Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ନଦୀ ପଠାରୁ ଉଦ୍ଧାର ହେଲା ପ୍ରାଚୀନ ମୂର୍ତ୍ତି ଓ କୀର୍ତ୍ତିରାଜି

ଯାଜପୁର: ନଦୀ ପଠାରୁ ଉଦ୍ଧାର ହେଲା ପ୍ରାଚୀନ ମୂର୍ତ୍ତି ଓ କୀର୍ତ୍ତିରାଜି । ଯାଜପୁର ବ୍ଲକ କୁଞ୍ଜବିହାରୀପୁର ନିକଟରୁ ବୈତରଣୀ ନଦୀ ଗର୍ଭରୁ ବାଲି ଖନନ ହେଉଥିଲା । ଏହି ସମୟରେ ପୁରାତନ ଦେବାଦେବୀଙ୍କ ମୂର୍ତ୍ତି ଉଦ୍ଧାର ହୋଇଛି । ଯାହାକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଛି ।…

[ଭିଡ଼ିଓ] ଯାଜପୁର ଜିଲ୍ଲାରେ ବିଜୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ

ଯାଜପୁର: ଯାଜପୁର ଜିଲ୍ଲାବାସୀଙ୍କୁ ମିଳିଲା ବିଜୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ । ଏହି କାର୍ଡ ମାଧ୍ୟମରେ ଜିଲ୍ଲା ବାସୀ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇପାରିବେ । କେବଳ ସରକାରୀ ନୁହେଁ ରାଜ୍ୟ ଓ ରାଜ୍ୟ ବାହାରର ବଡ ବଡ ବେସରକାରୀ ହସ୍ପିଟାଲରେ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇ ପାରିବେ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ଯାଜପୁର

ଯାଜପୁର : ଯାଜପୁର ପାଇଲା ସ୍ମାର୍ଟ ହେଲଥ କାର୍ଡ । ଯାଜପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି । ଆଜି ସନ୍ଧ୍ୟାର ଏନଏସି କଲେଜ ପଡିଆରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସି ମାଧ୍ୟମରେ…

[ଭିଡିଓ] ସଂସ୍କୃତ ଶ୍ଲୋକ ଗାଇ ଆନ୍ତର୍ଜାତୀୟ ସ୍ତରରେ ନାଁ କମାଇଲେ ମୟଙ୍କ

ଯାଜପୁର : ସଂସ୍କୃତ ଶ୍ଲୋକ ଗାଇ ଆନ୍ତର୍ଜାତୀୟ ସ୍ତରରେ ନାଁ କମାଇଲେ ୮ ବର୍ଷ ଛାତ୍ର । ଯାଜପୁର ବରୀ ବ୍ଲକ ଗୋଲକୁଣ୍ଡ ହରିପୁର ଗାଁର ମୟଙ୍କ ପତି ।ବୟସ ମାତ୍ର ମାତ୍ର ୮ ବର୍ଷ ହେଲେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଏକାଧିକ ପୁରଷ୍କାର ହାତେଇବାରେ ସଫଳ ହୋଇଛନ୍ତି ମୟଙ୍କ । ମୟଙ୍କ କେବଳ…

ପରିବା ବୋଝେଇ ଅଟୋ ଓ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ଦୁଇ ଗୁରୁତର

ଯାଜପୁର: ପରିବା ବୋଝେଇ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା । ଯାଜପୁରର ସହରର କିଆନାଳୀ ଛକ ନିକଟରେ ସକାଳୁ ଘଟିଛି ଏହି ଅଘଟଣ । ଘଟଣାସ୍ଥଳରେ ବାଇକ ଆରୋହୀ ମୃତ । ଦୁଇଜଣ ଗୁରୁତର ରହିଥିବା ସୂଚନା ମିଳିଛି । ମୃତକ ଜଣକ ହେଲେ ରାଉତରାପୁର ଗୋପାଳି ଛକର ଅନନ୍ତ କୁମାର ନାୟକ । ଦୁର୍ଘଟଣା…

ଆସନ୍ତାକାଲି ଯାଜପୁରରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆସନ୍ତାକାଲି ଯାଜପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଯୋଜନାରେ ମୋଟ୍ ୪ ଲକ୍ଷ ୧୦ହଜାର ହିତାଧିକାରୀ ଉପକୃତ ହେବେ । ଏହି…

ଯାଜପୁରରେ ‘ଜୱାଦ’ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍

ଯାଜପୁର : ବାତ୍ୟା ଜୱାଦ ଚାଷୀମାନଙ୍କ ଚାଷକୁ ବିଗାଡି ଦେଇଛି । ଏହାର ପ୍ରଭାବରେ ଯାଜପୁର ଜିଲ୍ଲାର ଚାଷୀମାନେ ନାହିଁ ନଥିବା କ୍ଷତିଗ୍ରସ୍ତ ହୋଇଛନ୍ତି ।ଏନେଇ କେନ୍ଦ୍ରୀୟ ପ୍ରତିନିଧିଦଳ ଯାଜପୁର ଜିଲ୍ଲାର ଜୱାଦ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି । କେନ୍ଦ୍ରୀୟ ଟିମ୍ ଦଶରଥପୁର ବ୍ଲକ ରାହସୋଇ…

ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା, ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ

ଯାଜପୁର: ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ । ନ୍ୟାୟ ପାଇଁ ଏବେ ପ୍ରେମିକ ଘର ଆଗରେ ଧାରଣାରେ ବସିଛନ୍ତି ପ୍ରେମିକା । ଯାଜପୁର ଜିଲ୍ଲା କୋରାଇ ଥାନା ରଗଡ଼ି ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ ହୋଇଛି, ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା…

ପୂର୍ବ ଶତୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

ଯାଜପୁର: ଯାଜପୁର ଥାନା ବୃନ୍ଦାବନପୁର ଗାଁରେ ଘଟିଛି ହତ୍ୟାକାଣ୍ଡ । ପୂର୍ବ ଶତୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । କଟୁରୀ ଚୋଟରେ ଗାଁର ପ୍ରକାଶ ଚନ୍ଦ୍ର ଦାସଙ୍କ ମୃତ୍ୟୁ ହୋଇଛି । ଗାଁକୁ ଷ୍ଟ୍ରିଟ୍ ଲାଇଟ୍ ଲାଗିବା ପାଇଁ ଆସିଥିଲା । ଏହାକୁ ନେଇ ପ୍ରକାଶ ଏବଂ ଦେବ…

କୁଏତରୁ ଫେରିଥିବା ଯାଜପୁରର ଦୁଇଜଣ କରୋନା ସଂକ୍ରମିତ

ଯାଜପୁର: କୁଏତରୁ ଫେରିଥିବା ଯାଜପୁର ଜିଲ୍ଲାର ଦୁଇଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ବଡ଼ଚଣା ଓ ଅନ୍ୟ ଜଣେ ବରୀ ଅଞ୍ଚଳର ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ଗତ ନଭେମ୍ବର ୨୬ତାରିଖରେ ସେମାନେ କୁଏତରୁ ଭାରତକୁ ଆସିଥିଲେ । ସେମାନଙ୍କର ଆରଟିପିସିଆର ଟେଷ୍ଟ…