ଜନ୍ମମାଟିରେ…

ଯାଜପୁର :  ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ଡ.ଅଜୟ ପରିଡା । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟି ଯାଜପୁର ଭଗବାନପୁରରେ ଶେଷକୃତ୍ୟ ସମ୍ପନ୍ନ୍ନ ହୋଇଛି ଅଜୟ ପରିଡାଙ୍କ ପାର୍ଥିବ ଶରୀର ଆଜି ତାଙ୍କ ଜନ୍ମ ମାଟି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଭଗବାନପୁରରେ ପହଁଚିବା ପରେ ସେଠାରେ ଶୋକାକୁଳ…

[ଦେଖନ୍ତୁ ଭିଡିଓ] ମୁକୁଳା ପଡ଼ିଛି ଦୁର୍ବଳ ନଦୀ ବନ୍ଧ। ଆତଙ୍କିତ ନଦୀକୂଳିଆ ଗାଁର ଲୋକେ

ଯାଜପୁର  : ବର୍ଷା ଆରମ୍ଭ ହୋଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଦୁର୍ବଳ ନଦୀ ବନ୍ଧ ଗୁଡିକ ମରାମତି ହୋଇନି। ଫଳରେ ବନ୍ୟା ଆସିଲେ ନଦୀକୂଳିଆ ଲୋକେ ସର୍ବାଧିକ କ୍ଷତିଗ୍ରସ୍ତ ହେବେ। ଏ ହେଉଛି ବିଂଝାରପୁର ବ୍ଲକ ଚନ୍ଦ୍ରମୁଁ ପଂଚାୟତ, ବାଣପୁର ଅଂଚଳ ର ଦୃଶ୍ୟ। ଯେଉଁଠି ମରାମତି ଅଭାବରୁ ନଦୀ ବନ୍ଧ ଗୁଡିକ…

[ଦେଖନ୍ତୁ ଭିଡିଓ] ଗାଁରୁ ସହର ସବୁଠି ରଜ ମଉଜ: ରଜ ଦୋଳି ସହ ପିଠା, ମିଠା ପାନର ଜମୁଛି ଆସର

ଯାଜପୁର  : ଓଡ଼ିଆ ପରମ୍ପରା ଭିତରେ ରଜର ସ୍ଥାନ ସ୍ୱତନ୍ତ୍ର । ୩ ଦିନ ପାଳନ ହେଉଥିବା ଏକ ମାତ୍ର ପର୍ବ ହେଉଛି ରଜ। ଆଧୁନିକତାର ପ୍ରଭାବରେ ଏହି ରଜ ପର୍ବର ଆକର୍ଷଣ କମି କମି ଆସୁଥିବା ବେଳେ ଏହି ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ଉଦ୍ୟମ  ଜାରି ରହିଛି  । ଯାଜପୁରର ମଙ୍ଗଳପୁରରେ ଏହି ରଜ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

[ଦେଖନ୍ତୁ ଭିଡିଓ] ସାବିତ୍ରୀ ଓଷାରେ ଉତ୍ସବ ମୁଖର ବିରଜା ପୀଠ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର : ଆଜି ହେଉଛି ସାବିତ୍ରୀ ବ୍ରତ। ଜ୍ୟେଷ୍ଠ ଅମାବାସ୍ୟା ଦିନ ଏହା ପାଳନ କରାଯିବାର ବିଧି ରହିଛି। । ଏ ଦିନ  ନାରୀ ନିଜର ସ୍ବାମୀଙ୍କର ଦୀର୍ଘ ଜୀବନ କାମନା କରିବା ସହ ପୂଜାର୍ଚ୍ଚନା କରିଥାନ୍ତି ।  ଆଜି ସକାଳୁ ରାଜ୍ୟର ବିଭିନ୍ନ ମନ୍ଦିର ମାନଙ୍କରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି…

ଫାଟିଗଲା ବ୍ୟାଟେରୀ, ଜଳିଗଲା ତିନୋଟି ବ୍ୟାଟେରୀ ଚାଳିତ ବାଇକ

ଯାଜପୁର (ହିମାଂଶୁ କୁମାର ପାଢ଼ୀ): ଚାର୍ଜ ବେଳେ ଫାଟିଲା ବ୍ୟାଟେରୀ ବାଇକର ବ୍ୟାଟେରୀ। ଯାଜପୁର ଲଳିତେଶ୍ୱର ନଗରରେ ଥିବା ଏକ ସୋ ରୁମରେ ଏହି ଅଘଟଣ ଘଟିଛି। ଗାଡି ବ୍ୟାଟେରୀ ଚାର୍ଜ ହେଉଥିବା ସମୟରେ ହଠାତ ଏକ ବ୍ୟାଟେରୀ ବିସ୍ପୋରଣ ହୋଇଥିଲା। ଫଳରେ ନିଆଁ ପୁରା ସୋ ରୁମକୁ ବ୍ୟାପିଥିଲା। ଏଥିରେ…

ପୋଷ୍ଟ ଅଫିସ ଖାତାରୁ ଜମା ଟଙ୍କା ଗାଏବ, ମୁଣ୍ଡରେ ହାତ ଦେଲେ ଜମାକାରୀ

ଯାଜପୁର (ହିମାଂଶୁ କୁମାର ପାଢ଼ୀ): କେନ୍ଦ୍ରର ମୋଦୀ ସରକାର ଆସିବା ପରେ ବେଟି ବଚାଓ, ବେଟି ପଢାଓ ଅଭିଯାନ ଜରିଆରେ ଦେଶରେ ସୁକନ୍ୟା ସମୃଦ୍ଧି ଯୋଜନା ଆରମ୍ଭ ହୋଇଛି। ଏହି ଯୋଜନା ଜରିଆରେ ଜଣେ ଡାକଘର ଜମାଖାତାରେ ଟଙ୍କା ରଖିବ । ଯାହାକୁ ଅନେକ ଲୋକ ଗ୍ରହଣ କରିଛନ୍ତି । କିନ୍ତୁ ବିଡମ୍ବନର…

[ଦେଖନ୍ତୁ ଭିଡିଓ] ଗାଁ ମନ୍ଦିର ଜମି ଜବରଦଖଲକୁ ବିରୋଧ : ବିବାଦରୁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି

ଯାଜପୁର : ଗାଁ ମନ୍ଦିର ଜମି ଜବରଦଖଲକୁ ବିରୋଧ ।  ମନ୍ଦିର ଜାଗାକୁ ଜବରଦଖଲ କରି ଘର ତିଆରି କରିବା ଘଟଣାକୁ ନେଇ ଦେଖାଦେଇଛି ବିବାଦ । ଯାଜପୁର  ଛନ୍ଦାମୁଣ୍ଡ ଗାଁ ତାରିଣୀ ଓ ଭାଗବତ ଆଶ୍ରମର ଜାଗାକୁ ଜନୈକ ବ୍ୟକ୍ତି ଜବରଦଖଲ କରି ନିଜ ଘର କାମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଗ୍ରାମବାସୀ…

[ଦେଖନ୍ତୁ ଭିଡିଓ] ଗାଁରେ ପିଇବା ପାଣି ସମସ୍ୟା : ସମାଧାନ ଦାବି କଲେ ଗାଁର ଲୋକେ

ଯାଜପୁର : ତାତି ବଢିବା ସାଙ୍ଗକୁ ବଢୁଛି ଜଳକଷ୍ଟ । ବିଭିନ୍ନ ସ୍ଥାନରେ ଏବେ ଉତ୍କଟ ପାନୀୟ ଜଳ ସମସ୍ୟା । କେଉଁଠି ପାଣି ଟାଙ୍କି ଅଚଳ ତ ଆଉ କେଉଁଠି ପାଣି ପାଇଁ ଲୋକଙ୍କୁ ଯିବାକୁ ପଡୁଛି ବହୁ ଦୂର । ଘରୋଇ ଜାଗାରରେ ପାଣି ଟାଙ୍କି ନିର୍ମାଣକୁ ନେଇ ସାହିରେ ଦ୍ୱନ୍ଦ ଚାଲିଥିବା ବେଳେ ଆକ୍ରୋଶର…

କେଉଁଠୁ ଆସିଲା କଟା ଗୋଡ଼ ? ଭୟଭୀତ ଲୋକେ

ଯାଜପୁର  : ଜଙ୍ଗଲରୁ କଟା ଗୋଡ଼ ଉଦ୍ଧାର। କେଉଁଠୁ ଆସିଲା କଟା ଗୋଡ଼ ? ଜଙ୍ଗଲରେ କଟା ଗୋଡ଼ କିଏ ପକାଇଲା, ତାହା ଜଣାପଡ଼ିନି। ତେବେ କଟା ଗୋଡ଼ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ନିକଟ…