Latest Odisha News

BREAKING NEWS

Browsing Category

କନ୍ଧମାଳ

Kandhamal

ବଜାରରେ ବୁଲିଲା ଜଗା

ବାପାଙ୍କ ସହ ବଜାର ବୁଲିଛି ବହୁଚର୍ଚ୍ଚିତ ଯୋଡ଼ା ମୁଣ୍ଡ ଶିଶୁ ଜଗା । ଧିରେ ଧିରେ ସୁସ୍ଥ ହେବା ପରେ ଆଜି ବାପାଙ୍କ ସହ ଫୁଲବାଣୀ ବଜାରରେ ବୁଲିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିବା ପରେ ମାର୍କେଟ ବୁଲିଥିଲା ଜଗା । ଗୋପବନ୍ଧୁ ଛକରୁ ଚାଲି ଚାଲି ବଜାରର ବିଭିନ୍ନ ଛକରେ ଖାଦ୍ୟ ବି ଖାଇଥିଲା…

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ଆଇଟିଡ଼ିଏ ଅଫିସର ମୁଖ୍ୟ କିରାଣୀ

କନ୍ଧମାଳ: ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ଆଇଟିଡ଼ିଏ ଅଫିସର ମୁଖ୍ୟ କିରାଣୀ ବସନ୍ତ ପାଣି। ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଛି ଭିଜିଲାନ୍ସ। ସିକ୍ୟୁରିଟି ଟଙ୍କା ରିଲିଜ୍ ପାଇଁ ଜଣେ ଠିକାଦାରଙ୍କଠାରୁ ସେ ଲାଞ୍ଚ ନେଉଥିଲେ। ସିକ୍ୟୁରିଟି ବିଲ କରାଇଦେବାକୁ ୮ହଜାର ଟଙ୍କା ଡ଼ିଲ ହୋଇଥିଲା।…

ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଫୁଲବାଣୀ: ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଫୁଲବାଣୀ ଗସ୍ତରେ ଥିବା ବେଳେ ସେ ହଠାତ୍ ଅସୁସ୍ଥତା ଅନୁଭନ କରିଛନ୍ତି । ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିବା ସୂଚନା ମିଳିଛି । ଫୁଲବାଣୀ ସର୍କିଟ ହାଉସରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମନ୍ତ୍ରୀଙ୍କ…

କନ୍ଧମାଳ ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

କନ୍ଧମାଳ: କନ୍ଧମାଳ ପୋଲିସ୍ ଦ୍ୱାରା ମାଓ ଦମନ ଅଭିଯାନ ଜୋରଦାର ଚାଲିଛି। ଯାହାର ପ୍ରଭାବରେ କନ୍ଧମାଳ ଏସପି ନିକଟରେ ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛି। ମାଓବାଦୀ ଜଣକ ହେଲା ଛତିଶଗଡ଼ ରାଜ୍ୟର ସୁକମା ଜିଲ୍ଲାର ରାହୁଲ ମୁସାକୀ। ସେ ଦୀର୍ଘ ୨୦୧୫ରୁ ମାଓ ସଙ୍ଗଠନରେ ଯୋଗ ଦେଇ ସକ୍ରିୟଭାବେ…

କନ୍ଧମାଳରୁ ଚିତାବାଘ ଛାଲ ଜବତ, ଜଣେ ଗିରଫ

ଫୁଲବାଣୀ: ଓଡିଶା ପୋଲିସ ଅଧିନସ୍ତ ଏସ୍‌ଟିଏଫ୍‌କୁ ମିଳିଛି ସଫଳତା । ଜବତ ହୋଇଛି ଗୋଟିଏ ଚିତାବାଘ ଛାଲ । ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ଏସ୍‌ଟିଏଫ୍ ଟିମ୍ ପଚରାଉଚରା ଚଳାଇଛି । ଆଜି ସିପ୍ତିଗୁଡାରେ ଚିତାବାଘ ଛାଲ ଡିଲ୍ ହେଉଥିବା ନେଇ ଏସଟିଏଫ୍ ଟିମ୍ ବିଶ୍ୱସ୍ତ ସୁତ୍ରରୁ…

ୟୁପି ଚାଷୀ ହତ୍ୟା ଘଟଣା : କନ୍ଧମାଳ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

କନ୍ଧମାଳ : କନ୍ଧମାଳ କଂଗ୍ରେସର ବିକ୍ଷୋଭ ଶୋଭାଯାତ୍ରା  । ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଜିଲ୍ଲା ଖିର ଅଞ୍ଚଳରେ ବିଜେପି ମନ୍ତ୍ରୀଙ୍କ ପୁଅ ଚାଷୀ ଆନ୍ଦୋଳନ ଚାଲିଥିବା ସମୟରେ ଗାଡି ଦୁର୍ଘଟଣା କରି ଛଅ ଜଣ ଚାଷୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ, ଅଖିଳ ଭାରତୀୟ କଂଗ୍ରେସ କମିଟିର ନିର୍ଦେଶ କ୍ରମେ…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବାଲିଗୁଡା: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସକୁ ବଡ ସଫଳତା । ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ । ପାଟ୍ରୋଲିଂ ବେଳେ ପୋଲିସ ୫୦ କିଲୋଗ୍ରାମ ଗଞ୍ଜେଇ ସହ ୨ ଜଣକୁ ଗିରଫ କରିଛି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ । ନନ୍ଦମାହା ଗ୍ରାମର ଦୁଇ ଜଣ ବ୍ୟକ୍ତି ଗଞ୍ଜେଇ ଚାଲାଣ କରୁଥିବା…

ଭାରତ ବନ୍ଦରେ ପ୍ରଭାବିତ ଫୁଲବାଣୀ ,ଦୋକାନ ବଜାର ବନ୍ଦ

କନ୍ଧମାଳ : ଫୁଲବାଣୀରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ଆଜି ନବନିର୍ମାମ କୃଷକ ସଂଙ୍ଗଠନ ଓ ଜିଲ୍ଲା କଂଗ୍ରେସ ପକ୍ଷରୁ ଭାରତ ବନ୍ଦ କୁ ସମର୍ଥନ କରି କନ୍ଧମାଳ ଜିଲ୍ଲାକୁ ବନ୍ଦ କରିଦିଆଯାଇଛି ।ସକାଳୁ ସକାଳୁ ନବ ନିର୍ମାଣ କୃଷକ…

ଦୁଇ ଛୁଆଙ୍କୁ କୂଅକୁ ଠେଲି ମାରିବା ପରେ ମାଆର ଆତ୍ମହତ୍ୟା ଉଦ୍ୟମ

ଫୁଲବାଣୀ: ପାରିବାରିକ କଳହର କୁପରିଣତି । ରାଗରେ ଦୁଇ ଛୁଆଙ୍କୁ କୂଅକୁ ଠେଲି ମାଆର ଆତ୍ମହତ୍ୟା ଉଦ୍ୟମ । ଏଥିରେ ପୁଅ ଓ ଝିଅର ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ମାଆକୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କନ୍ଧମାଳ ଜିଲ୍ଲା ରାଇକିଆ ଖ୍ରୀଷ୍ଟିଆନ୍ ସାହିରେ ଏହି ଅଭାବନୀୟ ଘଟଣା…

ବୌଦ୍ଧ-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର: ବୌଦ୍ଧ-କନ୍ଧମାଳ ସୀମା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ କମ୍ବିଂ ବେଳେ ଉଭୟପକ୍ଷ ମୁହାଁମୁହିଁ ହୋଇଛନ୍ତି । ୮ ଘଣ୍ଟାରୁ ଅଧିକ ସମୟ ହେଲାଣି ଗୁଳି ବିନିମୟ ଚାଲିଛି । ମାଓବାଦୀଙ୍କ ଗୁଳିରେ ୨ ଯବାନ ଗୁରୁତର ହୋଇଥିବା ନେଇ ଆଇଜି (ଅପରେସନ୍‌) ଅମିତାଭ…