Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ଅସହ୍ୟ ଋଣଭାର, ଇଚ୍ଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ଯୁବକ

ଯାଜପୁର: ଇଚ୍ଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଆବେଦନ କଲେ ଯାଜପୁର ଜିଲ୍ଲାର ଜଣେ ଦିବ୍ୟାଙ୍ଗ ଯୁବକ । ବ୍ୟବସାୟ ପାଇଁ ଋଣ ଆଣି ବିଫଳ ହେବାରୁ କିଛି ଏପରି ନିଷ୍ପତ୍ତି ନେଇଛନ୍ତି ରାକେଶ ଦାସ । ଏହି ଘଟଣା କେବଳ ଯାଜପୁର ନୁହେଁ ବରଂ ସାରା ଓଡିଶାରେ ଆଲୋଡନ ସୃଷ୍ଟି କରିଛି । ବିଂଝାରପୁର…

ମଶାରୀ ଭିତରେ ପଶି ଦେଢ଼ ବର୍ଷର ଶିଶୁକୁ କାମୁଡ଼ିଲା ତମ୍ପ ସାପ

ଯାଜପୁର: ମଶାରୀ ଭିତରେ ପଶି ଦେଢ଼ ବର୍ଷର ଶିଶୁକୁ କାମୁଡ଼ିଲା ତମ୍ପ ସାପ । ଏହିଭଳି ଖବର ସାମ୍ନାକୁ ଆସିଛି ଯାଜପୁର ଜିଲ୍ଲାରୁ । ସ୍ନେକ୍ ହେଲ୍ପ ଲାଇନ୍ ସଦସ୍ୟ ପହଞ୍ଚି ମଶାରୀ ଭିତରୁ ୩ଫୁଟ ଲମ୍ବର ବିଷଧର ତମ୍ପ ସାପକୁ ଉଦ୍ଧାର କରିଥିଲେ । ଶିଶୁଟିକୁ ଚିକିତ୍ସା ପାଇଁ ଯାଜପୁର ଜିଲ୍ଲା ମୁଖ୍ୟ…

ପଦ୍ମଶ୍ରୀ ନନ୍ଦ ସାର କରୋନାରେ ଆକ୍ରାନ୍ତ

ଯାଜପୁର: ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କୋଭିଡ଼୍ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ତାଙ୍କୁ କଳିଙ୍ଗନଗର ସ୍ଥିତ ଟାଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନନ୍ଦ ସାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ଜଣାପଡ଼ିଛି । ଗତକାଲି ନନ୍ଦ ସାର ଅସୁସ୍ଥ ଅନୁଭବ କରିଥିଲେ । ଏହା…

ପଦ୍ମଶ୍ରୀ ନନ୍ଦ ସାର ଅସୁସ୍ଥ, ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି

ଯାଜପୁର : ଅସୁସ୍ଥ ହୋଇପଡ଼ିଛନ୍ତି ପଦ୍ମଶ୍ରୀ ନନ୍ଦ ସାର । ସୁକିନ୍ଦା ବ୍ଲକ କନ୍ତିରା ଗାଁର ନନ୍ଦ କିଶୋର ପୃଷ୍ଟିଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଛି। ନନ୍ଦ ସାର କିଛି ଦିନ ଧରି ଜ୍ୱରରେ ପିଡିତ ଥିଲେ। ଆଜି ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ…

ଗଣଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାରୁ ବିଜେପି ଯୁବମୋର୍ଚ୍ଚାର ୯ ଜଣ ଥାନାରେ ଅଟକ

ଯାଜପୁର : ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ପଡ଼ିଲା ମହଙ୍ଗା । ଗଣଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ଯାଜପୁର ଯୁବ ମୋର୍ଚ୍ଚାର ୯ ଜଣ କର୍ମୀ ଥାନା ରେ ଅଟକ । ଆଜି ଯାଜପୁର ବିରଜା ହାଇସ୍କୁଲ ପରିସରରେ ସ୍କୁଲ ରୂପାନ୍ତରଣ ଉଦଘାଟନ କୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆସିବାକୁ ଥିବା ବେଳେ…

୬୪ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆଜି ଯାଜପୁର ଜିଲ୍ଲାର ପ୍ରଥମ ପର୍ଯ୍ୟାୟରେ ହୋଇଥିବା ୬୪ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ । ଅପରାହ୍ନରେ ହେବାକୁ ଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।…

ଯାଜପୁରରେ ୬୫ଟି ରୂୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ଦ୍ୱାରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆସନ୍ତାକାଲି ଯାଜପୁର ଜିଲ୍ଲାର ୬୫ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଯାଜପୁରର ବିରଜା ହାଇସ୍କୁଲ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଶିକ୍ଷାର ମାନଦଣ୍ଡ ବୃଦ୍ଧି କରିବାକୁ…

[ଭିଡ଼ିଓ] କାର୍ ଭିତରୁ ନାଗ ଉଦ୍ଧାର

ବରୁହା  : କାର୍ ଭିତରୁ ଉଦ୍ଧାର ହେଲା ନାଗ ସାପ । ଯାଜପୁର ବରୁହା ରକେଇ ବଜାରରେ ଜଣେ ବ୍ୟକ୍ତିଙ୍କ କାରରୁ ଏହି ୫ଫୁଟର ନାଗଟିକୁ ଉଦ୍ଧାର କରାଯାଇଛି । ବ୍ୟକ୍ତି ଜଣକ କାର୍ ନେଇ ବାହାରକୁ ବାହରୁଥିବା ବେଳେ ସାପର ଗର୍ଜନ ଶୁଣିବାକୁ ମିଳିଥିଲା । ପରେ ସାପଟି ଇଞ୍ଜିନ୍ ଭିତରେ ଶୋଇଥିବା ଦେଖିବାକୁ…

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ଯାଜପୁର: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ହୋଇଥିଲା । ଏଥିରେ ମହାମାରୀ ସମୟରେ ଗଣମାଧ୍ୟମ:ଏକ ନୂତନ ଆହ୍ୱାନ ବିଷୟବସ୍ତୁ ଉପରେ ଆଲୋଚନା…

କଏଦୀଙ୍କୁ ସ୍ୱାବଲମ୍ବୀ କରିବାକୁ ଯାଜପୁର ଜେଲ କର୍ତ୍ତୃପକ୍ଷଙ୍କ ନିଆରା ପ୍ରୟାସ

ଯାଜପୁର: ଆଗକୁ ଆସୁଛି କାର୍ତ୍ତିକ ପୂର୍ଣ୍ଣିମା। ଜେଲ ପକ୍ଷରୁ ପ୍ରସ୍ତୁତ ହୋଇ ବିକ୍ରି ହେଉଛି ଭଳିକି ଭଳି ଡ଼ଙ୍ଗା। ଯାଜପୁର ଜେଲରେ ଥିବା କଏଦୀମାନଙ୍କୁ ନେଇ ଆରମ୍ଭ ହୋଇଛି ଏହି ନୂଆ ପ୍ରୟାସ। ଜେଲରେ ଥିବା କଏଦୀମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଜେଲ…