Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

ଚିଲିକାରେ ବୁଡିଗଲା ଡ଼ଙ୍ଗା, କାଳିଜାଈ ଦର୍ଶନ ସାରି ଫେରୁଥିଲେ ୧୨ ଯାତ୍ରୀ

ଟାଙ୍ଗୀ:  ଚିଲିକାରେ ପୁଣି ଦୁର୍ଘଟଣା । ମଝି ଦରିଆରେ ବୁଡିଗଲା ଯାତ୍ରୀ ବାହୀ ଡଙ୍ଗା  । ମାଆ କାଳିଜାଈ ଦର୍ଶନ ସାରି ଫେରୁଥିବା ବେଳେ ବୁଡିଗଲା ଡଙ୍ଗା  । ମିଳିଥିବା ସୂଚନା ମୁତାବକ ସମସ୍ତ ଯାତ୍ରୀ ବାଲେଶ୍ୱର ଅଞ୍ଚଳର  । ଡଙ୍ଗାରେ ସମୁଦାୟ ୧୨ ଜଣ ଯାତ୍ରୀ ରହିଥିଲେ  । ଡଙ୍ଗା ଦୁର୍ଘଟଣା…

ଜୋରିମାନା ନଦେବାକୁ ଯାଇ ମିଛ ଅପହରଣ କେସ, ଚାରି ବର୍ଷ ପରେ ଘଟଣା ଉପରୁ ହଟିଲା ପରଦା

ଖୋର୍ଦ୍ଦା: ଜଣେ ବ୍ୟକ୍ତି ଜୋରିମାନା ନଦେବାକୁ ଯାଇ ପରିବାର ଲୋକଙ୍କ ଦ୍ୱାରା ରଚାଯାଇଥିବା ମିଛ ଅପହରଣ କେସ ଘଟଣା ଉପରୁ ପରଦା ହଟାଇଛି ଖୋର୍ଦ୍ଧା ପୋଲିସ । ନିଜ ସ୍ୱାମୀ ଏବଂ ପୁଅ ଅପହରଣ ହୋଇଥିବା କହି ଥାନାରେ ପରେ କୋର୍ଟ ଏବଂ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ଜଣେ ମହିଳା…

ସିନେମା ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର : ଫିଲ୍ମରେ ଅଭିନୟ କରାଇଦେବା ନାଁରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ପରେ ପୁଲିସ ଛାନ୍ଭିନ୍ ଆରମ୍ଭ ହୋଇଥିଲା । ତେବେ ଘଟଣାର କିଛି ଦିନ ପରେ ଏବେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଅଞ୍ଚଳରୁ ଅଭିଯୁକ୍ତ ଗିରଫ ହେବା ସହିତ ତାକୁ ଥାନାରେ…

ପୌର ନିର୍ବାଚନ ପାଇଁ ଖୋର୍ଦ୍ଧାରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ

ଖୋର୍ଦ୍ଧା  : ଆସନ୍ତାକାଲି ପୌର ନିର୍ବାଚନ ପାଇଁ ବନ୍ଦ ରହିବ ଖୋର୍ଦ୍ଧା ଜିଲ୍ଲାର ଶିକ୍ଷାନୁଷ୍ଠାନ । ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି । ଆଜି ଓ ଆସନ୍ତାକାଲି ସ୍କୁଲ ଏବଂ କଲେଜ ବନ୍ଦ ରହିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ଆସନ୍ତାକାଲି ପୌର…

ବିଧାୟକ ପ୍ରଶାନ୍ତଙ୍କ ଗାଡ଼ି ନମ୍ବର ବଦଳାଗଲା ନା ପୂର୍ବରୁ ବଦଳାଯାଇଥିଲା

ଭୁବନେଶ୍ୱର: ଗିରଫ ହୋଇ ବାଣପୁର ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ ହେବ ବୋଲି ସୂଚନା ରହିଛି । ଯେଉଁ ଗାଡି ବ୍ୟବହାର କରୁଥିଲେ ବିଧାୟକ ସେଥିରେ ଲାଗିଥିବା ଗାଡି ନମ୍ବର ଆଉ ଗୋଟିଏ ଗାଡିର । ସେହି ଗାଡିଟି ହ୍ୟୁଣ୍ଡାଇ କ୍ରେଟାର ଏବଂ…

ଜାମିନ୍ ଖାରଜ, ବାଣପୁର ଜେଲରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ବାଣପୁର: ଖାରଜ ହେଲା ଜାମିନ୍, ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଜିଲ୍ଲା ଦୌରା ଜଜ କୋର୍ଟରୁ ଆମ୍ବୁଲାନ୍ସ ଯୋଗେ ନିଆଯାଇ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବାଣପୁର କୋର୍ଟରେ ହାଜର କରାଯାଇଥିଲା । ରାତି ୯ଟା ୧୦ ମିନିଟରେ ହାଜର ହେବା…

ଲୋକଙ୍କ ଉପରେ ଗାଡି ଚଢାଇଦେଲେ ବାହୁବଳି ବିଧାୟକ, ନିର୍ଦ୍ଦୁମ ପିଟିଲେ ଲୋକେ

ଚିଲିକା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିବା ଅଭିଯୋଗ ହୋଇଛି । ଅନେକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଆହତଙ୍କ ମଧ୍ୟରେ ପୁଲିସ କର୍ମଚାରୀ ରହିଥିବା ସୂଚନା ରହିଛି । ବିଜେପି ନେତା…

ପ୍ରାଣୀ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା: ଖୋର୍ଦ୍ଧା ବାଲୁଗାଁ ପ୍ରାଣୀ ଚିକିତ୍ସାଳୟ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡ ଘଟିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ି ନହିଁ । ସୂଚନାନୁସାରେ, ବାଲୁଗାଁ ପ୍ରାଣୀ ଚିକିତ୍ସାଳୟ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିବା…

ଫାଙ୍କା ଗୁଳି ଚାଳନା କରି ୫ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ

ଖୋର୍ଦ୍ଧା : ଫାଙ୍କା ଗୁଳି ଚଳାଇ ୫ ଲକ୍ଷ ଟଙ୍କା ଲୁଟ୍ । ଖୋର୍ଦ୍ଧା ବାଘମାରି ବାମଡିହ ଛକରେ ଫାଙ୍କା ଗୁଳି ଚଳାଇ ବ୍ୟକ୍ତିଙ୍କ ଟଙ୍କା ଭର୍ତି ବ୍ୟାଗ ଲୁଟି ନେଇଛନ୍ତି ଲୁଟେରା । ଖୋର୍ଦ୍ଧା ମର୍ଡନ ଫଟିଲାଇଜରର ଦୁଇ ଜଣ କର୍ମଚାରୀ ନୟାଗଡ ଅଞ୍ଚଳରୁ ଟଙ୍କା ନେଇ ଆସୁଥିବା ବେଳେ ଏପରି ଅଘଟଣ ଘଟିଛି…

“ଲିଙ୍ଗରାଜଙ୍କ ଜମି ବିକ୍ରି ପ୍ରସଙ୍ଗ”, ରାଜ୍ୟ ସରକାର ଖଣି ବ୍ୟବସାୟୀ ପ୍ରଭାକରନଙ୍କୁ ଅନୈତିକ ଭାବେ ଜମି…

ଭୁବନେଶ୍ୱର: “ବାଡ ଯଦି କ୍ଷେତ ଖାଇବ କ୍ଷେତକୁ କିଏ ସୁରକ୍ଷା ଦେବ?” ଯେଉଁମାନଙ୍କ ହାତରେ ରାଜ୍ୟ, ପ୍ରକୃତିକ ସଂପଦ ସମେତ ଭଗବାନଙ୍କ ସଂପତିର ସୁରକ୍ଷା କରିବାର ଗୁରୁ ଦାୟୀତ୍ୱ ରହିଛି ସେମାନେ ଭକ୍ଷକ ସାଜି ବେଆଇନ ଭାବେ ହରିଲୁଟ୍ କରିବେ, ତାହେଲେ ଏହାଠୁ ନିନ୍ଦନୀୟ ଓ ଜନବିରୋଧୀ କାର୍ଯ୍ୟ କଣ…