ଯାଜପୁର ଜିଲ୍ଲା ସାମ୍ବାଦିକ ସଂଘର ଆଲୋଚନା ଚକ୍ର

ଯାଜପୁର: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁରରେ ଜିଲ୍ଲା ସାମ୍ବାଦିକ ସଂଘର ସାଂଗଠନିକ ବୈଠକ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସ୍ୱାଧୀନତା ସଂଗ୍ରାମ ସମିତିର ସଭାପତି ନୀଳମଣି ସାମଲ ଉଦଘାଟନ କରିଥିଲେ। ରାଜ୍ୟ ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ କୈଳାଶ ଚନ୍ଦ୍ର ନାୟକ, ବିଶିଷ୍ଟ...

ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ଯାଜପୁର: ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ। କେଉଁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନିକଟରୁ ୧୦ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଟଙ୍କା ନେଇ ଯାଉଥିବା ଖବର...

ବିନା ଭକ୍ତରେ ଗଡ଼ିଲା ମା’ ବିରଜାଙ୍କ ରଥ

ଯାଜପୁର: କୋରନା କଟକଣା ଭିତରେ ବିନା ଭକ୍ତରେ ଗଡ଼ିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ରଥ । ନବରାତ୍ରି ଅବସରରେ ଆରମ୍ଭ ହୋଇଛି ମା’ ବିରଜାଙ୍କର ନବଦିବସୀୟ ରଥଯାତ୍ରା । ଗତକାଲି ପାରମ୍ପରିକ ରୀତିନୀତି ଅନୁଯାୟୀ ରଥପୂଜା ପରେ ରଥ ପ୍ରତିଷ୍ଠା...

ପ୍ରିୟଙ୍କା ଗାନ୍ଧୀଙ୍କ ଗିରଫଦାରି ପ୍ରତିବାଦରେ ଯାଜପୁରରେ କଂଗ୍ରେସର ବିକ୍ଷୋଭ

ଯାଜପୁର: ଉତ୍ତରପ୍ରଦେଶରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ଗିରଫ ଦାରି ପ୍ରତିବାଦରେ ଯାଜପୁରରେ କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ କରାଯାଇଛି। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ପ୍ରିୟଙ୍କା ଲକ୍ଷ୍ମୀପୁର ଯାଉଥିବା ସମୟରେ ପୋଲିସ ତାଙ୍କୁ ଗିରଫ କରିଛି। ଏହାର ପ୍ରତିବାଦ କରି ଯାଜପୁର...

ଯାଜପୁରରେ ଉଦ୍ଧାର ହେଲା ବିରଳ ମାଛ

ଯାଜପୁର : ନାଳରୁ ଉଦ୍ଧାର ହେଲା ବିରଳ ମାଛ । ଯାଜପୁର ବିଂଝାରପୁର ବରହମପୁର ନାଳରୁ ଏପରି ବିରଳ ମାଛ ଉଦ୍ଧାର କରାଯାଇଛି । ଏହି ମାଛର ଜିଭ ମଣିଷପରି ହୋଇଥିବା ଦେଖିବାକୁ ମିଳିଛି । ମାଛ କେନାଲରେ ଭାସୁଥିବା ଦେଖି ସ୍ଥାନୀୟ...

ଆଜି ପବିତ୍ର ମହାଳୟା, ସନ୍ଧ୍ୟାରେ ଗଡ଼ିବ ମା’ ବିରଜାଙ୍କ ରଥ

ଯାଜପୁର: ଆଜି ପବିତ୍ର ମହାଳୟା। ପିତୃପକ୍ଷ ପିଣ୍ଡ ଦାନ ପାଇଁ ଏକ ସ୍ୱତନ୍ତ୍ର ଦିନ। ଏହି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ ପାଇଁ ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ପବିତ୍ର ମହାଳୟାରେ ବିରଜା ମନ୍ଦିରସ୍ଥିତ...

କଟକଣା ଭିତରେ ଗଡ଼ିବ ମା’ବିରଜାଙ୍କ ରଥ

ଯାଜପୁର: କଟକଣା ଭିତରେ ଗଡ଼ିବ ମା’ବିରଜାଙ୍କ ରଥ । କରୋନା କଟକଣା ଯୋଗୁଁ ଚଳିତବର୍ଷ ଦୁର୍ଗା ମହାଷ୍ଟମୀରେ ଗଡିବ ରଥ ।  ବିନା ଶ୍ରଦ୍ଧାଳୁରେ ଗଡିବ ମା’ ବିରଜାଙ୍କ ରଥ । ଏନେଇ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ।...

ବେଆଇନ୍ ବିସ୍ଫୋରକ ଗୋଦାମରେ ଚଢ଼ଉ, ୨ଟି ବେଆଇନ୍ ଗୋଦାମ ସିଲ୍‌

ଯାଜପୁର: ବେଆଇନ୍ ବିସ୍ଫୋରକ ଗୋଦାମରେ ଚଢ଼ଉ, ୨ଟି ବେଆଇନ୍ ଗୋଦାମ ସିଲ୍‌ । ଧର୍ମଶାଳା ତହସିଲର କଳାପଥର ଖାଦାନରେ ବିସ୍ଫୋରକ ସାମଗ୍ରୀ । ଗତକାଲିଠାରୁ ଜେନାପୁର ଥାନା ଅଞ୍ଚଳରେ ପୁଲିସ ଚଢ଼ଉ କରି ୨ଟି ବେଆଇନ୍ ଗୋଦାମକୁ ସିଲ୍‌ କରିଛି । ଏହି...

କରୋନା ଯୋଦ୍ଧାଙ୍କ ପରିବାରକୁ ମିଳିଲା ସହାୟତା

ଯାଜପୁର: କରୋନା ମହାମାରୀରରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ ମିଳିଲା ସହାୟତା। ଯାଜପୁର ବାଲିଚନ୍ଦ୍ରପୁର ଅଞ୍ଚଳର ସାମ୍ବାଦିକ ରତିକାନ୍ତ ବଳଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର...

ଯାଜପୁରରେ ମହାତ୍ମା ଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀ ଜୟନ୍ତୀ ପାଳିତ

ଯାଜପୁର : ଆଜି ଜାତିର ପିତା ମହାତ୍ମା ଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ । ଏହି ଅବସରରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଚକ୍ରବର୍ତ୍ତୀ...

ସାହିତ୍ୟ