Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ଯାଜପୁର: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ହୋଇଥିଲା । ଏଥିରେ ମହାମାରୀ ସମୟରେ ଗଣମାଧ୍ୟମ:ଏକ ନୂତନ ଆହ୍ୱାନ ବିଷୟବସ୍ତୁ ଉପରେ ଆଲୋଚନା…

କଏଦୀଙ୍କୁ ସ୍ୱାବଲମ୍ବୀ କରିବାକୁ ଯାଜପୁର ଜେଲ କର୍ତ୍ତୃପକ୍ଷଙ୍କ ନିଆରା ପ୍ରୟାସ

ଯାଜପୁର: ଆଗକୁ ଆସୁଛି କାର୍ତ୍ତିକ ପୂର୍ଣ୍ଣିମା। ଜେଲ ପକ୍ଷରୁ ପ୍ରସ୍ତୁତ ହୋଇ ବିକ୍ରି ହେଉଛି ଭଳିକି ଭଳି ଡ଼ଙ୍ଗା। ଯାଜପୁର ଜେଲରେ ଥିବା କଏଦୀମାନଙ୍କୁ ନେଇ ଆରମ୍ଭ ହୋଇଛି ଏହି ନୂଆ ପ୍ରୟାସ। ଜେଲରେ ଥିବା କଏଦୀମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଜେଲ…

[ଭିଡ଼ିଓ] ଚିକିତ୍ସା ପାଇଁ ସହାୟତାକୁ ଅପେକ୍ଷା …

ଯାଜପୁର : ଦିବ୍ୟାଙ୍ଗ ମାନଙ୍କ ପାଇଁ ସରକାରଙ୍କ ଅନେକ ଯୋଜନା । ହେଲେ କିଛି ସ୍ଥାନରେ ଏଥିରୁ ବଂଚିତ ରହୁଛନ୍ତି ବହୁ ଲୋକ । ଏମିତି କିଛି ଦୃଶ୍ୟ ଦେଖିବାକ ମିଳିଛି ଯାଜପୁର ମଧୁସୂଦନପୁର ଗାଁରେ । ମଧୁସୂଦନପୁର ପଞ୍ଚାୟତର ବାବୁଲା ମଲ୍ଲିକ ଦୀର୍ଘଦିନ ଧରି ଶଯ୍ୟାଶାୟୀ ହୋଇ ଦିନ କାଟୁଛନ୍ତି ।…

କାଳିଆ ଯୋଜନା: ମିଳିଲା ପ୍ରଥମ କିସ୍ତି, ଦ୍ୱିତୀୟ କିସ୍ତିର ନାଁ ଗନ୍ଧ ନାହିଁ

ଯାଜପୁର: କାଳିଆ ଯୋଜନାରୁ ବଞ୍ଚିତ ହେଲେ ହିତାଧିକାରୀ। ସରକାରୀ ଯୋଜନାର ବାସ୍ତବ ବ୍ୟବସ୍ଥା କିପରି କାର୍ଯ୍ୟକାରୀ ହେଉଛି ତାହାର ଏହା ହେଉଛି ଜ୍ୱଳନ୍ତ ଉଦାହରଣ। ଚାଷୀଙ୍କୁ ମୃତ ଦର୍ଶାଇ କାଳିଆ ଯୋଜନା ତାଲିକାରୁ ନାଁ କାଟିଦିଆଯାଇଛି। ଏହିପରି ଦୃଶ୍ୟ ସାମ୍ନାକୁ ଆସିଛି ଯାଜପୁର ଜିଲ୍ଲା ବରୀ…

କବାଡ଼ିଖାନାରୁ ଚୋରା ଗାଡ଼ି ଜବତ ଘଟଣା, ୩ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ

ଯାଜପୁର: ଯାଜପୁର ଶିତଳେଶ୍ୱର କବାଡ଼ିଖାନାରୁ ଚୋରା ଗାଡ଼ି ଜବତ ଘଟଣା। ଏଥିରେ ପୋଲିସ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କ ବିରୋଧରେ ଯାଜପୁର ସମେତ ରାଜ୍ୟର ୯ଟି ଥାନାରେ ଅଭିଯୋଗ ରହିଛି। ଗିରଫ ଅଭିଯୁକ୍ତମାନେ ହେଲେ କବାଡ଼ିଖାନାର ମାଲିକ ଯାଜପୁର ଅଞ୍ଚଳର ପିତାମ୍ବର…

କବାଡ଼ି କାରଖାନା ଉପରେ ପୋଲିସର ଚଢ଼ାଉ, ୩ଜଣ ଅଟକ

ଯାଜପୁର: ଯାଜପୁର ଶିତଳେଶ୍ୱରରେ କବାଡ଼ି କାରଖାନା ଉପରେ ପୋଲିସର ଚଢ଼ାଉ। ଘଟଣାରେ ୩ଜଣଙ୍କୁ ଅଟକ ରଖିଛି ପୋଲିସ। ଜିପିଏସ୍ ଟ୍ରାକ ଦ୍ୱାରା ଜବତ ହୋଇଥିଲା ଗାଡ଼ି। ପରେ ସାମ୍ନାକୁ ଆସିଲା ପୁରା ତଥ୍ୟ। ସୂଚନା ଅନୁସାରେ, କଟକ ଜଗତପୁର ଅଞ୍ଚଳରୁ ଏକ ପିକଅପ ଭ୍ୟାନ ଚୋରୀ ହୋଇଥିଲା। ଏହାପରେ ଗାଡ଼ି…

ମାଛ ଧରିବା ବେଳେ ଟାଣିନେଲା କୁମ୍ଭୀର, ଯୁବକ ନିଖୋଜ

ଯାଜପୁର : ମାଛ ଧରିବା ବେଳେ ଅଘଟଣ । ଯୁବକଙ୍କୁ ପାଣି ଭିତରକୁ ଟାଣିନେଲା କୁମ୍ଭୀର। ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ବରୀ ବ୍ଲକ ଉଦୟନାଥପୁର ପଞ୍ଚାୟତରେ ଘଟିଛି। ଓଡ୍ରାଫ୍ ଟିମ୍ ଘଟଣା ସ୍ଥଳ ରେ ପହଁଚି ଖୋଜାଖୋଜି ଜାରି ରଖିଛନ୍ତି। ନିଖୋଜ ଯୁବକ ହେଉଛନ୍ତି କହରାଗଣ୍ଡ ଗାଁ ର ମୁରଲୀଧର…

ପିଲାଙ୍କୁ ନିମ୍ନମାନର ଚାଉଳ ଦିଆଯାଉଥିବା ଅଭିଯୋଗ

ଯାଜପୁର: ଚାଉଳରୁ ବାହାରୁଛି ପୋକ। ଏହିପରି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲାରେ। ସୂଚନା ଅନୁସାରେ, ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ବରୁଣେଶ୍ୱର ଆଦର୍ଶ ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କୁ ଦିଆଯାଉଥିବା ଚାଉଳରେ ପୋକ ବାହାରୁଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

ରେଳ ଧାରଣାରେ ପଡ଼ିଛି ଅଚିହ୍ନା ଯୁବକଙ୍କ ମୃତଦେହ

ଯାଜପୁର: ଚ୍ରେନ୍ ଲାଇନରେ ପଡ଼ିଛି ଅଜଣା ଯୁବକଙ୍କ ମୃତଦେହ । ଯାଜପୁର ଜିଲ୍ଲା ହରିଦାସପୁର-ଧାନମଣ୍ଡଳ ରେଳ ଲାଇନର ଖୋସାଲିପୁର ନିକଟରୁ ଉଦ୍ଧାର ହୋଇଛି ମୃତଦେହ । ଆଜି ସକାଳେ ସ୍ଥାନୀୟ ଲୋକ ରେଲ ଧାରଣାରେ ମୃତଜେହ ପଡ଼ିଥିବା ଦେଖିଥିଲେ । ଏହାପରେ ଘଟଣାସ୍ଥଳରେ ପହଞ୍ଚିଥିଲା ଆରପିଏଫ୍ । ଆରପିଏଫ…

[ଭିଡ଼ିଓ ] ମଧ୍ୟାହ୍ନଭୋଜନ ଚାଉଳ ପାଇଁ ଚାଲିଲେ ୨୦ କିଲୋମିଟର

ସୁକିନ୍ଦା: ପୁଣି ସାମନାକୁ ଆସିଲା ନଗଡ଼ାର ଆଉ ଏକ ଦୟନୀୟ ଚିତ୍ର । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକର ବହୁ ଚର୍ଚ୍ଚିତ ନଗଡ଼ା । ମୁଣ୍ଡରେ ଚାଉଳ ବସ୍ତା ମୁଣ୍ଡାଇ ପାହାଡ଼ିଆ ରାସ୍ତାରେ ୨୦ କିଲୋମିଟର ଚାଲିଲେ ଛାତ୍ରଛାତ୍ରୀ । କରୋନା ଯୋଗୁ ପିଲାଙ୍କୁୂ ମଧ୍ୟାହ୍ନ ଭୋଜନ ବଦଳରେ ଚାଉଳ ଦିଆଯାଉଛି ।…