Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ସରସ୍ବତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା । ଯାଜପୁର ଦାନଗଦି ବ୍ଲକ ଶରତ ରାଉତ ଉଚ୍ଚ ବିଦ୍ୟାପୀଠରେ ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଥିବା ଘଟଣାରେ ଏବେ ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା। ସରସ୍ୱତୀ ପୂଜା ଦିନ ସ୍କୁଲ ପରିସରରେ ହୋଇଥିବା ଭୋଜି…

ବରୁଣେଶ୍ୱର ମହୋତ୍ସବ ଉଦ୍‌ଘାଟିତ

ଯାଜପୁର : ଯାଜପୁର ବିଂଝାରପୁର ବ୍ଳକ ଅରେଇରେ ବରୁଣେଶ୍ୱର ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନୀ ଉତ୍ସବରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗ ଦେଇ ପଲିଶ୍ରୀ ମେଳାର ଉଦଘାଟନ କରିଥିଲେ। ଜିଲ୍ଲାପରିଷଦ ସଭ୍ୟ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି…

ବଡ଼ଚଣା ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଯାଜପୁର : ଯାଜପୁର ଜିଲ୍ଲା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବିଧାୟକଙ୍କ ଗାଡି ପଛ ପଟେ ପିଟି ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ୧୬ନଂ ଜାତୀୟ ରାଜପଥର ବନ୍ଦାଳ ଛକ ନିକଟରେ। ସୂଚନା ଅନୁଯାୟୀ ଗତକାଲି ରାତିରେ ବିଧାୟକ ନିଜ…

ଚୋରା ମଦକୁ ବିରୋଧ କରି ତାତିଲେ ଶତାଧିକ ମହିଳା

ଯାଜପୁର: ଚୋରା ମଦକୁ ବିରୋଧ କରି ତାତିଲେ ଗ୍ରାମବାସୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବିଂଝାରପୁର ଥାନା ଆଉଁରୀ ପଞ୍ଚାୟତ ଢ଼ିହକୁଳା ଅଞ୍ଚଳରେ। ଢିହକୁଳା ଗ୍ରାମରେ ବିଜୟ ମଳିକଙ୍କ ପୁଅ ସଞ୍ଜୟ ମଳିକ ଦୀର୍ଘ ଦିନ ହେବ ଚୋରା ମଦ କାରବାର କରୁ ଆସୁଥିଲା। ଏ ନେଇ ବାରମ୍ବାର ଅଭିଯୋଗ ପରେ ବି କୌଣସି…

ବାପାଙ୍କ ଶ୍ରାଦ୍ଧ ଦିନ ବିଚାରପତି ପୁଅଙ୍କ ଆତ୍ମହତ୍ୟା

ଯାଜପୁର (ହିମାଂଶୁ କୁମାର ପାଢ଼ୀ): କଟକ ପୋକସୋ ଅଦାଲତ ବିଚାରପତି ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଛନ୍ତି। କଟକ ସ୍ଥିତ ସରକାରୀ ବାସଭବନରେ ଆଜି ଅପରାହ୍ନରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କିଛି ଦିନ ଧରି ସେ ଅବସାଦରେ ଥିଲେ। ତାଙ୍କ ଘର ଯାଜପୁର ସଦର ଥାନା ଭୁବନେଶ୍ୱର ପୁର…

ତାନ୍ତ୍ରିକକୁ କାହିଁକି ହତ୍ୟା କଲା ଯୁବକ?

ଯାଜପୁର (ହିମାଂଶୁ କୁମାର ପାଢ଼ୀ): ଯାଜପୁର, ସୁକିନ୍ଦା ଥାନା ବନ୍ଧଗାଁ ରେ ଅଭାବନୀୟ ଘଟଣା। ପ୍ରତିଶୋଧ ପରାୟଣ ହୋଇ ଜଣେ ତାନ୍ତ୍ରିକଙ୍କୁ ହାଣି ଦେଲେ ଯୁବକ। ଘଟଣାସ୍ଥଳରେ ତାନ୍ତ୍ରିକଙ୍କ ମୃତ୍ୟୁ ଘଟିଛି। ତାନ୍ତ୍ରିକଙ୍କୁ ହାଣିବା ପରେ ସୁକିନ୍ଦା ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ ଯୁବକ।…

ପ୍ରତିଶୋଧ ପରାୟଣ ହୋଇ ତାନ୍ତ୍ରିକକୁ ହାଣି ଦେଲେ ଯୁବକ

ଯାଜପୁର: ସୁକିନ୍ଦା ଥାନା ବନ୍ଧଗାଁରେ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ପ୍ରତିଶୋଧ ପରାୟଣ ହୋଇ ତାନ୍ତ୍ରିକଙ୍କୁ ହାଣି ଦେଇଛନ୍ତି । ଘଟଣାସ୍ଥଳରେ ତାନ୍ତ୍ରିକଙ୍କ ମୃତ୍ୟୁ ଘଟିଛି । ତେବେ ତାନ୍ତ୍ରିକଙ୍କୁ ହାଣିବା ପରେ ସୁକିନ୍ଦା ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ ଯୁବକ। ସୂଚନା…

ବଡ଼ଚଣା ଡାକ୍ତରଖାନାରେ ରୋଗୀଙ୍କୁ ଆକ୍ରମଣ; ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କିଛି ଦାୟିତ୍ୱ ନାହିଁ?

ଯାଜପୁର: ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ଆକ୍ରମଣ ହେଲା । ମାଡ଼ ମାରି ଲହୁ ଲୁହାଣ କଲେ ସିକ୍ୟୁରିଟି ଗାର୍ଡ । ପ୍ରତିକ୍ରିୟାରେ ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ କହିଲେ- "ଆମର କିଛି କର୍ତ୍ତବ୍ୟ ନାହିଁ"। ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରଶ୍ଚି ରଞ୍ଜନ ପଶାୟତ…

ଘର ଓ ଚାକିରି ଦେବା ନାଁରେ ଠକେଇ, ଜେନାପୁର ପୋଲିସ ଦ୍ୱାରା ଦୁଇ ଗିରଫ

ଯାଜପୁର: ଘର ଓ ଚାକିରି ଦେବା ନାଁରେ ଠକୁଥିଲେ ଦୁଇ ଯୁବକ । ଯାଜପୁର ଜିଲ୍ଲା ଜେନାପୁର ପୋଲିସ ଦ୍ୱାରା ଦୁଇ ଠକ ଗିରଫ ହୋଇଛନ୍ତି । ଗିରଫ ଦୁଇ ଠକ ଯାଜପୁର ଟାଉନ ଥାନା ଅନ୍ତର୍ଗତ ଗୋକନା ଗ୍ରାମର ବିଶ୍ଵନାଥ ସାହୁ ଓ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ବିରଜା ପ୍ରସାଦ ରାୟ । ଏମାନେ ନିଜକୁ ବାଜି…

ଯାଜପୁର ବୈତରଣୀରେ କମିଛି ଜଳ ସ୍ତର: ବିପଦ ଟଳିନି, ଶୁଖିଲା ଖାଦ୍ୟ ବଣ୍ଟନ ଚାଲିଛି

ଯାଜପୁର: ଯାଜପୁର ଜିଲ୍ଲା ଦେଇ ପ୍ରବାହିତ ବୈତରଣୀ ନଦୀ ଜଳ ସ୍ତର କମିଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା ବିପଦ ସଙ୍କେତ ତଳକୁ ଖସିନି ଜଳ ସ୍ତର। ଏ ପର୍ଯ୍ୟନ୍ତ ବିପଦ ଟଳି ନଥିବା ଆକଳନ କରାଯାଉଛି । ମଙ୍ଗଳବାର ଆଖୁଆପଦାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ । ବୈତରଣୀର ଶାଖା କାଣୀ…