Home ଓଡିଶା ମାଲକାନଗିରି

ମାଲକାନଗିରି

Malkangiri

ତିନୋଟି ରାଜ୍ୟରେ ଚାଂଚଲ୍ୟ ଖେଳାଇଲା ଧଳା ସ୍କୋର୍ପିଓ

ମାଲକାନଗିରି: ତିନିତିନୋଟି ରାଜ୍ୟର ସୁରକ୍ଷା ବଳୟ ଭାଙ୍ଗିଲା ଏକ ଧଳା ସ୍କୋର୍ପିଓ ଗାଡି । ଆନ୍ଧ୍ରପ୍ରଦେଶ, ଓଡିଶା ଓ ଛତିଶଗଡ ସୀମାକୁ ଭେଦ କରିବା ସହ ପୋଲିସର ସାତଟି ବ୍ୟାରିକେଡ ଭାଙ୍ଗି ଶେଷରେ ସିଆରପିଏଫ୍ ଗୁଳିରେ ଅଟକିଥିଲା । ମିିଳିଥିବା ସୂଚନା ଅନୁଯାୟୀ ଏକ...

ଭାଙ୍ଗିଲା ନକ୍ସଲଙ୍କ ସହିଦ ସ୍ମାରକୀ !

ମାଲକାନଗିରି: ବିଜାପୁର ଏନକାଉଣ୍ଟର ପରଠୁ ପୂର୍ବ ଅପେକ୍ଷା ଅଧିକ ସଜାଗ ରହିଛନ୍ତି ଡିଆର୍‌ଜି ଯବାନ । ଜାରି ରହିଛି ଜୋରଦାର କୁମ୍ବିଂ ଅପରେସନ୍ । ସୂଚନା ମିଳିଛି ମାଲକାନଗିରି ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ନକ୍ସଲଙ୍କର ଏକ ସହିଦ ସ୍ମାରକୀକୁ ଭାଙ୍ଗିଦେଇଛନ୍ତି ଡିଆର୍‌ଜି...

ପୂର୍ବତନ ତହସିଲଦାର ଆଲୋକ ଅନୁଗୁଳିଆ ନିଲମ୍ବିତ !

ମାଲକାନଗିରି: ନିଲମ୍ବିତ ହେଲେ ପୂର୍ବତନ ତହସିଲଦାର ବାବୁ । ଆଉ ତା ପୁଣି ଜମି ଦୁର୍ନୀତି ମାମଲାରେ । କିଛି ଏପରି ଖବରକୁ ନେଇ ଚର୍ଚ୍ଚାକୁ ଆସିଛି ମାଲକାନଗିରି ଜିଲ୍ଲା । କାଲିମେଳାର ପୂର୍ବତନ ତହସିଲଦାର ଆଲୋକ କୁମାର ଅନୁଗୁଳିଆ କିଛି ମାସ...

ମାଲକାନଗାରି ବିଷାକ୍ତ ଲସି ମାମଲାରେ ନୂଆ ମୋଡ !

ମାଲକାନଗିରି: ପଡିଆ ବ୍ଲକ ଅନ୍ତର୍ଗତ କୁର୍ତ୍ତି ସାପ୍ତାହିକ ହାଟର ବିଷାକ୍ତ ଲସି ମାମଲା । ଶୋଷ ମେଣ୍ଟାଇବାକୁ ଯାଇ ଲସି ପିଇଥିଲେ ଶତାଧିକ ଗ୍ରାମବାସୀ । ଏହି ମାମଲାରେ ଗତକାଲି ଜଣେ ନାବାଳିକାର ମୃତ୍ୟୁ ହୋଇଛି । ସିମିଳିବାଂଚାରେ ରହୁଥିବା ନାବାଳିକା ଜଣକ...

[ଭିଡିଓ] ପୋଷା କୁକୁରକୁ ତୀର ମାଡ, ମିଳିଲା ନୂଆ ଜୀବନ !

ମାଲକାନଗିରି: ଜଣେ ମହିଳାଙ୍କ ପୋଷା କୁକୁରକୁ ତୀର ମାଡ । ଶୁଣି ଅବିଶ୍ୱାସ ଲାଗୁଥିଲେ ବି ଏପରି ଏକ ଘଟଣା ମାଲକାନଗିରି ଏମ୍‌.ଭି ୧୭ ନମ୍ବର ଗାଁରେ ଘଟିଛି । ରୀତା ସରକାର ନାମକ ଜଣେ ମହିଳାଙ୍କ ପୋଷା କୁକୁରକୁ କେହି ଅଜଣା...

ମାଲକାନଗିରିରେ ଲସି ପିଇ ଶତାଧିକ ଅସୁସ୍ଥ

ମାଲକାନଗିରି: କାଳ ହେଲା ଲସି । ସାପ୍ତାହିକ ହାଟରୁ ଲସି ପିଇ ଶତାଧିକ ଅସୁସ୍ଥ । ମାଲକାନଗିରି ଜିଲ୍ଲାରୁ ଏଭଳି ଖବର ସାମନାକୁ ଆସିଛି । କାଲଦା ପଞ୍ଚାୟତର ବିଭିନ୍ନ ଗାଁରୁ ଶହେରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି । ୬୦ ଜଣ...

ଚିତ୍ରକୋଣ୍ଡାର ବାସ୍ତବ ଚିତ୍ର …

ମାଲକାନଗିରି:ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଜଳ ଭଣ୍ଡାର ଉପରେ ନିର୍ମାଣ ହେଲା ଗୁରୁପ୍ରିୟା ସେତୁ । ସେତୁ ନିର୍ମାଣ ପରେ ବିଚ୍ଛିନ୍ନାଞ୍ଚଳକୁ ସ୍ବାଭିମାନ ଅଞ୍ଚଳ ଭାବେ ଘୋଷଣା କଲେ ରାଜ୍ୟ ସରକାର । ହେଲେ ସେତୁ ଉଦଘାଟନର ଦୁଇ ବର୍ଷ ପରେ ଶାସକଙ୍କଠୁ ପ୍ରଶାସକ...

ବସ୍ତରରେ ପୁଣି ମାଓ ହିଂସା

ମାଲକାନଗିରି:ପୁଣି ଲାଲ ତାଣ୍ଡବ । ମାଲକାନଗିରି ଛତିଶଗଡ ସିମାନ୍ତ ବସ୍ତର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଅପରେସନ ପ୍ରହାରକୁ ବିରୋଧ କରିଛନ୍ତି ମାଓବାଦୀ ମାନେ । ଗୋଟିଏ ପ୍ରୋକଲିନ ମେସିନକୁ ନିଆଁ ଲଗାଇ ପୋଡି ଦେଲେ ଲାଲ୍ ବାହିନୀ...

ଟ୍ରେନ ଅଟକାଇଲେ ମାଓବାଦୀ, ମାରିଲେ ଓ ବାଣ୍ଟିଲେ ପୋଷ୍ଟର !

ମାଲକାନଗିରି: ଅପରେସନ୍ ପ୍ରହାରକୁ ନକ୍ସଲଙ୍କ ବିରୋଧ । ଗତକାଲି ମାଲକାନଗିରି ଛତିଶଗଡ ସୀମାନ୍ତ ଦାନ୍ତେଓଦ୍ୱାଡା ଜିଲ୍ଲାରେ ଏକ ପାସେଂଜର ଟ୍ରେନକୁ ଅଟକାଇଥିଲେ । ସୂଚନା ମୁତାବକ ବାଚେଲି ଓ ଭାନସି ମଝିରେ ଥିବା ଜଙ୍ଗଲି ରାସ୍ତାରେ ଶତାଧିକ ମାଓବାଦୀ ଟ୍ରେନକୁ ଅଟକାଇବା ପରେ...

ଖରା ଦିନରେ ବନ୍ୟା!

ମାଲକାନଗିରି:ଖରା ଦିନରେ ବନ୍ୟା ସ୍ଥିତି । କେନାଲ ବନ୍ଧ ଭାଙ୍ଗି ଗାଁ ରେ ପଶିଛି ବନ୍ୟା ଜଳ । ପାଣି ଘେରରେ ଲୋକେ ରହିଥିବା ବେଳେ ଘର ଦ୍ବାର ଓ ସମ୍ପତ୍ତି ନଷ୍ଟ ହେଇଯାଇଛି । ଏହି ଦୃଶ୍ୟ ହେଉଛି ମାଲକାନଗିରି ଏମ୍ପିଭି-୨...

ସାହିତ୍ୟ