Latest Odisha News

BREAKING NEWS

Browsing Category

ନୂଆପଡ଼ା

Nuapara

ପିଡିଏସ ଚାଉଳ ଘୋଟାଲା, ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ହିତାଧିକାରୀ

ନୂଆପଡା: ନୂଆପଡା ଜିଲ୍ଲାରେ PDS ଘୋଟଲାର ଖବର ଏକ ସାଧାରଣ ବ୍ୟାପାର ଭଳି ମନେ ହେଉଥିବା ବେଳେ ବର୍ତ୍ତମାନ ଏହା ଏକ ସାଧାରଣ ଖବରରେ ପରିଣତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଯୋଗାଣ ସହାୟକ ମାନେ ଗରିବ ହିତାଧିକାରୀଙ୍କୁ ଚାଉଳ ଦେବାରେ ବ୍ୟତିକ୍ରମ କରି ଉପରିସ୍ଥ ଅଧିକାରୀ ଓ…

ଭାରତର ବିଜୟ ପାଇଁ ସବୁଠି ପୂଜାର୍ଚ୍ଚନା, ପ୍ରାର୍ଥନା

ନୂଆପଡା : ଆଜି ଦିନକିଆ ବିଶ୍ବକପର ଫାଇନାଲ ମ୍ୟାଚ୍  । ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ମହାଲଢେଇ  । ଏଥିଲାଗି ସାରା ବିଶ୍ୱବାସୀ ସେହି ସୁବର୍ଣ୍ଣ ମୁହୁର୍ତ୍ତକୁ ଉତ୍କଣ୍ଠାର ସହ ଅନାଇ ବସିଛନ୍ତି । ଭାରତୀୟ ଟିମର ବିଜୟ ମନାସୀ ବିଭିନ୍ନ ଦେବାଦେବୀ…

ଲୋକବାଦ୍ୟକୁ ବଞ୍ଚାଇବାପାଇଁ କରାଯାଉଛି ପ୍ରସାର, ହେଲେ ବାଦ୍ୟ କାରୀଗରଙ୍କୁ ପଚାରେ ବା କିଏ…

ନୂଆପଡା: ଲୋକକଳା ଓ ଲୋକସଂସ୍କୃତି ଲୋକବାଦ୍ୟକୁ ବଞ୍ଚାଇବାପାଇଁ ସରକାରୀ ସ୍ତରରେ ବିଭିନ୍ନ ଉତ୍ସବ ଆୟୋଜନା ସହ କଳାକାରମାନଙ୍କୁ ପ୍ରୋତ୍ସାହିତ କରାଯାଉଛି । ହେଲେ ଏଥିପାଇଁ ଯେଉଁ ବାଦ୍ୟ ଦରକାର, ସେ ବାଦ୍ୟର କାରିଗରମାନେ ଏବେ ଅବହେଳିତ । ସରକାରୀ ପ୍ରୋତ୍ସାହନ ଅଭାବରୁ ଲୋକବାଦ୍ୟ…

ବିଜେଡ଼ି ସରକାର ବିରୁଦ୍ଧରେ ୧୪ ରୁ ୧୮ ଯାଏଁ ରାଜ୍ୟବ୍ୟାପି ଆନ୍ଦୋଳନ କରିବ ବିଜେପି

ନୂଆପଡ଼ା: ରାଜ୍ୟ ବିଜେପିର ଆହ୍ୱାନ କ୍ରମେ ଆସନ୍ତାକାଲି ଅର୍ଥାତ୍ ୧୪ ରୁ ୧୮ ତାରିଖ ଯାଏଁ ସମଗ୍ର ରାଜ୍ୟରେ ବିଜେଡ଼ି ସରକାର ବିରୁଦ୍ଧରେ ଆନ୍ଦୋଳନ। ବିଭିନ୍ନ ପ୍ରସଙ୍ଗ ଉଠାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛି ବିଜେପି। ଏନେଇ ନୂଆପଡା ଜିଲ୍ଲା ଖଡ଼ିଆଳ ଶ୍ରୀଜି…

ବିକାଶର ନଗ୍ନ ଚିତ୍ର : ୩ ବର୍ଷ ପରେ ବି ଅଧାପନ୍ତରିଆ ଅବସ୍ଥାରେ ବ୍ରିଜ୍ କାମ , କଲବଲ ହେଉଛନ୍ତି ଲୋକ

ନୂଆପଡା : ଗ୍ରାମାଞ୍ଚଳ ଗୁଡିକରେ ଉତ୍ତମ ଯୋଗାଯୋଗର ସୁବିଧା ଲାଗି ସରକାର ଯୋଜନା ପରେ ଯୋଜନା କରୁଛନ୍ତି  । ଏଥିଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ ମଧ୍ୟ କରୁଛନ୍ତି ।  ମାତ୍ର ତାହା ସଠିକ୍ ଦିଗରେ କାର୍ଯ୍ୟକାରୀ ହୋଇପାରୁନି । ପ୍ରଶାସନର ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ଲୋକେ ସମସ୍ୟା…

ଆସ ବୁଲିଯିବା ଓଡିଶା: ପ୍ରକୃତି ରାଣୀର ସୁନ୍ଦରତାର କାହାଣୀ କୁହେ ଅପାସୋରା ପତୋରା ଡ୍ୟାମ୍

ନୂଆପଡା:  ଆସିଛି ପିକନିକ ଋତୁ , ଏଥିପାଇଁ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ରେ ଲୋକଙ୍କ ଭିଡ଼ ଜମୁଛି ।ପ୍ରାକୃତିକ ସୋନ୍ଦର୍ଯ୍ୟ ର ଭରପୁର ର ମଜା ନେବା ସହ ବଣଭୋଜି ର ଆନନ୍ଦ ଉଠାଉ ଛନ୍ତି ପର୍ଯ୍ୟଟକ ।ଅପୂର୍ବ ଆମ ଓଡ଼ିଶା । ଏହାର ପ୍ରତ୍ୟେକ କୋଣ ଅନୁକୋଣରେ ଭରି ରହିଛି ଅନୁପମ ପ୍ରାକୃତିକ…

ଅଙ୍ଗନବାଡି କର୍ମୀ ଚୟନରେ ଅନିୟମିତତା: ଅଙ୍ଗନବାଡି କେନ୍ଦ୍ରରେ ତାଲା

ନୂଆପଡା: ଆଜକୁ ତିନି ଦିନ ହେବ ବନ୍ଦ ପଡିଛି ଅଙ୍ଗନବାଡି କେନ୍ଦ୍ର । ପ୍ରାକ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି କୋମଳମତି ଶିଶୁ । ଅଙ୍ଗନବାଡି କର୍ମୀ ଚୟନରେ ଅନିୟମିତତା କାରଣରୁ ଅଙ୍ଗନବାଡି କେନ୍ଦ୍ରରେ ତାଲା ପକାଇଛନ୍ତି ଗ୍ରାମବାସୀ । ନୂଆପଡା ଜିଲ୍ଲା ଖଡିଆଳ ସମନ୍ବିତ ଶିଶୁ ବିକାଶ ବିଭାଗ…

ସମ୍ବଲପୁର ଚିଡ଼ିଆଖାନାକୁ ଆସିଲା ନୂଆପଡ଼ାର ମଣିଷଖିଆ ବାଘ

ସମ୍ବଲପୁର: ସମ୍ବଲପୁର ଆସିଲା ନୂଆପଡା ଜିଲ୍ଲା କୋଦାପାଲିରୁ ଧରାଯାଇଥିବା ମଣିଷଖିଆ କଲରାପତ୍ରିଆ ବାଘ । ବନବିଭାଗ ଯନ୍ତା ସାହାର୍ଯ୍ୟରେ ତାକୁ ଆଣି ସମ୍ବଲପୁର ଚିଡିଆଖାନାରେ ରଖିଛନ୍ତି । ବିଳମ୍ବିତ ରାତିରେ ବାଘଟିକୁ ଅଣାଯାଇଥିବା ବେଳେ ପ୍ରଥମେ ତାକୁ କ୍ଵାରେଣ୍ଟାଇନରେ ରଖାଯାଇଛି । ସମ୍ବଲପୁର…

ମରଣଯନ୍ତା ପାଲଟିଛି ରାଜ୍ୟ ରାଜପଥ, ସମସ୍ୟା ଭୋଗୁଛନ୍ତି ଲୋକେ

ନୂଆପଡା: ଇଏ ହେଉଛି କଳାହାଣ୍ଡି ରୁ ଖଡ଼ିଆଳକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ । ଯୁଆଡେ ଦେଖିବ ସିଆଡେ ଖାଲ । ରାସ୍ତାର ଅବସ୍ଥା ଏପରି ଯେ ଡରି ଡରି ଯାତାୟତ କରୁଛନ୍ତି ଲୋକେ । ଅନେକ ଥର ଏହି ରାସ୍ତାରେ ଦୁର୍ଘଟଣା ମଧ୍ୟ ଘଟିଲାଣି । କିନ୍ତୁ ରାସ୍ତା ମରାମତିର ନାଁ ନେଉନି ପ୍ରଶାସନ । ଜାଣି…

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ଆଜି ଆଉ ଗୋଟେ ଧରା ପଡିଲା ମଣିଷଖିଆ ବାଘ

ନୂଆପଡ଼ା: ଜିଲ୍ଲାରେ ସରୁନି ବାଘ ଆତଙ୍କ। ଗତକାଲି ଗୋଟିଏ ବାଘ ଧରାପଡିଥିଲା। ଆଜି ଆଉ ଗୋଟେ ବାଘକୁ ଦେଖିଲେ ଲୋକେ। ସୂଚନା ଅନୁସାରେ ରବିବାର ସକାଳେ ସଦର ରେଞ୍ଜ ଧରମବନ୍ଧା ସେକ୍ସନ କୋଦୋପାଲି ଗାଁରେ ଏକ ବାଘ ଆତଙ୍କ ଖେଳାଇ ଦେଇଛି । ଫଳରେ ଗାଁ ଲୋକେ ପୁଣି ଡରି ଯାଇଛନ୍ତି। ଗ୍ରାମବାସୀ ଘଟଣା…