Home ଓଡିଶା କଳାହାଣ୍ଡି

କଳାହାଣ୍ଡି

Kalahandi

କେନାଲ ହୁଡା ଭୁଶୁଡି ୪୦ ହେକ୍ଟର ଚାଷ ଜମି ଜଳମଗ୍ନ

କୋକସରା: ଘାଇ ସୃଷ୍ଟି ହୋଇ ଭାଙ୍ଗିଗଲା କେନାଲ ହୁଡା । କଳାହାଣ୍ଡି ଜିଲ୍ଲା ଇନ୍ଦ୍ରାବତୀ ବାମ କେନାଲ କୁସୁମଖୁଣ୍ଟି ଡିଭିଜନ ଗୁନଗୁନିଆ ଡିଷ୍ଟିବୁଟାରୀ ନିକଟରେ ଘାଇ ସୃଷ୍ଟି ହୋଇ କେନାଲ ହୁଡା ଭୁଶୁଡି ପଡିଛି । ଫଳରେ ରେଙ୍ଗାଳପାଲି ଗାଁର ପ୍ରାୟ ୪୦...

ବେଦାନ୍ତ ପକ୍ଷରୁ ଲାଞ୍ଜିଗଡ ଓ ଝାରସୁଗୁଡାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: ବେଦାନ୍ତ ଆଲୁମିନା ପକ୍ଷରୁ ଲାଞ୍ଜିଗଡ ଓ ଝାରସୁଗୁଡାଠାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏଥିରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମୃତି ଇରାନୀ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇ ବେଦାନ୍ତ କର୍ମଚାରୀଙ୍କୁ ସମ୍ବୋଧନ କରିଥିଲେ ।...

ଏକତରଫା ପ୍ରେମରୁ ହତ୍ୟା: ଯୁବକଙ୍କ ଛୁରାମାଡ଼ରେ ପ୍ରେମିକାଙ୍କ ମାଆ ମୃତ, ଯୁବତୀ ଗୁରୁତର

ଭବାନୀପାଟଣା: ଏକତରଫା ପ୍ରେମରୁ ହତ୍ୟା । ପ୍ରେମିକ ସାଜିଲା ସୈତାନ । ପ୍ରେମର ବିଫଳ ହେବାରୁ ପ୍ରତିଶୋଧ ନେବାକୁ ଯାଇ ଉନ୍ମତ୍ତକାଣ୍ଡ କରିଛି । ଯାହାକୁ ପ୍ରେମ କରୁଥିବା ତାକୁ ଜୀବନରୁ ମାରି ଦେବାକୁ ଉଦ୍ୟମ କଲା । ଯୁବକଙ୍କ ଛୁରାମାଡ଼ରେ ଯୁବତୀ...

ବାଇକ ଉପରେ ମାଡିଗଲା ବସ୍, ଗୋଟିଏ ପରିବାରର ୩ ମୃତ 

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଡଙ୍ଗରିଗୁଡ଼ାଠାରେ ଏକ ଦୁଃଖଦ ଘଟଣା ଘଟିଛି । ବାଇକ୍ ଉପରେ ଜୟ ଜଗନ୍ନାଥ ନାମକ ଏକ ଘରୋଇ ବସ୍ ମାଡିଯିବାରୁ ବାଇକରେ ଥିବା ବାପା-ମା ଓ ଝିଅର ମୃତ୍ୟୁ ହୋଇଛି । ମୃତକମାନେ ସ୍ଥାନୀୟ ଅଞ୍ଚଳ...

ହାତୀ ମଡ଼କ ଘଟଣାରେ କାର୍ଯ୍ୟାନୁଷ୍ଠାନ: କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ନିଲମ୍ବିତ

ଭବାନୀପାଟଣା: କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର କାର୍ଯ୍ୟାନୁଷ୍ଠାନ । କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ଗଣେଶ ପୂଜାରୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ସସପେଣ୍ଡ କରିଛି ପ୍ରାଣୀ ସମ୍ପଦ ବିଭାଗ । ପଶୁ ସମ୍ପଦ ଅତିରିକ୍ତ...
One More Elephant Found Dead In Karlapat; Toll Reaches 7 In 20 Days

ହାତୀ ମୃତ୍ୟୁ ଘଟଣା: କର୍ଲାପାଟ ଅଭୟାରଣ୍ୟରେ କେନ୍ଦ୍ରୀୟ ଟିମ୍‌ର ଅନୁଧ୍ୟାନ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁର ଅନୁଧ୍ୟାନ ଆରମ୍ଭ କରିଛି ତିନି ଜଣିଆ କେନ୍ଦ୍ରୀୟ ଟିମ୍ । ୧୪ ଦିନରେ ୬ଟି ହାତୀଙ୍କ ଅକାଳ ବିୟୋଗ ହୋଇଥିଲା । ଏବେ ଅଭୟାରଣ୍ୟରେ ମୃତ୍ୟୁର ଖୋଳାତାଡ ଚାଲିଛି । ଅନୁଧ୍ୟାନକାରୀ ଟିମରେ...

କର୍ଲାପାଟ ଅଭୟାରଣ୍ୟରେ ଆଉ ଗୋଟିଏ ହାତୀର ମୃତ୍ୟୁ

କଳାହାଣ୍ଡି : କର୍ଲାପାଟ ଅଭୟାରଣ୍ୟରେ ଆଉ ଏକ ହାତୀର ମୃତ୍ୟୁ ହୋଇଛି। କର୍ଲାପାଟ ଅଭୟାରଣ୍ୟରେ ଅସୁସ୍ଥ ଥିବା ହାତୀଟିର ଆଜି ମୃତ୍ୟୁ ଘଟିଛି। ଭୂତାଣୁ ଜନିତ ହେମ୍‌ରେ ସେପ୍ଟିସେମିଆ ରୋଗରେ ଆକ୍ରାନ୍ତ ହୋଇ ହାତୀର ମୃତ୍ୟୁ ଘଟିଥିବା ସ୍ପଷ୍ଟ କରିଛି ବିଶେଷଜ୍ଞ ଟିମ୍‌...

ଅଲଡୋ ହେଲା କନ୍ୟାରତ୍ନ: ପାଳଗଦା ଭିତରୁ ନବଜାତ ଶିଶୁ ଉଦ୍ଧାର

ଭବାନୀପାଟଣା: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା । ପାଳଗଦା ଭିତରୁ ଜଣେ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଶିଉନି ଗାଁରୁ ନବଜାତକୁ ଉଦ୍ଧାର କରାଯାଇଛି । ଶୌଚ ପାଇଁ ଯାଉଥିବା କିଛି...

ସିଆରପିଏଫରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ, ଛୁଟିଲା ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା : ସିଆରପିଏଫରେ ଯୋଗ ଦେବେ କର୍ଲାମୁଣ୍ଡା ଝିଅ ସୌମ୍ୟାରାଣୀ । କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସି.ଆର.ପି.ଏଫ)ରେ ଯୋଗ ଦେବା ପାଇଁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି । ବ୍ଲକର ସରଗୁଲ ଗାଁର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ...

ଧାନ ବସ୍ତା ରଖି କଳାହାଣ୍ଡି ଜିଲ୍ଲା କଲମପୁର-ମୁଖିଗୁଡ଼ା ରାସ୍ତା ଅବରୋଧ କଲେ ଚାଷୀ

ଧର୍ମଗଡ଼: ମଣ୍ଡିରୁ ଧାନ ଉଠୁନି । ଦିନ ଦିନ ହେବ ପଡ଼ି ରହିଛି । ଶେଷରେ ତାତିଲେ ଚାଷୀ । ଟ୍ରାକ୍ଟର ବୋଝେଇ ଧାନ ରଖି ରାସ୍ତା ଅବରୋଧ କରିଛନ୍ତି । କଳାହାଣ୍ଡି ଜିଲ୍ଲା କଲମପୁର-ମୁଖିଗୁଡ଼ାରେ ରାସ୍ତା ଅବରୋଧ କରିଛନ୍ତି ବହୁ ଚାଷୀ...

ସାହିତ୍ୟ