Home ଓଡିଶା କୋରାପୁଟ

କୋରାପୁଟ

Koraput

ସୀମା ଲଂଘିଲା ଆନ୍ଧ୍ର, କୋଟିଆରେ କଲା ଟିକାକରଣ

କୋରାପୁଟ: ଓଡିଶା ଆନ୍ଧ୍ର ସୀମାନ୍ତ କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ରାଜ୍ୟ ସରକାର କାହିଁ କେବେଠୁ ବିରୋଧ କରିଆସୁଛନ୍ତି । ତଥାପି ସାବାଡ ହେଉନି ଆନ୍ଧ୍ର ସରକାର । ଆଉ ଏବେ କରୋନା ବାହାନାରେ ଆନ୍ଧ୍ରପ୍ରଦେଶ ପୁଣିଥରେ କୋଟିଆରେ ଅନୁପ୍ରବେଶ କରିଛି । ବିବାଦୀୟ ପଂଚାୟତ...

ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି ପରଖିଲେ ମୁଖ୍ୟ ସଚିବ ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ...

ଭୁବନେଶ୍ୱର: ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି କେମିତି ରହିଛି ? କିଭଳି ମୁକାବିଲା କରୁଛି ଜିଲ୍ଲା ପ୍ରଶାସନ । ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ...

ୱେବିନାର ମାଧ୍ୟମରେ କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆଲୋଚନାଚକ୍ର

କୋରାପୁଟ : କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ଜନଜାତି ଗବେଷକଙ୍କୁ ନେଇ ୱେବିନାର ମାଧ୍ୟମରେ 'ସଂସ୍କୃତି ଏବଂ ସାହିତ୍ୟ ଚର୍ଚ୍ଚା' ଶୀର୍ଷକରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ...

ପଇଡ଼ ବୋଝେଇ ଟ୍ରକରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଜଣ ଗିରଫ

କୋରାପୁଟ: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ ଫନ୍ଦି । ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । କୋରାପୁଟ ଜିଲ୍ଲା ପାଡୁଆରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ନନ୍ଦପୁର ଥାନା ପୋଲିସ ।...

ଅର୍ଥ ପାଇଁ ଅନର୍ଥ, ଗଡିଲା ଠିକାଦାର ମୁଣ୍ଡ

କୋରାପୁଟ: ସାରା ଦେଶରେ ଆପାତକାଳୀନ ସ୍ଥିତି । ହେଲେ ଏବେ ବି ଲୋକ ନିଜ ସ୍ୱାର୍ଥ ହାସଲ କରିବା ପାଇଁ ରକ୍ତର ରଙ୍ଗ ଦେଖିବାକୁ ଉଚିତ୍ ମଣୁଛନ୍ତି । କିଛି ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗୀ...

ଜବର ଦଖଲ ଉଚ୍ଛେଦ

କୋରାପୁଟ: କୋରାପୁଟ ଜିଲ୍ଲାରେ ଜବର ଦଖଲ ଉଚ୍ଛେଦ। ସୁନାବେଡାର ବିଭିନ୍ନ ସ୍ଥାନରେ ସରକାରୀ ଜାଗାରେ ଜବରଦଖଲ । ସ୍ଥାନୀୟ ସେମିଳିଗୁଡା ତହସିଲଦାର ଓ ସୁନାବେଡା ପୌରନିର୍ବାହୀ ଅଧିକାରୀଙ୍କ ମିଲିତ ଉଦ୍ୟମରେ ଏହି ଉଚ୍ଛେଦ କରାଯାଇଥିଲା। ସୁନାବେଡା ଡ୍ରାଇଭର କଲୋନୀ ଓ ଚର୍ଚ୍ଚ କଲୋନୀ...

ସାହିତ୍ୟିକ ଚିନ୍ତାମଣି ବେହେରାଙ୍କ ପରଲୋକ

ଉମରକୋଟ : ବିଶିଷ୍ଟ ଗାଳ୍ପିକ ତଥା ନାଟ୍ୟକାର ଚିନ୍ତାମଣି ବେହେରାଙ୍କର ପରଲୋକ ଘଟିଛି । ଦୀର୍ଘଦିନ ଧରି ସେ ଗଳା କର୍କଟ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ବେହେରା କୋରାପୁଟିଆ ଭାଷାରେ କମଳୀ...

ଲମତାପୁଟରେ ପଣସ ବୋଝେଇ ଟ୍ରକରୁ ୪୦ ଲକ୍ଷ ଟଙ୍କାର ଗଂଜେଇ ଜବତ ୨ ଗିରଫ

କୋରାପୁଟ: ଗଂଜେଇ ଚୋରାଚାଲାଣ ପାଇଁ ଅଭିଯୁକ୍ତମାନେ ସବୁବେଳେ ନୂଆ ନୂଆ ଉପାୟ ଆପଣାଉଥିବା ଦେଖିବାକୁ ମିଳୁଛି । ଆଜି ଏପରି ଆଉ ଏକ ଘଟଣା ନଜରକୁ ଆସିଛି । ବାଡେଲରୁ ରାଜସ୍ଥାନକୁ ଯାଉଥିବା ଏକ ପଣସ ବୋଝେଇ ଟ୍ରକରେ ଗଂଜେଇ ଚୋରା ଚାଲାଣ...

ମହୁମାଛି ଆକ୍ରମଣରେ ୪ ଶ୍ରମିକ ଗୁରୁତର ଆହତ, ସ୍ବାସ୍ଥ୍ୟବସ୍ଥା ସ୍ଥିର 

କୋରାପୁଟ: ମହୁମାଛି ଆକ୍ରମଣରେ ୪ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ରାୟଗଡଠାରୁ କୋରାପୁଟ ଯାଉଥିବା ୩୨୬ ନମ୍ବର ଜାତୀୟ ରାଜପଥ ଗୁମ୍ମା ଘାଟିରେ ରାସ୍ତାକଡ଼ରେ ରେଲିଂ କାମ କରୁଥିବା ବେଳେ ଏହି ଘଟଣା ଘଟିଛି । ଗୁରୁତର ଶ୍ରମିକମାନେ ହେଲେ ପ୍ରଦୀପ...

ଜେଲରେ ଅଚାନକ ରେଡ୍: ଟଙ୍କା ଓ ମୋବାଇଲ୍ ଫୋନ୍ ଜବତ

ଜୟପୁର(କୋରାପୁଟ): ଜେଲ ଭିତରେ ଗଞ୍ଜେଇ କାରବାର ଅଭିଯୋଗରେ ଜୟପୁର ଉପକାରାଗାରରେ ପୋଲିସର ଅତର୍କିତ ଚଢ଼ାଉ । ଆଜି ଭୋର ୪ଟା ବେଳେ ଅଚାନକ ଜେଲ ଭିତରେ ଚଢ଼ାଉ କରିଥିଲା ପୋଲିସ । ଏତିକିବେଳେ ଉପସ୍ଥିତ ଥିଲେ କୋରାପୁଟ ଜିଲ୍ଲାପାଳ ଓ ଏସପି ।...

ସାହିତ୍ୟ