ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ଡ଼ିଜିପିଙ୍କୁ ଭେଟି ମୋକଦ୍ଦମା ରୁଜୁ କରିବା ଲାଗି ଦାବି କଲା ବିଜେପି

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଏବଂ ରତ୍ନଭଣ୍ଡାର ସୁରକ୍ଷା ନେଇ ଏବେ ଶାସକ ଓ ବିରୋଧି ଦଳ ମଧ୍ୟରେ ରାଜନୈତିକ ଛକାପଞ୍ଝା ବୃଦ୍ଧି ପାଇବାରେ ଲାଗିଛି । ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ମୋକଦ୍ଦମା...

ରଥଯାତ୍ରା ଉପଲକ୍ଷେ ‘ଓଟିଡ଼ିସି’ ର ସ୍ପେସାଲ୍ ଟୁର୍ ପ୍ୟାକେଜ୍

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧୪ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଓଡ଼ିଶା ଟୁରିଜିମ୍ ଡ଼େଭଲପମେଣ୍ଟ କର୍ପୋରେସନ (ଓଟିଡ଼ିସି) ପକ୍ଷରୁ ଏକ ସ୍ପେସାଲ୍ ଟୁର୍ ପ୍ୟାକେଜ ଘୋଷିତ ହୋଇଛି । ଗ୍ରାଣ୍ଡ ସେଣ୍ଟ୍ରାଲ୍ ହୋଟେଲ୍ ରୁଫଟପ୍ ପ୍ୟାକେଜ ନିମନ୍ତେ ଦାମ ରହିଛି ଜଣକ ପିଛା ୪,୧୯୯...

ଓଡ଼ିଆ ରଜ ରିଲିଜ ଦେଖିବାକୁ ହଲ୍ ରେ ଦର୍ଶକଙ୍କ ନାହିଁ ନଥିବା ଭିଡ

କଟକ/ଭୁବନେଶ୍ୱର : ସବୁବର୍ଷ ରଜରେ ଏକାଧିକ ଓଡ଼ିଆ ଫିଲ୍ମ ରିଲିଜ୍ ହୋଇଥାଏ । ତେବେ ଏବେ ମଧ୍ୟ ଓଡ଼ିଆ ଦର୍ଶକମାନେ ରଜ ରିଲିଜକୁ ହଲରେ ଦେଖିବାକୁ ଅପେକ୍ଷା କରିଥାନ୍ତି । ଏହି ରଜରେ ୨ଟି ଓଡ଼ିଆ ଫିଲ୍ମ ରିଲିଜ୍ ହୋଇଛି । ଗୋଟିଏ...

ବେଦାନ୍ତର ‘ବେଦାନ୍ତ ବିଦ୍ୟାର୍ଥୀ ବିକାଶ ଯୋଜନା’ ଦ୍ୱାରା କୃତୀ ମ୍ୟାଟ୍ରିକ ପରିକ୍ଷାର୍ଥୀ ସମ୍ବର୍ଦ୍ଧିତ

ଭୁବନେଶ୍ୱର : ଝାରସୁଗୁଡ଼ା ସ୍ଥିତ ପ୍ରାକୃତିକ ଉତ୍ସ କମ୍ପାନୀ ବେଦାନ୍ତ ଲିମିଟେଡ଼ ମ୍ୟାଟ୍ରିିକ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ କମ୍ପାନୀର ସିଏସଆର୍ ‘ବେଦାନ୍ତ ବିଦ୍ୟାର୍ଥୀ ବିକାଶ ଯୋଜନା’ ଅନୁଯାୟୀ ସମ୍ବର୍ଦ୍ଧିତ କରିଛି । ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ...

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ନୀରବତା ନେଇ ପ୍ରଶ୍ନ ଉଠାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ରତ୍ନଭଣ୍ଡାର ଚାବି ହଜିବା ନେଇ ଏବେ ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି । ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ପ୍ରଶାସନ ସମେତ ରାଜ୍ୟର ଖୋଦ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ଟ୍ୱିଟ୍...

ଆରମ୍ଭ ହେଲା ଫିଫା ବିଶ୍ୱକପ ଫୁଟବଲ: ବାଣ, ଆଲୋକ ଓ ଆତସବାଜୀରେ କମ୍ପିଲା ଷ୍ଟାଡ଼ିୟମ୍

ମସ୍କୋ : ଋଷିଆସ୍ଥିତ ମସ୍କୋର ଏକ ଷ୍ଟାଡ଼ିୟମରେ ବାଣ ଓ ଆତସବାଜୀର ରଙ୍ଗୀନ ଆଲୋକରେ ଆଜି ଆରମ୍ଭ ହେଲା ‘ଫିଫା ବିଶ୍ୱକପ ଫୁଟବଲ୍ - ୨୦୧୮’ । ବିଶ୍ୱର ବଛାବଛା ୩୨ ଟି ଦେଶକୁ ନେଇ ଋଷିଆର ୧୧ଟି ସହରରେ ଏବଂ ୧୨ଟି...

ବିଦ୍ୟାଳୟରେ ଶତ ପ୍ରତିଶତ ଉପସ୍ଥାନ ରହିଲେ ପଞ୍ଚାୟତ ପୁରସ୍କୃତ ହେବ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପିଲାମାନେ ସବୁଦିନ କିପରି ସ୍କୁଲକୁ ଆସିବେ ସେଥିଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “ସବୁ ଦିନ ଯିବା ସ୍କୁଲ, ଉପସ୍ଥାପନ - ୨୦୧୮” ଅଭିଯାନ ଉଦଘାଟନ କରିଛନ୍ତି । ଆଜି ସଚିବାଳୟରେ ଅନୁଷ୍ଠିତ ଏକ ସଂକ୍ଷିପ୍ତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହି...

କଂଗ୍ରେସର ସାଂଗଠନିକ ବୈଠକ: ତୃଣମୂଳ ସ୍ତରରୁ କଂଗ୍ରେସକୁ ମଜବୁତ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ କମିଟିର ଦୁଇ ଦିନିଆ ଜିଲ୍ଲା କଂଗ୍ରେସ କମିଟି ସଭାପତି ଓ କାର୍ଯ୍ୟକାରୀ ସଭାପତିମାନଙ୍କ ବୈଠକ କଂଗ୍ରେସ ଭବନରେ ସମାପ୍ତ ହୋଇଛି । ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୧୩ ଓ ୧୪ତାରିଖ ଦୁଇ...

“ଗାଁ ଗାଁରେ ଲୋକଙ୍କ ସହିତ କାମ କଲେ ହିଁ ଟିକେଟ ମିଳିପାରିବ” : ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର : କଂଗ୍ରେସକୁ ତୃଣମୂଳ ସ୍ତରରୁ ମଜବୁତ କରିବାକୁ ଜୋରଦାର ଉଦ୍ୟମ ଆରମ୍ଭ କରିଦେଇଛନ୍ତି ରାଜ୍ୟ ପିସିସି ମୁଖ୍ୟ ନିରଞ୍ଜନ ପଟ୍ଟନାୟକ । ଆଗକୁ ଆସୁଛି ବିଧାନସଭା ନିର୍ବାଚନ । କଂଗ୍ରେସ କର୍ମକର୍ତ୍ତା କର୍ମୀମାନଙ୍କୁ ଉଦ୍ବୋଧନ ଦେଇ ପିସିସି ସଭାପତି କହିଛନ୍ତି, ଗାଁ...

ବନସ୍ତେ ଡ଼ାକିଲା ଗଜ, ବରଷକେ ଥରେ ଆସିଛି ରଜ…

ଭୁବନେଶ୍ୱର : ଆଜି ପ୍ରଥମ ରଜ । ସମଗ୍ର ଓଡ଼ିଶା ଆଜି ପାଳନ କରୁଛି ମହାନ ପାରମ୍ପରିକ ଉତ୍ସବ ‘ରଜ’ର ପ୍ରଥମ ଦିନ । ଘରେ ଘରେ ପିଠାର ସୁସ୍ୱାଦୁ ବାସ୍ନା ସହିତ ରଜପାନର ମଜ୍ଜା ନେଉଛନ୍ତି ସହର ଓ ଗାଁ’ର ଓଡ଼ିଆ...

ସାହିତ୍ୟ