Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

ଓଡିଶା ପ୍ରସିଦ୍ଧ ମା ‘କାଳିଜାଈ’ ପୀଠ: ଜାଣନ୍ତୁ ଏହି ପୀଠର ମହିମା

ଖୋର୍ଦ୍ଧା: ଭାରତ ହେଉଛି ମନ୍ଦିରର ଭଣ୍ଡାର । ଏଠାରେ ରହିଛି ଅନେକ ଛୋଟ ବଡ ମନ୍ଦିର । କିଛି ମନ୍ଦିରର ରହିଛି କିଛି ଏପରି ଚମତ୍କାର ରହସ୍ୟ ଯାହା ଆଗରେ ସମସ୍ତେ ନତ ମସ୍ତକ। ସେଥିମଧ୍ୟରୁ ଓଡିଶାର ଅନ୍ୟତମ ଦେବୀ ପୀଠ ହେଉଛି ‘କାଳିଜାଈ’ ପୀଠ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁଠାରୁ ୧୮ କିଲୋମିଟର…

ଥମୁନି ହାତୀ ଉପଦ୍ରବ: ଦନ୍ତା ଆକ୍ରମଣରେ ଜଣେ ମହିଳା ମୃତ

ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ନୀଳାଦ୍ରିପ୍ରସାଦ ପଞ୍ଚାୟତରେ ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ଦନ୍ତା ଆକ୍ରମଣରେ ମଣିଷ ବଳି ପଡୁଛି ତ ଆଉ କେତେବେଳେ ଗାଁରେ ବ୍ୟାପକ ଫସଲ ନଷ୍ଟ ହେଉଛି  । ଆଜି ଏମିତି ଏକ ଅଘଟଣ ଦେଖିବାକୁ ମିଳିଛି…

ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ, ଗାଁରେ ପଶିଲା ପାଣି

ବାଲିପାଟଣା: ବାଳକାଟୀ-ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ । ବାଳକାଟିଠାରେ ଦକ୍ଷିଣ ପାର୍ଶ୍ଵ ବନ୍ଧରେ ଥିବା ସାଇଫୋନ ପାଖରେ ଘାଇ ସୃଷ୍ଟି ହୋଇଛି । ଓଭର ଫ୍ଲୋ ଯୋଗୁ ରାତିରେ ବନ୍ଧ ଭାଙ୍ଗିଯାଇଥିଲା । ବାଳକାଟି କଲେଜ ପଡ଼ିଆରେ ପାଣି ମାଡିଯାଇଛି । ପାଣି ଗାଁରେ ମାଡିଯିବାର ଆଶଙ୍କା ରହିଛି ।…

ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି, ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ଟାଙ୍ଗୀ: ପ୍ରସିଦ୍ଧ ତନ୍ତ୍ର ପୀଠ ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି । ଗତକାଲି ରାତିରେ ଦୁର୍ବୃତ୍ତମାନେ ମନ୍ଦିରରେ ପଶି ମା’ଙ୍କର ବିଭିନ୍ନ ସୁନା ରୂପା ଅଳଙ୍କାର ଲୁଟି ନେଇଛନ୍ତି । ଘଟଣା ସ୍ଥଳରେ ଟାଙ୍ଗି ପୋଲିସ ପହଞ୍ଚି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ରୋଯ ଘରର…

ମରଣ ମୁହଁରୁ ବର୍ତ୍ତିଗଲେ ଯାତ୍ରୀ: ବଞ୍ଚେଇଦେଲେ RPF କର୍ମଚାରୀ

ଖୋର୍ଦ୍ଧା: ସାହାସିକତା ଦେଖାଇଲେ ଆରପିଏଫ ଷ୍ଟାଫ୍‌। ଜଣେ ରେଳ ଯାତ୍ରୀଙ୍କୁ ମୃତ୍ୟୁ ପଥରୁ ଫେରାଇ ଆଣିଲେ। ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନରେ ଦେଖିବାକୁ ମିଳିଥିଲା ଏହି ଦୃଶ୍ୟ। ସୂଚନା ଅନୁସାରେ, ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନର ୪ ନଂମ୍ବର ପ୍ଲାଟଫର୍ମରେ ଦୁର୍ଗ-ପୁରୀ ଏକ୍ସପ୍ରେସ ଟ୍ରେନ…

ଅପରେଶନ White Spider: ୧୧୦୦ ଗ୍ରାମର ବ୍ରାଉନସୁଗାର ଜବତ କଲା ଏସଟିଏଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ଖୋର୍ଦ୍ଧା ଜିଲ୍ଲା ପୋଲିସକୁ ବଡ଼ ସଫଳତା । ଖୋର୍ଦ୍ଧା ଜିଲ୍ଲା ସିମର-ବାଙ୍କି ରୋଡ଼ ଓସ୍ତପୁର ଗାଁ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଓ ଖୋର୍ଦ୍ଧା ପୋଲିସର ମିଳିତ ଟିମ । ଏହାସହ ଜଣେ ବେପାରୀକୁ ଗିରଫ କରାଯାଇଛି । ଖବର…

ଖୋର୍ଦ୍ଧାରେ ଗୁଳିମାଡ଼ ଘଟଣା, ବ୍ରାଉନସୁଗାର ମାଫିଆଙ୍କ ମୃତ୍ୟୁ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଖୋର୍ଦ୍ଧାର କୁଖ୍ୟାତ ଅପରାଧୀ ତଥା ବ୍ରାଉନସୁଗାର ମାଫିଆ ସୋମନାଥ ଭୂଜବଳଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରେ ଖୋର୍ଦ୍ଧା ସାମନ୍ତରାୟ ଛକରେ ଦୁର୍ବୃତ୍ତଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନିଶା ବେପାରୀ ସୋମନାଥ। ଶୁକ୍ରବାର ରାତିରେ ଭୁବନେଶ୍ୱରର ଏକ ଘରୋଇ…

ବ୍ରାଉନସୁଗାର ମାଫିଆ ସୋମନାଥକୁ ୫ ରାଉଣ୍ଡ ଗୁଳିମାଡ଼

ଓଡ଼ିଶା ସମ୍ବାଦ ବ୍ୟୁରୋ: ଖୋର୍ଦ୍ଧାର କୁଖ୍ୟାତ ଅପରାଧୀ ତଥା ବ୍ରାଉନସୁଗାର ମାଫିଆ ସୋମନାଥ ଭୂଜବଳକୁ ଗୁଳିମାଡ଼। ରାତିରେ ପିକ୍ଅପ୍ ଭ୍ୟାନରେ ଆସି ୫ ରାଉଣ୍ଡ ଗୁଳି ଫୁଟାଇଲେ ଅଜଣା ଦୁର୍ବୃତ୍ତ। ଘଟଣାସ୍ଥଳରୁ ତିନିଟି ଖୋକା ଜବତ କରିଛି ପୋଲିସ। ତେବେ ସୋମନାଥକୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା…

କୂଅରେ ପଡ଼ି ନାବାଳକର ମୃତ୍ୟୁ

ଖୋର୍ଦ୍ଧା : ସାଇକେଲ ଚଲାଇବା ବେଳେ ଅଘଟଣ ।କୂଅରେ ପଡ଼ି ନାବାଳକର ମୃତ୍ୟୁ। ଅସାବଧାନତା କାରଣରୁ ନାବାଳକ ଜଣଙ୍କ ସାଇକଲ ସହ ପଡ଼ି ଯାଇଥିଲେ କୂଅରେ । ଏଭଳି ଅଭାବନୀୟ ଘଟଣା ଘଟିଛି ଘଟଣା ଖୋର୍ଦ୍ଧା ଥାନା ପୁବୁସାହି ଓଲସିଂ ଗାଁରେ । ମୃତ ନାବାଳକ ହେଲେ ଦିବ୍ୟଜ୍ୟୋତି ବେହେରା । ସୂଚନା…

କାୟା ବିସ୍ତାର କରିଛି ଡେଙ୍ଗୁ, ରାଜଧାନୀରେ ବଢୁଛି ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: ଡେଙ୍ଗୁ ବଢାଇଲାଣି ଡର। ଆତଙ୍କ ଖେଳାଇ କାୟା ବିସ୍ତାର କରିବାରେ ଲାଗିଛି ଡେଙ୍ଗୁ ଜ୍ୱର। ଖୋର୍ଦ୍ଧା ଜିଲ୍ଲାରେ ବ୍ୟାପୁଛି ଡେଙ୍ଗୁ ରୋଗ। ରିପୋର୍ଟ ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ଶନିବାର 95 ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ଜିଲ୍ଲାରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା…