Latest Odisha News

BREAKING NEWS

Browsing Category

କେନ୍ଦୁଝର

Kendujhar

ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଯୋଡା: ଅଜଣା ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମହିଳା ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ଯୋଡା ବାମବାରୀ କମଳପୁର ଗାଁ ନିକଟରେ ଏହି ମହିଳାଙ୍କ ମୃତ ଦେହ ପଡି ରହିଥିବା ବେଳେ ଶରୀର ଅଧାଭାଗ ନଷ୍ଟ ହୋଇଯାଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ ।…

ଫ୍ରିଜ୍ ଫାଟି ସ୍ବାମୀ-ସ୍ତ୍ରୀ ଜୀବନ୍ତ ଦଗ୍ଧ

କେନ୍ଦୁଝର : ଫ୍ରିଜ୍ ଫାଟି ବିସ୍ଫୋରଣ ହୋଇ ଲାଗିଗଲା ନିଆଁ ।  ଦମ୍ପତି ଜୀବନ୍ତ ଦଗ୍ଧ, ଅଳ୍ପକେ ବର୍ତ୍ତିଗଲା ୯ ବର୍ଷର ପୁଅ । କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବଳଦା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଦମ୍ପତି ପୂର୍ଣ୍ଣଚନ୍ଦ୍ର ଦେହୁରୀ ଏବଂ ତାଙ୍କ ପତ୍ନୀ ଲକ୍ଷ୍ମୀ ଦେହୁରୀ ।…

ଯୁବତୀଙ୍କ ହାତବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

କେନ୍ଦୁଝର: ଯୁବତୀଙ୍କ ହାତବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ବସନ୍ତପୁରର ବୁଢ଼ା ଖମଣ ସାହିରେ ଦେଖିବାକୁ ମଳିଛି ଏହି ଅଭାବନୀୟ ଘଟଣା। ସାହିରୁ ଜଣେ ଯୁବତୀଙ୍କ ହାତବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଘର ନିକଟସ୍ଥ ଏକ ଗଡ଼ିଆ ମଧ୍ୟରୁ ମୃତଦେହ…

ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର , ସାଇଣ୍ଟିଫିକ ଟିମର ତଦନ୍ତ ଜାରି

କେନ୍ଦୁଝର : ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର । ମମିତା ତାତି ଥମି ନଥିବା ବେଳେ କେନ୍ଦୁଝରରେ ଏପରି ଅଘଟଣ ଘଟିଛି । ହଳଦିଆ ଗୁଣା ଗାଁର ଏକ ପଡ଼ିଆରୁ ନାବାଳିକାର ଅର୍ଦ୍ଧନଗ୍ନ ମୃତ ଦେହ ଉଦ୍ଧାର କରିଛି ପୋଲିସ । ପାରିପାଶ୍ୱିକ ସ୍ଥିତିରୁ ଜଣପାଡିଛି ଯେ ନାବାଳିକାକୁ କେହି ଦୁଷ୍କର୍ମ ପରେ…

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବନ୍ଦ ହେଉ: ବିଶ୍ୱ ହିନ୍ଦୁ ପରିଷଦ

କେନ୍ଦୁଝର : ବାଂଲାଦେଶରେ ହିନ୍ଦୁ ମାନଙ୍କ ଉପରେ ଚାଲିଥିବା ଅତ୍ୟାଚର ବନ୍ଦ ହେଉ । କେନ୍ଦୁଝରରେ ଏପରି ୫ ଦଫା ଦାବି ନେଇ ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରିଛନ୍ତି ବିଶ୍ୱ ହିନ୍ଦୁ ପରିଷଦ । ବାଂଲାଦେଶରେ ହିନ୍ଦୁ ମାନଙ୍କ ଉପରେ ଚାଲିଥିବା…

ପହଞ୍ଚୁନି ପୃଷ୍ଟିକର ଖାଦ୍ୟ, ଅପପୃଷ୍ଟିର ଶିକାର ଅଧିକାଂଶ ଶିଶୁ

କେନ୍ଦୁଝର: ଖଣି ଖାଦାନଭରା ଅଞ୍ଚଳରେ ଅପପୃଷ୍ଟିର ଶିକାର ଶିଶୁ। ଏହିଭଳି ଦାରୁଣ ଦୃଶ୍ୟ ଦେଖିବାକୁ ମିଳିଛି ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାରେ। ସରକାର ଆଦିବାସୀ ବହୁଳ ଅଞ୍ଚଳରେ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ବହୁ ଯୋଜନା କରୁଛନ୍ତି। ମାତ୍ର ତାହା କେବଳ କାଗଜ କଲମରେ ସୀମିତ। ଯାହା…

ଯୁବକଙ୍କୁ ପଥରରେ ଛେଚି ନିମର୍ମ ହତ୍ୟା

କେନ୍ଦୁଝର: ପଥରରେ ଛେଚି ଯୁବକଙ୍କୁ ନିର୍ମମ ହତ୍ୟା। କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରପାଳିକା ୫ନମ୍ବର ୱାର୍ଡ଼ ଆଜାଦବସ୍ତି ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଯାହା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ଜଣକ ହେଉଛନ୍ତି ବୁଧୁରାମ ସିରିକା ମୁଣ୍ଡା। ସୂଚନାଯୋଗ୍ୟ ଯେ,…

ପୁଣି ଜନନୀ ଯନ୍ତ୍ରଣା, ୨ କିଲୋମିଟର ଚାଲିଲେ ଗର୍ଭବତୀ

ତେଲକୋଇ : ଜିଲ୍ଲାରେ ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ଭଲ ରାସ୍ତା ନଥିବାରୁ ପହଞ୍ଚି ପାରିଲାନାହିଁ ଆମ୍ବୁଲାନ୍ସ। ଫଳରେ ୨ କିଲୋମିଟର ଚାଲିଲେ ଗର୍ଭବତୀ । ଅବସ୍ଥା ଗୁରୁତର ଥିବାରୁ ଗର୍ଭବତୀଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା…

ବୋମା ମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦୁଝର : ବିଧାନସଭା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମା ମାଡ ଘଟଣା । ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ ରାଘବ ପାଣ୍ଡେ ଆଜି ଟାଉନ ପୋଲିସ ଦ୍ୱାରା ଗିରଫ । ସେ ନମୋ ସେନା ଦଳର ସଦସ୍ୟ ହୋଇଥିବା ବେଳେ ତାଙ୍କ ଘର ପଣ୍ଡାପଡ଼ା ଥାନାର ହୁଣ୍ଡା…

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ, ଚିକିତ୍ସା ନପାଇ ରୋଗୀ ନିରାଶ

କେନ୍ଦୁଝର: ନିଯୁକ୍ତିର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ଆୟୁଷ ଡାକ୍ତରଙ୍କ ଅସହଯୋଗ ଆନ୍ଦୋଳନ। ଏପଟେ ରୋଗୀ ଚିକିତ୍ସା ନପାଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବକ୍ସିବାରିଗାଁ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରତିଦିନ ୫୦ରୁ ଉର୍ଦ୍ଧ୍ବ ରୋଗୀ ଆୟୁଷ…