Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

ଆଜି ଦିନଟି କଳାହାଣ୍ଡି ବିକାଶ ଯାତ୍ରାର ଏକ ବଡ଼ ମାଇଲଖୁଣ୍ଟ : ମୁଖ୍ୟମନ୍ତ୍ରୀ

ଭବାନୀପାଟଣା : କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ଆଜି କଳାହାଣ୍ଡି ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଆଜି ଜିଲ୍ଲାବାସୀଙ୍କର ବହୁ ଦିନର ସ୍ବପ୍ନ ପୂରଣ ହୋଇଛି । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ନବୀନ । ଜିଲ୍ଲାରେ ଲକ୍ଷ୍ଣୀ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ, ସଦିହ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ଲକ୍ଷ୍ମୀବସ୍ ଲୋକାର୍ପିତ…

କଳାହାଣ୍ଡି: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ। ସହିଦ୍ ରେଣ୍ଡୋ ମାଝୀ ମେଡିକାଲ୍ କଲେଜ ଉଦ୍ଘାଟନ ସହ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଉତ୍ସବମୁଖର ହୋଇଉଠିଛି ବିଜେଡି ଶିବିର ଏବଂ ଜିଲ୍ଲାବାସୀ। କାରଣ…

ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବ ‘ଲକ୍ଷ୍ମୀ ବସ୍’

କଳାହାଣ୍ଡି: ବିକାଶ ପଥରେ ଆଗଉଛି ଓଡି଼ଶା। ଗାଁ ସହ ଯୋଡି଼ ହେଉଛି ସହର। ଏଣିକି ଦୁର୍ଗମ ଅଞ୍ଚଳରୁ ଆହୁରି ସହଜ ହେବ ଯାତ୍ରା। କାହିଁକିନା ମାଲକାନଗିରି, ଗଜପତି ପରେ ଏବେ କଳହାଣ୍ତି ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍‌'। ଆସନ୍ତା ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବାକୁ ଯାଉଛି 'ଲକ୍ଷ୍ମୀ ବସ୍‌'…

ପୁଣି ରକ୍ତ ରଞ୍ଜିତ ହେଲା ମା ମାଣିକେଶ୍ବରୀଙ୍କ ଛତର ଯାତ୍ରା, ଚଳଚଞ୍ଚଳ ପୁରା କଳାହାଣ୍ଡି

କଳହାଣ୍ଡି : ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୁରା କଳାହାଣ୍ଡି ସହର । ମାଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ପାରମ୍ପରିକ ବାଦ୍ୟ ଓ ନୃତ୍ୟର ତାଳେ ତାଳେ ହଜାର ହଜାର…

ଭିଜିଲାନ୍ସ ଜାଲରେ ମାର୍କେଟିଙ୍ଗ ଇନ୍ସପେକ୍ଟର, ୧୪୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ମାର୍କେଟିଙ୍ଗ ଇନ୍ସପେକ୍ଟର ସୁଶାନ୍ତ ମଲ୍ଲିକ। ଭବାନୀପାଟଣା ଥୁଆମୂଳ ରାମପୁର ବ୍ଲକ ମାର୍କେଟିଙ୍ଗ ଇନ୍ସପେକ୍ଟର ସୁମନ୍ତ ମଲ୍ଲିକ ୧୪,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ, ବ୍ଲକ ଅଫିସରେ ମାର୍କେଟିଙ୍ଗ…

ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ଧର୍ମଗଡ ବନ୍ଦ

ଧର୍ମଗଡ଼: ଆଜି ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ । ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବି କରି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଜିଲ୍ଲା ଗଠନ କ୍ରିୟାନୁଷ୍ଠାନ କମିଟି । ଆଜି ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ଧର୍ମଗଡ଼ ଉପଖଣ୍ଡ ବନ୍ଦ ଡାକରା ଦିଆଯାଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।…

ଉଦଘାଟନ ହେଲା ଉତ୍କେଲା ବିମାନ ବନ୍ଦର, କଳାହାଣ୍ତିରୁ ଆରମ୍ଭ ହେଲା ବିମାନ ସେବା

କଳାହାଣ୍ଡି: କଳାହାଣ୍ଡି ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ । ମାତ୍ର ୧ ଘଣ୍ଟା ୧୦ ମିନିଟରେ ଭୁବନେଶ୍ବରରୁ ପହଞ୍ଚିବେ କଳାହାଣ୍ଡିରେ । ଉତ୍କେଲା-ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ ଆରମ୍ଭ ହୋଇଛି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭର୍ଚୁଆଲରେ ବିମାନ…

୩୧ରେ ଉତକେଲାରୁ ଭୁବନେଶ୍ୱରକୁ ଉଡିବ ବିମାନ: ଆଜି ଟ୍ରାଏଲ ରନ୍

କଳାହାଣ୍ଡି: ଆସନ୍ତା ୩୧ ତାରିଖରୁ କଳାହାଣ୍ଡି ଜିଲ୍ଲାର ଉତକେଲାରୁ ଭୁବନେଶ୍ୱରକୁ ଉଡିବ ବିମାନ। ‌ଏହାପୂର୍ବରୁ ଆଜି ଟ୍ରାଏଲ ରନ୍ କରାଯିବ। ସଫଳତାର ସହ କିଭଳି ଉତକେଲାରୁ ବିମାନ ଉଡାଣ କରିବ। ସେଥିପାଇଁ ଡିଜିସିଏ ପକ୍ଷରୁ ଏହି ଉଡାଣ ପରୀକ୍ଷଣ କରାଯିବ। ଆଜିର ଟ୍ରାଏଲ୍ ରନ୍ ସଫଳ ହେବା ପରେ…

ରାଜବାଟୀରେ ଇଏ କି ନ୍ୟାୟ ? ସାଇକେଲରେ ବାନ୍ଧି ପିଟିଲେ , ବୁଲାଇଲେ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଅଭାବନୀୟ ଘଟଣା ଘଟିଛି  । ରାଜବାଟୀକୁ ଚୋରୀ କରିବାକୁ ଆସି ଧରାପଡିଛି ଚୋର  । ଆଉ ଚୋରକୁ କାବୁ କରିବା ପରେ ତାକୁ ଅକଥନୀୟ ନିର୍ଯ୍ୟାତନା ଦିଆଯାଇଛି । ସୁରକ୍ଷାକର୍ମୀଙ୍କ ନିର୍ଯ୍ୟାତନା ସବୁ ସୀମା ପାର୍ କରିଛି  । ରାଜବାଟୀର ସୁରକ୍ଷାକର୍ମୀ…

କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି: ଡକାୟତ ଲୁଟିଲେ ୨୫ଭରି ସୁନା

ଧର୍ମଗଡ : କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି  । ଘର ଆଲମିରା ଭାଙ୍ଗି ଡକାୟତମାନେ ଲୁଟିଛନ୍ତି ୨୫ ଭରି ସୁନା ଅଳଙ୍କାର  । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ଥାନା ଓଲମା ଗାଁରେ  । ଗତକାଲି ବିଳମ୍ବିତ ରାତିରେ ଦୁର୍ବୁତ୍ତମାନେ ଧନଞ୍ଜୟ ସାହୁଙ୍କ ଘରେ…