Latest Odisha News

BREAKING NEWS

Browsing Category

କେନ୍ଦୁଝର

Kendujhar

ଗାଁରେ ଥମୁନି ହାତୀ ଆତଙ୍କ

ଭୁବନେଶ୍ୱର: ପୁଣି ମାତିଛି ହାତୀ । ବିଭିନ୍ନ ସ୍ଥାନରେ ଥମୁନି ହାତୀ ଉପଦ୍ରବ । ଗାଁ ଭିତରକୁ ଜଙ୍ଗଲୀ ହାତୀ ପଶି ଆସୁଥିବା ବେଳେ ଏକର ଏକର ଫସଲ ନଷ୍ଟ କରିଚାଲିଛନ୍ତି । ଘରଦ୍ୱାର ଭାଙ୍ଗୁଥିବା ବେଳେ ଗାଁରେ ଲୋକେ ଆତିଙ୍କିତ ଅବସ୍ଥାରେ ରହିଛନ୍ତି । ଅନ୍ୟ ସ୍ଥାନ ଭଳି ଗଂଜାମ ଧରାକେଟରୁ ନେଇ…

ଆରପିଏଫ୍ ମାଡ଼ରେ ଯୁବକ ମୃତ୍ୟୁ ଅଭିଯୋଗ: ବାଂଶପାଣି ରେଳ ଷ୍ଟେସନରେ ଭଙ୍ଗାରୁଜା

କେନ୍ଦୁଝର: ଆରପିଏଫ୍ ମାଡ଼ରେ ଯୁବକ ମୃତ୍ୟୁ ଅଭିଯୋଗ। ବାଂଶପାଣି ରେଳ ଷ୍ଟେସନରେ ଦୁଇ ବସ୍ତି ବାସିନ୍ଦା ଆକ୍ରମଣ ଓ ଷ୍ଟେସନ ଭଙ୍ଗାରୁଜା କରିଛନ୍ତି। ୩ ଆରପିଏଫ ଗୁରୁତର। ସେମାନଙ୍କୁ ଯୋଡ଼ା ଟାଟା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଭଞ୍ଜହାଟିଂର ଲକ୍ଷ୍ମଣ ପାତ୍ର ନାମକ ଜଣେ…

ମା’ତାରିଣୀ ପୀଠରେ ମହାନବମୀ ପୂଜା, ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’

ଘଟଗାଁ : ମା’ ତାରିଣୀ ପୀଠରେ ମହାନବମୀ| କାଳରାତ୍ରୀ ରୂପରେ ଦର୍ଶନ ଦେଉଛନ୍ତି ଜଗତଜନନୀ ମା’ ଦୁର୍ଗା  | ଏପଟେ ସୁନା ବେଶରେ ଦର୍ଶନ ଦେଉଛନ୍ତି ମା ତାରିଣୀ । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳା ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦଶହରା ଅବସରରେ ଭକ୍ତମାନଙ୍କୁ…

ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼ ଘଟଣା: ୯ବିଜେପି ବିଧାୟକଙ୍କ ବିକ୍ଷୋଭ ପ୍ରଦର୍ଶନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ିକୁ ବୋମାମାଡ଼ ଘଟଣା। ୭୨ଘଣ୍ଟା ବିତିଯାଇଥିଲେ ବି ପୁଲିସ୍ ହାତ ଖାଲି। ଏହାକୁ ପ୍ରତିବାଦ କରି ୯ଜଣ ବିଜେପି ବିଧାୟକଙ୍କ ସମେତ ଶତାଧିକ କର୍ମୀ ଜାତୀୟ ରାଜପଥ ଅବରୋଧ କରିଥିଲେ। ଗାନ୍ଧୀ ଛକରେ ବିଜେପି କର୍ମୀମାନେ ରାସ୍ତାରୋକ…

ବିଧାୟକ ମୋହନ ମାଝିଙ୍କୁ ଆକ୍ରମଣ ମାମଲା: ସିସିଟିଭି ଫୁଟେଜ ଜାରି କଲା ପୋଲିସ

କେନ୍ଦୁଝର: ସଦର ବିଧାୟକ ମୋହନ ମାଝିଙ୍କୁ ଆକ୍ରମଣ ଘଟଣା। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସିସିଟିଭି ଫୁଟେଜ ଜାରି କଲା କେନ୍ଦୁଝର ପୋଲିସ। ଆକ୍ରମଣ ପରେ ବାଇକରେ ଖସି ପଳାଇବା ସମୟରେ ଏହି ଚିତ୍ର ଉଠାଯାଇଥିଲା। ଏହାକୁ ଚିହ୍ନଟ କଲେ ବା ଧରାଇଦେଲେ ଉପଯୁକ୍ତ ପୁରସ୍କାର ଦିଆଯିବ ବୋଲି ପୋଲିସ୍…

ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ମା’ ତାରିଣୀ

କେନ୍ଦୁଝର: ଆଜି ଶକ୍ତିପୀଠରେ ପାଳିତ ହେଉଛି ମା’ଙ୍କର ମହାଷ୍ଟମୀ ପୂଜା । କିନ୍ତୁ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ଆଜି ମହାସପ୍ତମୀ ପୂଜା ହେଉଛି । ଏହି ଅବସରରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଦଶହରାରରେ ମା’ ତାରିଣୀଙ୍କ ସୁନାବେଶ ଦର୍ଶନ କଲେ…

ବିଧାୟକଙ୍କ ଗାଡ଼ି ଉପରେ ବୋମା ମାଡ଼ର ପ୍ରତିବାଦ, ରାସ୍ତାରୋକ ସହ ପୋଡାଜଳା

କେନ୍ଦୁଝର : ବିଧାୟକଙ୍କ ଗାଡ଼ି ଉପରେ ବୋମା ମାଡ଼ର ପ୍ରତିବାଦ । ରାସ୍ତାରୋକ ସହ ପୋଡାଜଳା ।  ଏନ୍ ଏଚ ୪୯ ଅବରୋଧ କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ବୋମା ମାଡ଼ ପ୍ରତିବାଦରେ କେନ୍ଦୁଝରରେ ଭାଜପା ପକ୍ଷରୁ ରାସ୍ତାରୋକ ଆରମ୍ଭ ହୋଇଛି । ଟାୟାର୍ ଜଳାଇ ଗାନ୍ଧୀ ଛକ ଠାରେ ଏନଏଚ…

ବିଧାୟକଙ୍କ ଗାଡି ଉପରକୁ ବୋମାମାଡ

କେନ୍ଦୁଝର : ବିଧାୟକଙ୍କ ଗାଡିକୁ ବୋମାମାଡ । ସଦର ବିଧାୟକ ମୋହନ ମାଝୀଙ୍କ ଗାଡି ଉପରକୁ ବୋମାମାଡ ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଛି । ତେବେ ତାଙ୍କ ଗାଡି ଉପରକୁ ବୋମାମାଡ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଟାଉନ୍ ଥାନା ମଣ୍ଡୁଆ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍ ରେ ଆସି…

ଚନ୍ଦ୍ରଘଣ୍ଟା ବେଶରେ ମା’ତାରିଣୀ

ଘଟଗାଁ: ଘଟଗାଁ ତାରିଣୀ ପୀଠରେ ନବରାତ୍ରୀ ପୂଜା, ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଉଛନ୍ତି ମା’ତାରିଣୀ | ପାର୍ବଣର ଆଗମନରେ ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ମହିଷାମର୍ଦ୍ଦିନୀ ମା’ ଦୁର୍ଗା | ଗତ ଦୁଇଦିନ ପୂର୍ବେ ଆରମ୍ଭ ହୋଇ ସାରିଛି ମାଆଙ୍କ ନବରାତ୍ରୀ ପୂଜା | ଏନେଇ ସମସ୍ତ ଶକ୍ତିପୀଠ ଗୁଡିକରେ…

ଭାରସାମ୍ୟ ହରାଇ ପୋଖରୀରେ ପଶିଲା କାର, ଜଣେ ମୃତ

କେନ୍ଦୁଝର: ରାସ୍ତା ଦୁର୍ଘଟଣାରେ କେନ୍ଦୁଝର ଜିଲ୍ଲାରେ ଜଣେ ମୃତ । ସଦର ଥାନା ଠାକୁରଡିହି ଛକ ନିକଟରେ ଗୋଟିଏ କାର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା । କାର ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ…