Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

ମାଲକାନଗିରି ମାଡକାପଦର ଜଙ୍ଗଲରେ ଏନକାଉଣ୍ଟର, ସୁରକ୍ଷାକର୍ମୀ ଗୁଳିରେ ଜଣେ ନକ୍ସଲ ନିହତ

ମାଲକାନଗିରି: ମାଡ଼କାପଦର ଅଞ୍ଚଳରେ ଏନକାଉଣ୍ଟରେ । ଏସଓଜି-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଛି । ମୁଦୁଲିପଡ଼ା ଥାନା ମାଡ଼କାପଦର ପଞ୍ଚାୟତ ନୁନ୍‌ଖାରିରେ ହୋଇଛି ଏହି ଗୁଳି ବିନମୟ । ମାଓ କ୍ୟାମ୍ପ ଚାଲିଥିବା ଖବର ପାଇ ଏସଓଜି…

ମାଲକାନଗିରି ଜିଲ୍ଲା କଲ୍ୟାଣ ବିଭାଗ ବରିଷ୍ଠ କିରାଣି ଚାକିରିରୁ ବହିଷ୍କୃତ, ଦେଇଥିଲେ ଜାଲ୍ ଜାତିଗତ ପ୍ରମାଣପତ୍ର

ମାଲକାନଗିରି: ମହଙ୍ଗା ପଡ଼ିଲା ଜାଲିଆତି କରି ଜାତି ପ୍ରମାଣପତ୍ର ଦେବା । ଜାଲ୍ ପ୍ରମାଣପତ୍ର ଦେଇଥିବା ଅଭିଯୋଗରେ ଗଲା ଚାକିରି । ମାଲକାନଗିରି ଜିଲ୍ଲା କଲ୍ୟାଣ ବିଭାଗର ବରିଷ୍ଠ କିରାଣି ଲକ୍ଷ୍ମୀପ୍ରିୟା ବେହେରାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ଜିଲ୍ଲାପାଳ । ସେ ଜାଲିଆତି କରି ଜାତି…

ବନ୍ଧୁକ ଛଡାଇ ସହଯୋଗୀଙ୍କୁ ଗୁଳି କଲେ ଯବାନ, ନିଜକୁ ଗୁଳି ମାରି ଗୁରୁତର

ମାଲକାନଗିରି: ଯବାନଙ୍କ ଉନ୍ମତକାଣ୍ଡ । ସହଯୋଗୀଙ୍କଠାରୁ ବନ୍ଧୁକ ଛଡାଇ ଆଣି ଦୁଇ ଜଣଙ୍କୁ ଗୁଳି କରି ନିଜକୁ ଗୁଳି ମାରି ଗୁରୁତର ହୋଇଛନ୍ତି ଯବାନ । ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବସ୍ତର ଜିଲ୍ଲାରେ । ଘଟଣାରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ…

କରୋନା କଟକଣା ଭିତରେ ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା

ଭୁବନେଶ୍ବର : ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା । କୋଭିଡ କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ପାଳିତ ହୋଇଛି ୭୨ ତମ ସାଧାରଣତନ୍ତ୍ର ଦିବସ । ମନ୍ତ୍ରୀ ତୁଷାରକାନ୍ତି ବେହେରା ଜିଲ୍ଲାସ୍ତରୀୟ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ 

ମାଲକାନଗିରି : ଆଜି ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଜଣେ ମହିଳା ମାଓବାଦୀ । ମହିଳା ମାଓବାଦୀଙ୍କ ନାଁରେ ବହୁ ମାମଲା ଥିବା ସୂଚନା ମିଳିଛି ।  ଲାଛି ଖରା ନାମକ ଏହି ମହିଳା ମାଓବାଦୀ କିଛି ବର୍ଷ ଧରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଜଣେ ସକ୍ରିୟ ସଦସ୍ୟ ଭାବେ…

ଜଳିଗଲା ଗଞ୍ଜେଇ ବୋଝେଇ କାର୍, କାରଣ ଅସ୍ପଷ୍ଟ

ମାଲକାନଗିରି: ଜଳିଗଲା ଗଞ୍ଜେଇ ବୋଝେଇ କାର୍ । ଜଳି ପୋଡ଼ି ଗାଡ଼ିଟି ଛାରଖାର ହୋଇଯାଇଛି । ମାଲକାନଗିରି ଥାନା ଅନ୍ତର୍ଗତ ଚଲାନଗୁଡା ନିକଟରେ ଏହି ଘଟଣା ଘଟିଛି । ନିଆଁ ଲାଗି ଗାଡ଼ି ସହ ସେଥିରେ ଥିବା ଲକ୍ଷାଧିକ ଟଙ୍କାର ଗଞ୍ଜେଇ ପୋଡ଼ି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…

ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ମୃତ

ମାଲକାନଗିରି: ବାଇକ ସହ ବାଇକର ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ସୋଇଛି। ମାଲକାନଗିରି ଜିଲ୍ଲା ବିଜାପୁର ଘାଟିରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୋଟିଏ ବାଇକ୍…

ଚିତ୍ରକୋଣ୍ଡାରୁ ୯୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ମାଲକାନଗିରି: ରାଜ୍ୟରେ ବଢ଼ି ଚାଲିଛି ଗଞ୍ଜେଇ ଚୋରା ଚାଲଣ । ମାଲକାନଗିରି ଜିଲ୍ଲାରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ପିକଅପ ଭ୍ୟାନରୁ ୩୦ ପ୍ୟାକେଟ୍ ଜବତ କରିଛି ଚିତ୍ରକୋଣ୍ଡା ଥାନା ପୋଲିସ । ଜବତ ଗଞ୍ଜେଇର ଓଜନ ୯୦୦ କିଲୋ । ଯାହାର ଆନୁମାନିକ ମୂଲ୍ୟ ୯୦ ଲକ୍ଷରୁ ଅଧିକ ଟଙ୍କା…

ଖାକିର ମହାନତା: କଏଦୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ଜେଲ କର୍ମଚାରୀ

ମାଲକାନଗିରି: ଜେଲ କର୍ମଚାରୀଙ୍କ ମହାନତା । କଏଦୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ କନେଷ୍ଟବଳ । ମାନକାନଗିରି ଜିଲ୍ଲା ଉପଖଣ୍ଡ ଜେଲ କର୍ମଚାରୀଙ୍କ ଏଭଳି ମହତ କାମକୁ ଚାରିଆଡୁ ତାରିଫ ମିଳୁଛି । ଜେଲରେ ବିଚାରାଧୀନ କଏଦୀ ଦୁରୁଆ ଲାଚା ଗୁରୁତର ହୋଇଥିଲେ । ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ…

ଝରିଗାଁ ଓ ଚିତ୍ରକୋଣ୍ଡା ବିଡ଼ିଓ ନିଲମ୍ବିତ

ନବରଙ୍ଗପୁର/ମାଲକାନଗିରି: ସ୍ୱଚ୍ଛ ଭାରତ ମିଶନ ପାଇଖାନା ଟଙ୍କା ହଡ଼ପ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ନବରଙ୍ଗପୁର ଜିଲ୍ଲା ଝରିଗାଁ ବିଡିଓ ଦେବେନ୍ଦ୍ର ବାହାଦୂର ସିଂ । ପାଇଖାନା ନିର୍ମାଣରେ ଦୁର୍ନୀତି ଅଭିଯୋଗ ଦୁଇ ଶହରୁ ଅଧିକ ହିତାଧିକାରୀ ଝରିଗାଁ ଥାନାରେ ଏତଲା ଦେଇଥିଲେ। ଏହାର…